ପୁଣି ଫେରିଲା କରୋନା କଟକଣା: ରାଜଧାନୀରେ ମାସ୍କ ବାଧ୍ୟତାମୂଳକ

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱରରେ ମାସ୍କ ବାଧ୍ୟତାମୂଳକ। ଧୀରେ ଧୀରେ ରାଜ୍ୟରେ ବଢୁଛି ମହାମାରୀ କରୋନା ସଂକ୍ରମଣ। ଦୈନିକ ସଂକ୍ରମିତଙ୍କ ସଂଖ୍ଯା ପ୍ରତିଦିନ ଶହେ ପାର କରୁଛି। ସଂକ୍ରମଣ ବଢ଼ୁଥିବାରୁ ଭୁବନେଶ୍ୱରରେ ମାସ୍କ ପରିଧାନ ବାଧ୍ୟତାମୂଳକ କରିଛି ବିଏମ୍‌ସି । ସଂକ୍ରମଣ ଦିନକୁ ଦିନକୁ ବଢିବାରୁ କଟକଣା ବଢଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) । ସର୍ବସାଧାରଣ ସ୍ଥାନରେ ମାସ୍କ ବାଧ୍ୟତାମୂଳକ ସହ ଦୁଇମିଟର ସାମାଜିକ ଦୂରତା ରକ୍ଷା କରିବାକୁ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। କଟକଣା ନ […]

ଭୁବନେଶ୍ୱର: ଭୁବନେଶ୍ୱରରେ ମାସ୍କ ବାଧ୍ୟତାମୂଳକ। ଧୀରେ ଧୀରେ ରାଜ୍ୟରେ ବଢୁଛି ମହାମାରୀ କରୋନା ସଂକ୍ରମଣ। ଦୈନିକ ସଂକ୍ରମିତଙ୍କ ସଂଖ୍ଯା ପ୍ରତିଦିନ ଶହେ ପାର କରୁଛି। ସଂକ୍ରମଣ ବଢ଼ୁଥିବାରୁ ଭୁବନେଶ୍ୱରରେ ମାସ୍କ ପରିଧାନ ବାଧ୍ୟତାମୂଳକ କରିଛି ବିଏମ୍‌ସି । ସଂକ୍ରମଣ ଦିନକୁ ଦିନକୁ ବଢିବାରୁ କଟକଣା ବଢଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) । ସର୍ବସାଧାରଣ ସ୍ଥାନରେ ମାସ୍କ ବାଧ୍ୟତାମୂଳକ ସହ ଦୁଇମିଟର ସାମାଜିକ ଦୂରତା ରକ୍ଷା କରିବାକୁ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। କଟକଣା ନ ମାନିଲେ ଦୃଢ କାର୍ଯ୍ଯନୁଷ୍ଠାନ ନିଆଯିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

30 Jun 2022 By The Sakala

ପୁଣି ଫେରିଲା କରୋନା କଟକଣା: ରାଜଧାନୀରେ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ୱର: ଭୁବନେଶ୍ୱରରେ ମାସ୍କ ବାଧ୍ୟତାମୂଳକ। ଧୀରେ ଧୀରେ ରାଜ୍ୟରେ ବଢୁଛି ମହାମାରୀ କରୋନା ସଂକ୍ରମଣ। ଦୈନିକ ସଂକ୍ରମିତଙ୍କ ସଂଖ୍ଯା ପ୍ରତିଦିନ ଶହେ ପାର କରୁଛି। ସଂକ୍ରମଣ ବଢ଼ୁଥିବାରୁ ଭୁବନେଶ୍ୱରରେ ମାସ୍କ ପରିଧାନ ବାଧ୍ୟତାମୂଳକ କରିଛି ବିଏମ୍‌ସି । ସଂକ୍ରମଣ ଦିନକୁ ଦିନକୁ ବଢିବାରୁ କଟକଣା ବଢଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) । ସର୍ବସାଧାରଣ ସ୍ଥାନରେ ମାସ୍କ ବାଧ୍ୟତାମୂଳକ ସହ ଦୁଇମିଟର ସାମାଜିକ ଦୂରତା ରକ୍ଷା କରିବାକୁ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। କଟକଣା ନ ମାନିଲେ ଦୃଢ କାର୍ଯ୍ଯନୁଷ୍ଠାନ ନିଆଯିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର