୪୮ ତମ ଜାତୀୟ ଜୁନିୟର ଆକ୍ଵାଟିକ ଚାମ୍ପିଅନସିପ ଉଦଯାପିତ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ପ୍ରସିଦ୍ଧ ଅଭିନେତା ଆର ମାଧବନ

The Sakala Picture
Published On

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ୪୮ ତମ ଜାତୀୟ ଜୁନିୟର ଆକ୍ଵାଟିକ ଚାମ୍ପିଅନସିପ ଉଦଯାପିତ ହୋଇଯାଇଛି। କଳିଙ୍ଗ ଷ୍ଟାଡିୟମ ବିଜୁ ପଟ୍ଟନାୟକ ସ୍ୱଇମିଙ୍ଗପୁଲ କମ୍ପ୍ଲେକ୍ସରେ ୪୮ ତମ ଜାତୀୟ ଜୁନିୟର ଆକ୍ଵାଟିକ ଚାମ୍ପିଅନସିପ ୧୬ ତାରିଖ ଠାରୁ ଆରମ୍ଭ ହୋଇ ଆଜି ଉଦଯାପିତ ହୋଇଛି। ପ୍ରତିଯୋଗିତାରେ କର୍ଣ୍ଣାଟକକୁ ସର୍ବାଧିକ ୭୮ଟି ପଦକ ମିଳିବା ସହ ମେଡାଲ ତାଲିକାରେ ପ୍ରଥମ ସ୍ଥାନ ଅଧିକାର କରିଛି। ସେହିପରି ମହାରାଷ୍ଟ୍ର ୪୨ ପଦକ ସହ ଦୂତୀୟ ଏବଂ ତେଲେଙ୍ଗାନା ୧୭ ପଦକ […]

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ୪୮ ତମ ଜାତୀୟ ଜୁନିୟର ଆକ୍ଵାଟିକ ଚାମ୍ପିଅନସିପ ଉଦଯାପିତ ହୋଇଯାଇଛି। କଳିଙ୍ଗ ଷ୍ଟାଡିୟମ ବିଜୁ ପଟ୍ଟନାୟକ ସ୍ୱଇମିଙ୍ଗପୁଲ କମ୍ପ୍ଲେକ୍ସରେ ୪୮ ତମ ଜାତୀୟ ଜୁନିୟର ଆକ୍ଵାଟିକ ଚାମ୍ପିଅନସିପ ୧୬ ତାରିଖ ଠାରୁ ଆରମ୍ଭ ହୋଇ ଆଜି ଉଦଯାପିତ ହୋଇଛି। ପ୍ରତିଯୋଗିତାରେ କର୍ଣ୍ଣାଟକକୁ ସର୍ବାଧିକ ୭୮ଟି ପଦକ ମିଳିବା ସହ ମେଡାଲ ତାଲିକାରେ ପ୍ରଥମ ସ୍ଥାନ ଅଧିକାର କରିଛି। ସେହିପରି ମହାରାଷ୍ଟ୍ର ୪୨ ପଦକ ସହ ଦୂତୀୟ ଏବଂ ତେଲେଙ୍ଗାନା ୧୭ ପଦକ ସହ ତୃତୀୟ ସ୍ଥାନ ଅଧିକାର କରିଛି। ଓଡ଼ିଆ ପଦକଶୂନ୍ୟ ରହିଛି।

ଆହୁରି ପଢ଼ନ୍ତୁ: ଆଜି ଦେବଦମ୍ପତ୍ତିଙ୍କ ବାହାଘର, ଉତ୍ସବମୁଖର ସାରା ଭୁବନେଶ୍ୱର

ପ୍ରତିଯୋଗିତା ଲାଗି ୩୦ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରୁ ମୋଟ ୮୫୩ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ ଓ ସ୍ୱଇମିଙ୍ଗରେ ୨୫୪ ଜଣ ବାଳିକା ପ୍ରତିଯୋଗୀଙ୍କୁ ମିଶାଇ ମୋଟ ୫୨୮ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ସେହିପରି ୱାଟର୍ ପୋଲୋରେ ୧୦୫ ଜଣ ବାଳିକା ପ୍ରତିଯୋଗୀଙ୍କୁ ମିଶାଇ ମୋଟ ୩୨୫ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଓଡିଶାରୁ ୧୨ ଜଣ ବାଳକ ଓ ୮ ଜଣ ବାଳିକା ସମେତ ମୋଟ ୨୦ ଜଣ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଉଦଯାପନୀ ଉତ୍ସବରେ ପ୍ରସିଦ୍ଧ ଅଭିନେତା ଆର ମାଧବନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ପରେ ଆର ମାଧବନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବକୁ ନବୀନ ନିବାସ ଯାଇଥିଲେ। ସେଠାରେ ଆର ମାଧବନ ବିଭିନ୍ନ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଚେନ୍ନାଇ ଗ୍ୟାସ୍ ଲିକ୍ ଘଟଣା: ସ୍ଥିତି ଅନୁଧ୍ୟାନ ପାଇଁ ତାମିଲନାଡୁରେ ପହଞ୍ଚିଲା ଓଡ଼ିଶା ସରକାରଙ୍କ ଉଚ୍ଚସ୍ତରୀୟ ଟିମ୍

20 Jul 2022 By The Sakala

୪୮ ତମ ଜାତୀୟ ଜୁନିୟର ଆକ୍ଵାଟିକ ଚାମ୍ପିଅନସିପ ଉଦଯାପିତ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ପ୍ରସିଦ୍ଧ ଅଭିନେତା ଆର ମାଧବନ

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ୪୮ ତମ ଜାତୀୟ ଜୁନିୟର ଆକ୍ଵାଟିକ ଚାମ୍ପିଅନସିପ ଉଦଯାପିତ ହୋଇଯାଇଛି। କଳିଙ୍ଗ ଷ୍ଟାଡିୟମ ବିଜୁ ପଟ୍ଟନାୟକ ସ୍ୱଇମିଙ୍ଗପୁଲ କମ୍ପ୍ଲେକ୍ସରେ ୪୮ ତମ ଜାତୀୟ ଜୁନିୟର ଆକ୍ଵାଟିକ ଚାମ୍ପିଅନସିପ ୧୬ ତାରିଖ ଠାରୁ ଆରମ୍ଭ ହୋଇ ଆଜି ଉଦଯାପିତ ହୋଇଛି। ପ୍ରତିଯୋଗିତାରେ କର୍ଣ୍ଣାଟକକୁ ସର୍ବାଧିକ ୭୮ଟି ପଦକ ମିଳିବା ସହ ମେଡାଲ ତାଲିକାରେ ପ୍ରଥମ ସ୍ଥାନ ଅଧିକାର କରିଛି। ସେହିପରି ମହାରାଷ୍ଟ୍ର ୪୨ ପଦକ ସହ ଦୂତୀୟ ଏବଂ ତେଲେଙ୍ଗାନା ୧୭ ପଦକ ସହ ତୃତୀୟ ସ୍ଥାନ ଅଧିକାର କରିଛି। ଓଡ଼ିଆ ପଦକଶୂନ୍ୟ ରହିଛି।

ପ୍ରତିଯୋଗିତା ଲାଗି ୩୦ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରୁ ମୋଟ ୮୫୩ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ ଓ ସ୍ୱଇମିଙ୍ଗରେ ୨୫୪ ଜଣ ବାଳିକା ପ୍ରତିଯୋଗୀଙ୍କୁ ମିଶାଇ ମୋଟ ୫୨୮ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ସେହିପରି ୱାଟର୍ ପୋଲୋରେ ୧୦୫ ଜଣ ବାଳିକା ପ୍ରତିଯୋଗୀଙ୍କୁ ମିଶାଇ ମୋଟ ୩୨୫ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଓଡିଶାରୁ ୧୨ ଜଣ ବାଳକ ଓ ୮ ଜଣ ବାଳିକା ସମେତ ମୋଟ ୨୦ ଜଣ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଉଦଯାପନୀ ଉତ୍ସବରେ ପ୍ରସିଦ୍ଧ ଅଭିନେତା ଆର ମାଧବନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ପରେ ଆର ମାଧବନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବକୁ ନବୀନ ନିବାସ ଯାଇଥିଲେ। ସେଠାରେ ଆର ମାଧବନ ବିଭିନ୍ନ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର