ରାଜ୍ଯରେ ଆଗାମୀ ୫ ଦିନ ପର୍ଯ୍ଯନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୫ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ଏ ନେଇ ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟାରେ ୭ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।  ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନ ଦିଆଯାଇଛି। ପ୍ରବଳବର୍ଷା […]

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୫ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ଏ ନେଇ ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟାରେ ୭ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।  ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

ସେହିପରି ୨୩ ତାରିଖରେ ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୬ ଜିଲ୍ଲାରେ ପ୍ରବଳବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ୭ ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଉକ୍ତ ୭ ଜିଲ୍ଲାଗୁଡିକ ହେଲା- ବରଗଡ଼ , ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ।

୨୪ ତାରିଖ ପାଇଁ ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜିଲ୍ଲାଗୁଡିକ ହେଲେ – ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ।

ଆହୁରି ପଢ଼ନ୍ତୁ: ଗୁଣି ଗାରେଡି ସନ୍ଦେହରେ ମା-ଝିଅଙ୍କୁ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ଭାବେ ହତ୍ୟା କଲେ ପଡୋଶୀ

୨୫ ତାରିଖ ପାଇଁ ୮ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜିଲ୍ଲାଗୁଡିକ ହେଲା- ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ସୋନପୁର ଓ ବରଗଡ଼ ।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

20 Jul 2022 By The Sakala

ରାଜ୍ଯରେ ଆଗାମୀ ୫ ଦିନ ପର୍ଯ୍ଯନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୫ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ଏ ନେଇ ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟାରେ ୭ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।  ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନ ଦିଆଯାଇଛି।

ସେହିପରି ୨୩ ତାରିଖରେ ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୬ ଜିଲ୍ଲାରେ ପ୍ରବଳବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ୭ ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଉକ୍ତ ୭ ଜିଲ୍ଲାଗୁଡିକ ହେଲା- ବରଗଡ଼ , ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ।

୨୪ ତାରିଖ ପାଇଁ ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜିଲ୍ଲାଗୁଡିକ ହେଲେ – ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ।

୨୫ ତାରିଖ ପାଇଁ ୮ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜିଲ୍ଲାଗୁଡିକ ହେଲା- ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ସୋନପୁର ଓ ବରଗଡ଼ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର