ଭିଜିଲାନ୍ସ ଜାଲରେ ନିମାପଡା ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀ, ଏକକାଳୀନ ୭ଟି ଜାଗାରେ ଚାଲିଛି ରେଡ୍‌

The Sakala Picture
Published On

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିମାପଡ଼ା ସବ୍ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭିଜିଲାନ୍ସର ୫ଟି ଟିମ୍ ଏକକାଳୀନ ୭ଟି ଜାଗାରେ ଚଢାଉ କରୁଛି । ସକାଳୁ ସକାଳୁ ଦୁଷ୍ମନ୍ତଙ୍କ ଢ଼େଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ପୈତୃକ ଘର ,ଟାଉନ ପ୍ଲାନିଂ ସ୍ଥିତ ଘର,ଦକ୍ଷିଣକାଳୀ ସ୍ଥିତ ଶ୍ୱଶୁର ଘର ଓ ମଙ୍ଗଳପୁର ସ୍ଥିତ ଫାର୍ମ […]

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିମାପଡ଼ା ସବ୍ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭିଜିଲାନ୍ସର ୫ଟି ଟିମ୍ ଏକକାଳୀନ ୭ଟି ଜାଗାରେ ଚଢାଉ କରୁଛି । ସକାଳୁ ସକାଳୁ ଦୁଷ୍ମନ୍ତଙ୍କ ଢ଼େଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ପୈତୃକ ଘର ,ଟାଉନ ପ୍ଲାନିଂ ସ୍ଥିତ ଘର,ଦକ୍ଷିଣକାଳୀ ସ୍ଥିତ ଶ୍ୱଶୁର ଘର ଓ ମଙ୍ଗଳପୁର ସ୍ଥିତ ଫାର୍ମ ହାଉସରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛନ୍ତି। ଏହା ସହିତ ନିମାପଡ଼ା ଓ ଭୁବନେଶ୍ୱରରେ ମଧ୍ୟ ଚଢ଼ାଉ ଚାଲିଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ଏହି ରେଡ୍‌ରେ ନଗଦ ଲକ୍ଷାଧିକ ଟଙ୍କା, ସୁନାଗହଣା, ବିଭିନ୍ନ ବ୍ୟାଙ୍କର ପାସ୍ ବୁକ, ବୀମା ବଣ୍ଡ, ନାମୀ ଦାମୀ ଗାଡି ଓ ସୌଖିନ ସାମଗ୍ରୀ ଆଦି ଭିଜିଲାନ୍ସ ହାତରେ ଲାଗିଛି । ତେବେ ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ଏହି ଚଢ଼ାଉରେ ୫ଜଣ ଡିଏସ୍‌ପି ଓ ୧୨ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

12 Jul 2022 By The Sakala

ଭିଜିଲାନ୍ସ ଜାଲରେ ନିମାପଡା ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀ, ଏକକାଳୀନ ୭ଟି ଜାଗାରେ ଚାଲିଛି ରେଡ୍‌

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିମାପଡ଼ା ସବ୍ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭିଜିଲାନ୍ସର ୫ଟି ଟିମ୍ ଏକକାଳୀନ ୭ଟି ଜାଗାରେ ଚଢାଉ କରୁଛି । ସକାଳୁ ସକାଳୁ ଦୁଷ୍ମନ୍ତଙ୍କ ଢ଼େଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ପୈତୃକ ଘର ,ଟାଉନ ପ୍ଲାନିଂ ସ୍ଥିତ ଘର,ଦକ୍ଷିଣକାଳୀ ସ୍ଥିତ ଶ୍ୱଶୁର ଘର ଓ ମଙ୍ଗଳପୁର ସ୍ଥିତ ଫାର୍ମ ହାଉସରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛନ୍ତି। ଏହା ସହିତ ନିମାପଡ଼ା ଓ ଭୁବନେଶ୍ୱରରେ ମଧ୍ୟ ଚଢ଼ାଉ ଚାଲିଥିବା ସୂଚନା ମିଳିଛି।

ଏହି ରେଡ୍‌ରେ ନଗଦ ଲକ୍ଷାଧିକ ଟଙ୍କା, ସୁନାଗହଣା, ବିଭିନ୍ନ ବ୍ୟାଙ୍କର ପାସ୍ ବୁକ, ବୀମା ବଣ୍ଡ, ନାମୀ ଦାମୀ ଗାଡି ଓ ସୌଖିନ ସାମଗ୍ରୀ ଆଦି ଭିଜିଲାନ୍ସ ହାତରେ ଲାଗିଛି । ତେବେ ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ଏହି ଚଢ଼ାଉରେ ୫ଜଣ ଡିଏସ୍‌ପି ଓ ୧୨ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି।

https://www.thesakala.in/latest-odisha-news/assistant-engineer-dusmant-dehuri-in-vigilance-radar/article-13222
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର