୪୨ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଗିରଫ

The Sakala Picture
Published On

କଟକ: ପୁଣି ଜବତ ହେଲା ବ୍ରାଉନସୁଗର। କଟକ ଫୁଲନଖରାରୁ ୪୨୦ ଗ୍ରାମ ବ୍ରାଉନସୁଗର ଜବତ କରିଛି ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ବାଡ୍। ଏହି ବ୍ରାଉନସୁଗର ସହ ଜଣେ ବେପାରୀକୁ ଗିରଫ କରିଛି ଫ୍ଲାଇଂ ସ୍କ୍ବାଡ୍ । ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ  ୪୨ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ତେବେ ଏହି କାରବାରରେ ଆଉ କାହାର ସମ୍ପୃକ୍ତି ରହିଛି ସେ ନେଇ ତଦନ୍ତ ଜାରି ରଖିଛି ଅବକାରୀ ବିଭାଗ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର