ରାଜ୍ୟରେ ପୁଣି ଉପରମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୨୨ କୋଭିଡ୍ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ଉପର ତଳ ହେଉଥିବା କରୋନା ମିଟର ପୁଣିଥରେ ଉପରମୁହାଁ ହୋଇଛି। ଗତ ଦୁଇ ରୁ ତିନି ଦିନ ସଂକ୍ରମଣ ସମାନ୍ୟ ହ୍ରାସ ପାଇଥିବା ବେଳେ ଆଜି ପୁଣି ବୃଦ୍ଧି ହୋଇଛି। ରାଜ୍ୟରେ ଆଜି ପୁଣି ହଜାରେ ଉପରେ ଦୈନିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨୪ଘଣ୍ଟାରେ ୧୧୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୪ ଜଣ ସ୍ଥାନୀୟ ସଂକ୍ରମିତ […]

ଭୁବନେଶ୍ବର : ରାଜ୍ୟରେ ଉପର ତଳ ହେଉଥିବା କରୋନା ମିଟର ପୁଣିଥରେ ଉପରମୁହାଁ ହୋଇଛି। ଗତ ଦୁଇ ରୁ ତିନି ଦିନ ସଂକ୍ରମଣ ସମାନ୍ୟ ହ୍ରାସ ପାଇଥିବା ବେଳେ ଆଜି ପୁଣି ବୃଦ୍ଧି ହୋଇଛି। ରାଜ୍ୟରେ ଆଜି ପୁଣି ହଜାରେ ଉପରେ ଦୈନିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨୪ଘଣ୍ଟାରେ ୧୧୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୪ ଜଣ ସଂକ୍ରମିତ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ଆଜି ରାଜ୍ୟରୁ ଚିହ୍ନଟ ୧୧୨୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ  ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୩୨ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୭ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ୪୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯୭ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୧୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୦୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୬୧୧୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୪୧୦୮୪୭ ସାମ୍ପୁଲ ଟେଷ୍ଟ୍ ହୋଇଛି।

20 Jul 2022 By The Sakala

https://www.thesakala.in/latest-odisha-news/1122-new-covid-19-positive-cases-today-in-odisha/article-13460
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର