ବର୍ଷା ଓ ବଜ୍ରପାତ ପାଇଁ ୧୨ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ବୌଦ୍ଧ, କଟକ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଓ ସୁନ୍ଦରଗଡ଼। ସେହିପରି,  ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ […]

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ବୌଦ୍ଧ, କଟକ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଓ ସୁନ୍ଦରଗଡ଼।

ଆହୁରି ପଢ଼ନ୍ତୁ: ଇବ୍ ନଦୀରେ ଭାସି ମହିଳା ନିଖୋଜ; ଦୁଇ ଦିନ ହେଲା ମିଳୁନି ପତ୍ତା, ଉଦ୍ଧାର କାର୍ଯ୍ୟ ଜାରି

ସେହିପରି,  ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ସମ୍ପତ୍ତି ଆଗରେ ସମ୍ପର୍କ ତୁଚ୍ଛ: ସାନଭାଇକୁ ଚାପଡରେ ହାଣିଲା ବଡଭାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର