ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ: ଚିହ୍ନଟ ହେଲେ ଆଉ ୪୭୦ ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଆଜି ମଧ୍ଯ ଦୈନିକ ସଂକ୍ରମଣ ୪୦୦ ପାର କରିଛି। ୨୪ଘଣ୍ଟାରେ ୧୯ ଜିଲ୍ଲା ଓ ଷ୍ଟେଟ ପୁଲରୁ ମୋଟ୍ ୪୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ […]

ଭୁବନେଶ୍ବର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଆଜି ମଧ୍ଯ ଦୈନିକ ସଂକ୍ରମଣ ୪୦୦ ପାର କରିଛି। ୨୪ଘଣ୍ଟାରେ ୧୯ ଜିଲ୍ଲା ଓ ଷ୍ଟେଟ ପୁଲରୁ ମୋଟ୍ ୪୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୯ ଜଣ ପଜିଟିଭ ରହିଛନ୍ତି। ଖୋର୍ଦ୍ଧରୁ ସର୍ବାଧିକ ୨୨୧ ଓ କଟକରୁ ୯୪ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ  ରାଜ୍ୟରେ ମୋଟ ସକ୍ରିୟ ମାମଲା ୨୪୮୭ କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାର ପ୍ରତି ଚାଷୀ ପରିବାର ଉପରେ ୩୨,୭୨୧ଟଙ୍କା ଋଣ: କେନ୍ଦ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର