ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ; ଜଣେ ମୃତ, ୧୫ରୁ ଉର୍ଦ୍ଧ୍ବ ଆହତ

The Sakala Picture
Published On

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭୁବେଶ୍ୱରରୁ ଭଞ୍ଜ ନଗର ଅଭିମୁଖେ ଯାଉଥିବା ଯାତ୍ରୀବାହୀ ବସ୍ ଓଁ ଶାନ୍ତି ଟ୍ରାଭେଲ୍ସ ଅଜଣା ଟ୍ରକ୍କୁ ପଛପଟୁ ଧକ୍କା ଦେଇ ରାସ୍ତା କଡ଼ରେ ଥିବା ଅସ୍ଥାୟୀ ଘର ନିକଟରେ ପିଟିସନ ହୋଇଯାଇଥିଲା। ଦୁର୍ଘଟଣା ଯୋଗୁଁ ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ବସ୍‌ରେ ୪୦ରୁ ଅଧିକ ଯାତ୍ରୀ ଥିଲେ […]

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭୁବେଶ୍ୱରରୁ ଭଞ୍ଜ ନଗର ଅଭିମୁଖେ ଯାଉଥିବା ଯାତ୍ରୀବାହୀ ବସ୍ ଓଁ ଶାନ୍ତି ଟ୍ରାଭେଲ୍ସ ଅଜଣା ଟ୍ରକ୍କୁ ପଛପଟୁ ଧକ୍କା ଦେଇ ରାସ୍ତା କଡ଼ରେ ଥିବା ଅସ୍ଥାୟୀ ଘର ନିକଟରେ ପିଟିସନ ହୋଇଯାଇଥିଲା। ଦୁର୍ଘଟଣା ଯୋଗୁଁ ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ବସ୍‌ରେ ୪୦ରୁ ଅଧିକ ଯାତ୍ରୀ ଥିଲେ ବୋଲି ସୂଚନା ମିଳିଛି । ସମସ୍ତ ଗୁରୁତରଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ମୃତ ବ୍ୟକ୍ତିଙ୍କର ପରିଚୟ ମିଳିନାହିଁ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

12 Jul 2022 By The Sakala

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ; ଜଣେ ମୃତ, ୧୫ରୁ ଉର୍ଦ୍ଧ୍ବ ଆହତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭୁବେଶ୍ୱରରୁ ଭଞ୍ଜ ନଗର ଅଭିମୁଖେ ଯାଉଥିବା ଯାତ୍ରୀବାହୀ ବସ୍ ଓଁ ଶାନ୍ତି ଟ୍ରାଭେଲ୍ସ ଅଜଣା ଟ୍ରକ୍କୁ ପଛପଟୁ ଧକ୍କା ଦେଇ ରାସ୍ତା କଡ଼ରେ ଥିବା ଅସ୍ଥାୟୀ ଘର ନିକଟରେ ପିଟିସନ ହୋଇଯାଇଥିଲା। ଦୁର୍ଘଟଣା ଯୋଗୁଁ ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ବସ୍‌ରେ ୪୦ରୁ ଅଧିକ ଯାତ୍ରୀ ଥିଲେ ବୋଲି ସୂଚନା ମିଳିଛି । ସମସ୍ତ ଗୁରୁତରଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ମୃତ ବ୍ୟକ୍ତିଙ୍କର ପରିଚୟ ମିଳିନାହିଁ।

https://www.thesakala.in/latest-odisha-news/collision-between-truck-and-bus-near-khordha-one-died/article-13228
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର