ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଓଡିଶା ଆସୁଛନ୍ତି

The Sakala Picture
Published On

ଭୁବନେଶ୍ୱର: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଓଡିଶା ଆସୁଛନ୍ତି । ତେବେ ଏହା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ଓଡିଆ ଝିଅ ଦ୍ରୌପଦୀଙ୍କୁ ସମର୍ଥନ ଦେବାକୁ ଅପିଲ କରିଛନ୍ତି । ବିଭିନ୍ନ ଦଳର ବିଧାୟକଙ୍କୁ ବିଜେଡି ନେତାମାନେ ସାକ୍ଷାତ କରି ତାଙ୍କୁ ଭୋଟ ଦେବାକୁ କହୁଛନ୍ତି । ଆଉ ସବୁଠୁ ବଡ଼ କଥା ହେଲା ଏହି ଗସ୍ତ ସମୟରେ ଦ୍ରୈାପଦୀ ମୁର୍ମୁଙ୍କୁ ରାଜ୍ୟ ଅତିଥି ଭାବେ ମାନ୍ୟତା ଦେଇ ରାଜ୍ୟ […]

ଭୁବନେଶ୍ୱର: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଓଡିଶା ଆସୁଛନ୍ତି । ତେବେ ଏହା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ଓଡିଆ ଝିଅ ଦ୍ରୌପଦୀଙ୍କୁ ସମର୍ଥନ ଦେବାକୁ ଅପିଲ କରିଛନ୍ତି । ବିଭିନ୍ନ ଦଳର ବିଧାୟକଙ୍କୁ ବିଜେଡି ନେତାମାନେ ସାକ୍ଷାତ କରି ତାଙ୍କୁ ଭୋଟ ଦେବାକୁ କହୁଛନ୍ତି । ଆଉ ସବୁଠୁ ବଡ଼ କଥା ହେଲା ଏହି ଗସ୍ତ ସମୟରେ ଦ୍ରୈାପଦୀ ମୁର୍ମୁଙ୍କୁ ରାଜ୍ୟ ଅତିଥି ଭାବେ ମାନ୍ୟତା ଦେଇ ରାଜ୍ୟ ସରକାର ଅତିଥି ସତ୍କାର କରିବେ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ସୂଚନା ଅନୁଯାୟୀ, ସେ ସାଢ଼େ ୧୦ଟା ବେଳେ ବିଧାନସଭାକୁ ଆସିବେ। ବିଧାନସଭାର ୫୪ ନମ୍ବର କକ୍ଷରେ ଏଥିଲାଗି ସ୍ବତନ୍ତ୍ର ଆୟୋଜନ ହେଉଛି। ଏଥିରେ ବିଜେଡିର ସମସ୍ତ ବିଧାୟକ ଓ ସାଂସଦ ଉପସ୍ଥିତ ରହିବେ ବୋଲି ଜଣାଯାଇଛି। ଆସନ୍ତାକାଲି ପୂର୍ବାହ୍ନ ୧୦ଟାରେ ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱରର ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଥମେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିବେ। ତାପରେ ସେ ବିଧାନସଭାକୁ ଆସିବେ। ନିଜ ସପକ୍ଷରେ ସମର୍ଥନ ଲାଗି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସୁଛନ୍ତି। ସେ ସବୁ ଦଳର ସମର୍ଥନ ଲାଗି ପ୍ରୟାସ ଚଳାଇଛନ୍ତି।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

07 Jul 2022 By The Sakala

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଓଡିଶା ଆସୁଛନ୍ତି

ଭୁବନେଶ୍ୱର: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଓଡିଶା ଆସୁଛନ୍ତି । ତେବେ ଏହା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ଓଡିଆ ଝିଅ ଦ୍ରୌପଦୀଙ୍କୁ ସମର୍ଥନ ଦେବାକୁ ଅପିଲ କରିଛନ୍ତି । ବିଭିନ୍ନ ଦଳର ବିଧାୟକଙ୍କୁ ବିଜେଡି ନେତାମାନେ ସାକ୍ଷାତ କରି ତାଙ୍କୁ ଭୋଟ ଦେବାକୁ କହୁଛନ୍ତି । ଆଉ ସବୁଠୁ ବଡ଼ କଥା ହେଲା ଏହି ଗସ୍ତ ସମୟରେ ଦ୍ରୈାପଦୀ ମୁର୍ମୁଙ୍କୁ ରାଜ୍ୟ ଅତିଥି ଭାବେ ମାନ୍ୟତା ଦେଇ ରାଜ୍ୟ ସରକାର ଅତିଥି ସତ୍କାର କରିବେ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି ।

ସୂଚନା ଅନୁଯାୟୀ, ସେ ସାଢ଼େ ୧୦ଟା ବେଳେ ବିଧାନସଭାକୁ ଆସିବେ। ବିଧାନସଭାର ୫୪ ନମ୍ବର କକ୍ଷରେ ଏଥିଲାଗି ସ୍ବତନ୍ତ୍ର ଆୟୋଜନ ହେଉଛି। ଏଥିରେ ବିଜେଡିର ସମସ୍ତ ବିଧାୟକ ଓ ସାଂସଦ ଉପସ୍ଥିତ ରହିବେ ବୋଲି ଜଣାଯାଇଛି। ଆସନ୍ତାକାଲି ପୂର୍ବାହ୍ନ ୧୦ଟାରେ ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱରର ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଥମେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିବେ। ତାପରେ ସେ ବିଧାନସଭାକୁ ଆସିବେ। ନିଜ ସପକ୍ଷରେ ସମର୍ଥନ ଲାଗି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସୁଛନ୍ତି। ସେ ସବୁ ଦଳର ସମର୍ଥନ ଲାଗି ପ୍ରୟାସ ଚଳାଇଛନ୍ତି।

https://www.thesakala.in/latest-odisha-news/nda-presidential-candidate-draupadi-murmu-is-coming-to-odisha-tomorrow/article-13100
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର