ବାପା ହେଲେ ଲଭର ବୟ ବାବୁସାନ୍‌

The Sakala Picture
Published On

ଭୁବନେଶ୍ବର : ଓଲିଉଡର ସୁପରଷ୍ଟାର ବାବୁସାନ୍‌ ବାପା ହୋଇଛନ୍ତି। ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଓ ଅପରାଜିତାଙ୍କ ଘରକୁ ଆଜି ଆସିଲେ ନୂଆ ସଦସ୍ୟ। ଆଜି ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି ବାବୁସାନ୍‌। ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ପୁତ୍ର ସନ୍ତାନ ଜନ୍ମ ହୋଇଛି । ଏନେଇ ସୋସିଆଲ୍‌ ମିଡିଆରେ ପୁଅର ଭିଡିଓ ଭାଇରାଲ୍‌ ହୋଇଥିଲା । ଏହାପରେ ଓଲିଉଡରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରୁ ଶୁଭେଚ୍ଛାର ସୁଅ ଛୁଟିଥିଲା । ବରିଷ୍ଠ ଅଭିନେତା […]

ଭୁବନେଶ୍ବର : ଓଲିଉଡର ସୁପରଷ୍ଟାର ବାବୁସାନ୍‌ ବାପା ହୋଇଛନ୍ତି। ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଓ ଅପରାଜିତାଙ୍କ ଘରକୁ ଆଜି ଆସିଲେ ନୂଆ ସଦସ୍ୟ। ଆଜି ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି ବାବୁସାନ୍‌। ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ପୁତ୍ର ସନ୍ତାନ ଜନ୍ମ ହୋଇଛି । ଏନେଇ ସୋସିଆଲ୍‌ ମିଡିଆରେ ପୁଅର ଭିଡିଓ ଭାଇରାଲ୍‌ ହୋଇଥିଲା । ଏହାପରେ ଓଲିଉଡରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରୁ ଶୁଭେଚ୍ଛାର ସୁଅ ଛୁଟିଥିଲା । ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କୁ ତାଙ୍କ ପ୍ରଶଂସକମାନେ ଜେଜେ ହେଲେ ବୋଲି ଅଭିନନ୍ଦନ ଜଣାଇଥିବାବେଳେ ଅପରାଜିତା ପ୍ରିୟଦର୍ଶିନୀଙ୍କୁ ଜେଜେମା’ ବୋଲି ବହୁ ପ୍ରଶଂସକମାନେ ଶୁଭେଚ୍ଛା ଜଣାଇଛନ୍ତି। ତେବେ ବାବୁସାନ୍‌ଙ୍କ ପ୍ରଶଂସକମାନେ ଜୁନିଅର୍ ବାବୁସାନ୍‌ ବୋଲି ନବଜାତ ପୁତ୍ରକୁ ଆଶୀର୍ବାଦ କରିଛନ୍ତି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ସୂଚନାଯୋଗ୍ୟ ୨୦୧୪ ରେ ବାବୁସାନ୍‌ ନିଜ ବାଲ୍ୟବନ୍ଧୁ ତୃପ୍ତିଙ୍କୁ ବିବାହ କରିଥିଲେ । ଦୁହିଁଙ୍କ ଅନେକ ଫଟୋ ଓ ଭିଡିଓ ସୋସିଆଲ୍‌ ମିଡିଆରେ ଖୁବ ଭାଇରାଲ ମୃଧ୍ୟ ହୋଇଥାଏ। ଦୁହିଁଙ୍କ ବିବାହର ୭ ବର୍ଷ ପରେ ପରିବାରରେ ଆସିଛି ଖୁସି ଖବର । ଉଭୟେ ମା’ ଏବଂ ପୁଅ ବର୍ତ୍ତମାନ ସୁସ୍ଥ ଅଛନ୍ତି । ଦୁଇଦିନ ତଳେ ବାବୁସାନଙ୍କ ପତ୍ନୀ ତୃପ୍ତି ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

07 Apr 2021 By The Sakala

ବାପା ହେଲେ ଲଭର ବୟ ବାବୁସାନ୍‌

ଭୁବନେଶ୍ବର : ଓଲିଉଡର ସୁପରଷ୍ଟାର ବାବୁସାନ୍‌ ବାପା ହୋଇଛନ୍ତି। ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଓ ଅପରାଜିତାଙ୍କ ଘରକୁ ଆଜି ଆସିଲେ ନୂଆ ସଦସ୍ୟ। ଆଜି ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି ବାବୁସାନ୍‌। ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ପୁତ୍ର ସନ୍ତାନ ଜନ୍ମ ହୋଇଛି । ଏନେଇ ସୋସିଆଲ୍‌ ମିଡିଆରେ ପୁଅର ଭିଡିଓ ଭାଇରାଲ୍‌ ହୋଇଥିଲା । ଏହାପରେ ଓଲିଉଡରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରୁ ଶୁଭେଚ୍ଛାର ସୁଅ ଛୁଟିଥିଲା । ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କୁ ତାଙ୍କ ପ୍ରଶଂସକମାନେ ଜେଜେ ହେଲେ ବୋଲି ଅଭିନନ୍ଦନ ଜଣାଇଥିବାବେଳେ ଅପରାଜିତା ପ୍ରିୟଦର୍ଶିନୀଙ୍କୁ ଜେଜେମା’ ବୋଲି ବହୁ ପ୍ରଶଂସକମାନେ ଶୁଭେଚ୍ଛା ଜଣାଇଛନ୍ତି। ତେବେ ବାବୁସାନ୍‌ଙ୍କ ପ୍ରଶଂସକମାନେ ଜୁନିଅର୍ ବାବୁସାନ୍‌ ବୋଲି ନବଜାତ ପୁତ୍ରକୁ ଆଶୀର୍ବାଦ କରିଛନ୍ତି।

ସୂଚନାଯୋଗ୍ୟ ୨୦୧୪ ରେ ବାବୁସାନ୍‌ ନିଜ ବାଲ୍ୟବନ୍ଧୁ ତୃପ୍ତିଙ୍କୁ ବିବାହ କରିଥିଲେ । ଦୁହିଁଙ୍କ ଅନେକ ଫଟୋ ଓ ଭିଡିଓ ସୋସିଆଲ୍‌ ମିଡିଆରେ ଖୁବ ଭାଇରାଲ ମୃଧ୍ୟ ହୋଇଥାଏ। ଦୁହିଁଙ୍କ ବିବାହର ୭ ବର୍ଷ ପରେ ପରିବାରରେ ଆସିଛି ଖୁସି ଖବର । ଉଭୟେ ମା’ ଏବଂ ପୁଅ ବର୍ତ୍ତମାନ ସୁସ୍ଥ ଅଛନ୍ତି । ଦୁଇଦିନ ତଳେ ବାବୁସାନଙ୍କ ପତ୍ନୀ ତୃପ୍ତି ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର