ବିନା ସୁଧରେ ଚାଷୀଙ୍କୁ ମିଳିବ ଋଣ, ଉପକୃତ ହେବେ ରାଜ୍ୟର ସମସ୍ତ କ୍ଷୁଦ୍ର ଓ ନାମମାତ୍ର ଚାଷୀ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ଏଣିକି ମିଳିବ ୨୪ ଘଣ୍ଟିଆ ରାସନ। ଏଟିଏମରୁ ଟଙ୍କା ବାହାରିବା ଭଳି ବାହାରିବ ଚାଉଳ। ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଲ ଟାଇମ ଗ୍ରେନ୍ (ଏଟିଜି) ବ୍ୟବସ୍ଥା କରାଯାଉଛି। ପାଇଲଟ ପ୍ରକଳ୍ପ ଭୁବନେଶ୍ୱରରେ ଆରମ୍ଭ ହେବ। ଏଟିଏମରୁ ବାହାରିବ ଚାଉଳ। ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ଏହି ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ। ଆଜି ବିଧାନସଭାରେ ଗୃହୀତ ହୋଇଛି ଖାଦ୍ୟ […]

ଭୁବନେଶ୍ବର : ରାଜ୍ୟରେ ଏଣିକି ମିଳିବ ୨୪ ଘଣ୍ଟିଆ ରାସନ। ଏଟିଏମରୁ ଟଙ୍କା ବାହାରିବା ଭଳି ବାହାରିବ ଚାଉଳ। ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଲ ଟାଇମ ଗ୍ରେନ୍ (ଏଟିଜି) ବ୍ୟବସ୍ଥା କରାଯାଉଛି। ପାଇଲଟ ପ୍ରକଳ୍ପ ଭୁବନେଶ୍ୱରରେ ଆରମ୍ଭ ହେବ। ଏଟିଏମରୁ ବାହାରିବ ଚାଉଳ। ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ଏହି ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ।

ଆହୁରି ପଢ଼ନ୍ତୁ: ଅସୁରକ୍ଷିତ ରାଜଧାନୀ: ଡେଲିଭରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ଆଜି ବିଧାନସଭାରେ ଗୃହୀତ ହୋଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚ ଦାବି । ଖାଦ୍ୟ ଯୋଗାଣ ବିଭାଗର  ୧୨୦୫କୋଟି ୨୯  ଲକ୍ଷ ୪୯ ହଜାର ଟଙ୍କା ହୋଇଥିବା ବେଳେ ସମବାୟ ବିଭାଗର ୧୯୪୧ କୋଟି ୧୪ ଲକ୍ଷ ୧୫ ହଜାର ଟଙ୍କା ବେୟ ବରାଦ କରାଯାଇଛି। ଖର୍ଚ୍ଚ ଦାବି ଆଲୋଚନା ବେଳେ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଖାଦ୍ୟ ସୁରକ୍ଷା ଯୋଜନାରେ ଓଡିଶା ଏକ ମଡେଲ ରାଜ୍ୟ ହୋଇଛି। ଦିନକୁ ଦିନ ଏହି ବ୍ୟବସ୍ଥା କୁ ଅଧିକ ସରଳିକରଣ କରାଯାଉଛି। ଖାଦ୍ୟ ଓ ଶଷ୍ୟ ରହୁଥିବା ଗୋଦାମ ଗୃହକୁ ଅଟୋ ମେସନ କରିବା ସହିତ କି ଗୁଣାତ୍ମକ ଯୁକ୍ତ ଶଷ୍ୟ ପହଞ୍ଚିବ ସରକାର ବ୍ୟବସ୍ଥା କରୁଛନ୍ତି। ଏଣିକି ଏଟିଏମରୁ ଟଙ୍କା ବାହାରିବା ଭଳି ଶଷ୍ୟ ମିଳିବ। ସେଥିପାଇଁ ରାଜ୍ୟ ସରକାର ଅଲ ଟାଇମ ଗ୍ରେନ୍ ବ୍ୟବସ୍ଥା କରାଯାଉଛି।

ଆହୁରି ପଢ଼ନ୍ତୁ: ଆର୍ଥିକ ଅନଟନରେ ଶିକ୍ଷାର ଆଲୁଅ ଖୋଜୁଛନ୍ତି ମାନସ; +୩ ଆଡମିସନ୍‌ ପାଇଁ ପରଘରେ ମୂଲ ଲାଗୁଛନ୍ତି

ଏଥି ସହିତ ରାଜ୍ୟ ସରକାର ବିନା ସୁଧରେ ଚାଷୀଙ୍କୁ ଋଣ ଯୋଗାଇବେ ।ସମବାୟ ବିଭାଗ ଜରିଆରେ ଚାଷୀଙ୍କୁ ଋଣ ମିଳିବ। ରାଜ୍ୟର ସମସ୍ତ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏହା ଦ୍ୱାରା ଉପକୃତ ହେବେ ବୋଲି ବିଧାନସଭାରେ ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ।

ଆହୁରି ପଢ଼ନ୍ତୁ: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କଣ୍ଟେନର, ଚାଲିଗଲା ୨ ଜଣଙ୍କ ଜୀବନ

19 Jul 2022 By The Sakala

ବିନା ସୁଧରେ ଚାଷୀଙ୍କୁ ମିଳିବ ଋଣ, ଉପକୃତ ହେବେ ରାଜ୍ୟର ସମସ୍ତ କ୍ଷୁଦ୍ର ଓ ନାମମାତ୍ର ଚାଷୀ

ଭୁବନେଶ୍ବର : ରାଜ୍ୟରେ ଏଣିକି ମିଳିବ ୨୪ ଘଣ୍ଟିଆ ରାସନ। ଏଟିଏମରୁ ଟଙ୍କା ବାହାରିବା ଭଳି ବାହାରିବ ଚାଉଳ। ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଲ ଟାଇମ ଗ୍ରେନ୍ (ଏଟିଜି) ବ୍ୟବସ୍ଥା କରାଯାଉଛି। ପାଇଲଟ ପ୍ରକଳ୍ପ ଭୁବନେଶ୍ୱରରେ ଆରମ୍ଭ ହେବ। ଏଟିଏମରୁ ବାହାରିବ ଚାଉଳ। ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ଏହି ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ।

ଆଜି ବିଧାନସଭାରେ ଗୃହୀତ ହୋଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚ ଦାବି । ଖାଦ୍ୟ ଯୋଗାଣ ବିଭାଗର  ୧୨୦୫କୋଟି ୨୯  ଲକ୍ଷ ୪୯ ହଜାର ଟଙ୍କା ହୋଇଥିବା ବେଳେ ସମବାୟ ବିଭାଗର ୧୯୪୧ କୋଟି ୧୪ ଲକ୍ଷ ୧୫ ହଜାର ଟଙ୍କା ବେୟ ବରାଦ କରାଯାଇଛି। ଖର୍ଚ୍ଚ ଦାବି ଆଲୋଚନା ବେଳେ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଖାଦ୍ୟ ସୁରକ୍ଷା ଯୋଜନାରେ ଓଡିଶା ଏକ ମଡେଲ ରାଜ୍ୟ ହୋଇଛି। ଦିନକୁ ଦିନ ଏହି ବ୍ୟବସ୍ଥା କୁ ଅଧିକ ସରଳିକରଣ କରାଯାଉଛି। ଖାଦ୍ୟ ଓ ଶଷ୍ୟ ରହୁଥିବା ଗୋଦାମ ଗୃହକୁ ଅଟୋ ମେସନ କରିବା ସହିତ କି ଗୁଣାତ୍ମକ ଯୁକ୍ତ ଶଷ୍ୟ ପହଞ୍ଚିବ ସରକାର ବ୍ୟବସ୍ଥା କରୁଛନ୍ତି। ଏଣିକି ଏଟିଏମରୁ ଟଙ୍କା ବାହାରିବା ଭଳି ଶଷ୍ୟ ମିଳିବ। ସେଥିପାଇଁ ରାଜ୍ୟ ସରକାର ଅଲ ଟାଇମ ଗ୍ରେନ୍ ବ୍ୟବସ୍ଥା କରାଯାଉଛି।

ଏଥି ସହିତ ରାଜ୍ୟ ସରକାର ବିନା ସୁଧରେ ଚାଷୀଙ୍କୁ ଋଣ ଯୋଗାଇବେ ।ସମବାୟ ବିଭାଗ ଜରିଆରେ ଚାଷୀଙ୍କୁ ଋଣ ମିଳିବ। ରାଜ୍ୟର ସମସ୍ତ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏହା ଦ୍ୱାରା ଉପକୃତ ହେବେ ବୋଲି ବିଧାନସଭାରେ ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର