ଆଜି ରାଜ୍ୟସଭା ସାଂସଦ ଭାବେ ଶପଥ ନେବେ ମାନସ ମଙ୍ଗରାଜ ଓ ସୁଲତା ଦେଓ

The Sakala Picture
Published On

ଭୁବନେଶ୍ୱର: ଆଜି ବିଜେଡିର ନବ ନିର୍ବାଚିତ ରାଜ୍ୟସଭା ସାଂସଦ ଶପଥ ଗ୍ରହଣ କରିବେ। ବିଜେଡି ଟିକଟରେ ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଥିବା ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓ ରାଜ୍ୟସଭା ପରିସରରେ ପୂର୍ବାହ୍ନ ୧୧ଟା ସମୟରେ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିବେ। ମାନସ ମଙ୍ଗରାଜ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶ ଦାତା ଭାବେ କାର୍ଯ୍ୟ କରୁଥିଲେ । ପରେ ବିଜେଡି ପକ୍ଷରୁ ରାଜ୍ୟସଭା ସାଂସଦ ଭାବେ ତାଙ୍କୁ ମନୋନୀତ କରାଯାଇଥିଲା । ଶ୍ରୀ […]

ଭୁବନେଶ୍ୱର: ଆଜି ବିଜେଡିର ନବ ନିର୍ବାଚିତ ରାଜ୍ୟସଭା ସାଂସଦ ଶପଥ ଗ୍ରହଣ କରିବେ। ବିଜେଡି ଟିକଟରେ ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଥିବା ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓ ରାଜ୍ୟସଭା ପରିସରରେ ପୂର୍ବାହ୍ନ ୧୧ଟା ସମୟରେ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିବେ। ମାନସ ମଙ୍ଗରାଜ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶ ଦାତା ଭାବେ କାର୍ଯ୍ୟ କରୁଥିଲେ । ପରେ ବିଜେଡି ପକ୍ଷରୁ ରାଜ୍ୟସଭା ସାଂସଦ ଭାବେ ତାଙ୍କୁ ମନୋନୀତ କରାଯାଇଥିଲା । ଶ୍ରୀ ମଙ୍ଗରାଜ ଏବଂ ଶ୍ରୀମତୀ ଦେଓ ପ୍ରଥମ ଥର ପାଇଁ ରାଜ୍ୟସଭା ଯାଇଥିବା ବେଳେ ଅନ୍ୟତମ ପ୍ରାର୍ଥୀ ଭାବେ ଡ଼ ସସ୍ମିତ ପାତ୍ର ଦ୍ୱିତୀୟ ଥର ପାଇଁ ରାଜ୍ୟସଭାକୁ ଯାଇଛନ୍ତି।

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ଏହା ପୂର୍ବରୁ ସିଏମ୍‍ସି ମେୟର ନିର୍ବାଚନ ପାଇଁ ରାଜ୍ୟସଭାରୁ ଇସ୍ତଫା ଦେଇଥିବା ସୁବାସ ସିଂହଙ୍କ ସ୍ଥାନରେ ନିର୍ବାଚିତ ହୋଇଥିବା ନିରଞ୍ଜନ ବିଶି ଶପଥ ଗ୍ରହଣ କରି ସାରିଛନ୍ତି।

ଆହୁରି ପଢ଼ନ୍ତୁ: ପଶ୍ଚିମବଙ୍ଗ ବିଧାନସଭା ପରେ ଏବେ ସଂସଦରେ ତୃଣମୂଳ କଂଗ୍ରେସର ବିଦ୍ରୋହ ଭୟ, ମମତାଙ୍କ ଚିନ୍ତା ବଢ଼ିଲା

08 Jul 2022 By The Sakala

ଆଜି ରାଜ୍ୟସଭା ସାଂସଦ ଭାବେ ଶପଥ ନେବେ ମାନସ ମଙ୍ଗରାଜ ଓ ସୁଲତା ଦେଓ

ଭୁବନେଶ୍ୱର: ଆଜି ବିଜେଡିର ନବ ନିର୍ବାଚିତ ରାଜ୍ୟସଭା ସାଂସଦ ଶପଥ ଗ୍ରହଣ କରିବେ। ବିଜେଡି ଟିକଟରେ ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଥିବା ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓ ରାଜ୍ୟସଭା ପରିସରରେ ପୂର୍ବାହ୍ନ ୧୧ଟା ସମୟରେ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିବେ। ମାନସ ମଙ୍ଗରାଜ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶ ଦାତା ଭାବେ କାର୍ଯ୍ୟ କରୁଥିଲେ । ପରେ ବିଜେଡି ପକ୍ଷରୁ ରାଜ୍ୟସଭା ସାଂସଦ ଭାବେ ତାଙ୍କୁ ମନୋନୀତ କରାଯାଇଥିଲା । ଶ୍ରୀ ମଙ୍ଗରାଜ ଏବଂ ଶ୍ରୀମତୀ ଦେଓ ପ୍ରଥମ ଥର ପାଇଁ ରାଜ୍ୟସଭା ଯାଇଥିବା ବେଳେ ଅନ୍ୟତମ ପ୍ରାର୍ଥୀ ଭାବେ ଡ଼ ସସ୍ମିତ ପାତ୍ର ଦ୍ୱିତୀୟ ଥର ପାଇଁ ରାଜ୍ୟସଭାକୁ ଯାଇଛନ୍ତି।

ଏହା ପୂର୍ବରୁ ସିଏମ୍‍ସି ମେୟର ନିର୍ବାଚନ ପାଇଁ ରାଜ୍ୟସଭାରୁ ଇସ୍ତଫା ଦେଇଥିବା ସୁବାସ ସିଂହଙ୍କ ସ୍ଥାନରେ ନିର୍ବାଚିତ ହୋଇଥିବା ନିରଞ୍ଜନ ବିଶି ଶପଥ ଗ୍ରହଣ କରି ସାରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର