ରାଜ୍ଯରେ ୨୪ ଘଣ୍ଟା ମଧ୍ଯରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ଆଗାମୀ ୫ ଦିନ ପର୍ଯ୍ଯନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ୧୧ଟି ଜିଲ୍ଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାର କରାଯାଇଛି।ଉକ୍ତ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ଓ ନୂଆପଡ଼ା ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର […]

ଭୁବନେଶ୍ୱର: ଆଗାମୀ ୫ ଦିନ ପର୍ଯ୍ଯନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ୧୧ଟି ଜିଲ୍ଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାର କରାଯାଇଛି।ଉକ୍ତ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ଓ ନୂଆପଡ଼ା

ଆହୁରି ପଢ଼ନ୍ତୁ: ଡିଏପି ଏବଂ ୟୁରିଆ ବଦଳରେ କମ୍ପ୍ଲେକ୍ସ ସାର ଓ ଆମୋନିୟମ ସଲଫେଟ୍ ବ୍ୟବହାର ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ୱ

ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଏବଂ ଉତ୍ତର ଉପକୂଳ ଓଡିଶାର ଅନେକ ଜିଲ୍ଲା ସମେତ କୋରାପୁଟ, ମାଲକାନାଗିରି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ ଓଡିଶାର ବାକି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଝାଡ଼ାବାନ୍ତି ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ

ଆହୁରି ପଢ଼ନ୍ତୁ: ନିବେଶ ଅନୁକୂଳ ସୂଚୀରେ ଓଡ଼ିଶାକୁ ୫ମ ସ୍ଥାନ: ନବୀନ କହିଲେ, ବିଜେଡି ସରକାରଙ୍କ ୨୫ ବର୍ଷ ପ୍ରୟାସର ଫଳ

07 Jul 2022 By The Sakala

ରାଜ୍ଯରେ ୨୪ ଘଣ୍ଟା ମଧ୍ଯରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୫ ଦିନ ପର୍ଯ୍ଯନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ୧୧ଟି ଜିଲ୍ଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାର କରାଯାଇଛି।ଉକ୍ତ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ଓ ନୂଆପଡ଼ା

ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଏବଂ ଉତ୍ତର ଉପକୂଳ ଓଡିଶାର ଅନେକ ଜିଲ୍ଲା ସମେତ କୋରାପୁଟ, ମାଲକାନାଗିରି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ ଓଡିଶାର ବାକି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର