ଉପର ମୁହାଁ କରୋନା ଗ୍ରାଫ: ରାଜ୍ଯରେ ୪ଶହ ପାର କଲା ଦୈନିକ ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ ୧୯୪ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଆଜି ଦୈନିକ ସଂକ୍ରମଣ ୪୦୦ ପାର କରିଛି। ୨୪ଘଣ୍ଟାରେ ୨୧ ଜିଲ୍ଲା ଓ ଷ୍ଟେଟ ପୁଲରୁ ମୋଟ୍ ୪୦୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ଯରୁ  ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୬୫  ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର […]

ଭୁବନେଶ୍ବର: ରାଜ୍ଯରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଆଜି ଦୈନିକ ସଂକ୍ରମଣ ୪୦୦ ପାର କରିଛି। ୨୪ଘଣ୍ଟାରେ ୨୧ ଜିଲ୍ଲା ଓ ଷ୍ଟେଟ ପୁଲରୁ ମୋଟ୍ ୪୦୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ଯରୁ  ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୬୫  ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୪ ଜଣ ପଜିଟିଭ ରହିଛନ୍ତି।  ଖୋର୍ଦ୍ଧରୁ ସର୍ବାଧିକ ୧୯୪ ଓ କଟକରୁ ୬୪ ଜଣ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ମୋଟ ସକ୍ରିୟ ମାମଲା ୧୯୫୭କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

06 Jul 2022 By The Sakala

ଉପର ମୁହାଁ କରୋନା ଗ୍ରାଫ: ରାଜ୍ଯରେ ୪ଶହ ପାର କଲା ଦୈନିକ ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ ୧୯୪ ପଜିଟିଭ୍

ଭୁବନେଶ୍ବର: ରାଜ୍ଯରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଆଜି ଦୈନିକ ସଂକ୍ରମଣ ୪୦୦ ପାର କରିଛି। ୨୪ଘଣ୍ଟାରେ ୨୧ ଜିଲ୍ଲା ଓ ଷ୍ଟେଟ ପୁଲରୁ ମୋଟ୍ ୪୦୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ଯରୁ  ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୬୫  ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୪ ଜଣ ପଜିଟିଭ ରହିଛନ୍ତି।  ଖୋର୍ଦ୍ଧରୁ ସର୍ବାଧିକ ୧୯୪ ଓ କଟକରୁ ୬୪ ଜଣ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ମୋଟ ସକ୍ରିୟ ମାମଲା ୧୯୫୭କୁ ବୃଦ୍ଧି ପାଇଛି।

https://www.thesakala.in/latest-odisha-news/corona-update-odisha-6th-july-2022/article-13065
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp