ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ ମାମଲା: ଅନୁଭବ ଓକିଲଙ୍କ ଜରିଆରେ ବର୍ଷାଙ୍କୁ ଦେଲେ ଶ୍ରୀମଦ୍ ଭଗବତ ଗୀତା

The Sakala Picture
Published On

କଟକ: ବର୍ଷା -ଅନୁଭବ ବିବାହ ବିଚ୍ଛେଦ ମାମଲା ଉପରେ ଆଜି ଶୁଣାଣି କରିଛନ୍ତି ଫାମିଲି କୋର୍ଟ କଟକ । ଅନୁଭବଙ୍କ ପକ୍ଷରୁ ଦାୟର ହୋଇଥିବା ଛାଡପତ୍ର ଆବେଦନ ଉପରେ ଆଜି ସେ ନିଜେ କୋର୍ଟରେ ବ୍ୟକ୍ତିଗତ ଭାବରେ ହାଜର ହୋଇଥିଲେ। ଆଜି ପ୍ରତିପକ୍ଷ ଓକିଲ ଅନୁଭବଙ୍କୁ ଜେରା କରିଛନ୍ତି । ଏହି ପ୍ରକ୍ରିୟା ଆସନ୍ତା ଦୁଇ ଦିନ ଧରି ଚାଲିବ । ତେବେ ଆଜି ଜେରା ସରିବା ପରେ ବର୍ଷାଙ୍କ ଉଦ୍ଦେଶ୍ୟରେ ତାଙ୍କ ଓକିଲଙ୍କ ଜରିଆରେ ଅନୁଭବ […]

କଟକ: ବର୍ଷା -ଅନୁଭବ ବିବାହ ବିଚ୍ଛେଦ ମାମଲା ଉପରେ ଆଜି ଶୁଣାଣି କରିଛନ୍ତି ଫାମିଲି କୋର୍ଟ କଟକ । ଅନୁଭବଙ୍କ ପକ୍ଷରୁ ଦାୟର ହୋଇଥିବା ଛାଡପତ୍ର ଆବେଦନ ଉପରେ ଆଜି ସେ ନିଜେ କୋର୍ଟରେ ବ୍ୟକ୍ତିଗତ ଭାବରେ ହାଜର ହୋଇଥିଲେ। ଆଜି ପ୍ରତିପକ୍ଷ ଓକିଲ ଅନୁଭବଙ୍କୁ ଜେରା କରିଛନ୍ତି । ଏହି ପ୍ରକ୍ରିୟା ଆସନ୍ତା ଦୁଇ ଦିନ ଧରି ଚାଲିବ । ତେବେ ଆଜି ଜେରା ସରିବା ପରେ ବର୍ଷାଙ୍କ ଉଦ୍ଦେଶ୍ୟରେ ତାଙ୍କ ଓକିଲଙ୍କ ଜରିଆରେ ଅନୁଭବ ମହାନ୍ତି ଏକ ଶ୍ରୀମଦ୍ ଭଗବତ ଗୀତା ପୁସ୍ତକ ପ୍ରଦାନ କରିଥିବା ସୂଚନା ମିଳିଛି। ଆସନ୍ତା କାଲି ପୁଣି ଏହି ମାମଲାର ଶୁଣାଣି ହେବାର ଅଛି ।

ଆହୁରି ପଢ଼ନ୍ତୁ: ପୁରୀ ବିମାନବନ୍ଦର କାର୍ଯ୍ୟକ୍ଷମ ପ୍ରସଙ୍ଗ: ସାଂସଦ ମାନସ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ ବାଆଁରେଇଲେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ

ସୂଚନା ଅନୁଯାୟୀ, ବର୍ଷାଙ୍କୁ ଛାଡପତ୍ର ଦେବାଲାଗି ପ୍ରଥମେ ନୂଆଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଆବେଦନ କରିଥିଲେ । ଯାହା ପରବର୍ତ୍ତୀ ସମୟରେ କଟକ ସ୍ଥାନାନ୍ତର ହୋଇଥିଲା।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ଓ ସୁନାବେଶ ପାଇଁ ପୁରୀ ପୋଲିସର ଟ୍ରାଫିକ ଆଡଭାଇଜରି ଜାରି, ଜାଣନ୍ତୁ କେଉଁଠି ରହିବ ଗାଡ଼ି...

04 Jul 2022 By The Sakala

ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ ମାମଲା: ଅନୁଭବ ଓକିଲଙ୍କ ଜରିଆରେ ବର୍ଷାଙ୍କୁ ଦେଲେ ଶ୍ରୀମଦ୍ ଭଗବତ ଗୀତା

କଟକ: ବର୍ଷା -ଅନୁଭବ ବିବାହ ବିଚ୍ଛେଦ ମାମଲା ଉପରେ ଆଜି ଶୁଣାଣି କରିଛନ୍ତି ଫାମିଲି କୋର୍ଟ କଟକ । ଅନୁଭବଙ୍କ ପକ୍ଷରୁ ଦାୟର ହୋଇଥିବା ଛାଡପତ୍ର ଆବେଦନ ଉପରେ ଆଜି ସେ ନିଜେ କୋର୍ଟରେ ବ୍ୟକ୍ତିଗତ ଭାବରେ ହାଜର ହୋଇଥିଲେ। ଆଜି ପ୍ରତିପକ୍ଷ ଓକିଲ ଅନୁଭବଙ୍କୁ ଜେରା କରିଛନ୍ତି । ଏହି ପ୍ରକ୍ରିୟା ଆସନ୍ତା ଦୁଇ ଦିନ ଧରି ଚାଲିବ । ତେବେ ଆଜି ଜେରା ସରିବା ପରେ ବର୍ଷାଙ୍କ ଉଦ୍ଦେଶ୍ୟରେ ତାଙ୍କ ଓକିଲଙ୍କ ଜରିଆରେ ଅନୁଭବ ମହାନ୍ତି ଏକ ଶ୍ରୀମଦ୍ ଭଗବତ ଗୀତା ପୁସ୍ତକ ପ୍ରଦାନ କରିଥିବା ସୂଚନା ମିଳିଛି। ଆସନ୍ତା କାଲି ପୁଣି ଏହି ମାମଲାର ଶୁଣାଣି ହେବାର ଅଛି ।

ସୂଚନା ଅନୁଯାୟୀ, ବର୍ଷାଙ୍କୁ ଛାଡପତ୍ର ଦେବାଲାଗି ପ୍ରଥମେ ନୂଆଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଆବେଦନ କରିଥିଲେ । ଯାହା ପରବର୍ତ୍ତୀ ସମୟରେ କଟକ ସ୍ଥାନାନ୍ତର ହୋଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର