ରାଇସିନା କାଉଣ୍ଟଡାଉନ: ପ୍ରଥମ ରାଉଣ୍ଡ ଗଣତି ଶେଷ, ଦ୍ରୌପଦୀ ମୁର୍ମୁଙ୍କୁ ୫୪୦ ଓ ଯଶୱନ୍ତ ସିହ୍ନାଙ୍କୁ ୨୦୮ ଖଣ୍ଡ ଭୋଟ

The Sakala Picture
Published On

ନୂଆଦିଲ୍ଲୀ: କିଏ ହେବେ ଭାରତର ପରବର୍ତ୍ତୀ ରାଷ୍ଟ୍ରପତି। କାହାର ନୂଆ ଠିକଣା ହେବ ରାଇସିନା ହିଲ। ଆଉ କିଛି ସମୟର ଅପେକ୍ଷା, ଆସିବ ଫଳାଫଳ । ଦିନ ୧୧ଟାରୁ ଆରମ୍ଭ ହୋଇଛି ଗଣତି।  ପ୍ରଥମ ରଉଣ୍ଡରେ ଭୋଟ ଗଣତି ଶେଷ ହୋଇଛି। ଏହି ରାଉଣ୍ଡରେ ସାଂସଦ ମାନଙ୍କର ଭୋଟ ଗଣତି କରାଯାଇଥିଲା। ଦୌପଦୀ ମୁର୍ମୁଙ୍କୁ ୫୪୦ ଭୋଟ ମିଳିଥିବା ବେଳେ ଯଶୱନ୍ତ ସିହ୍ନାଙ୍କୁ ୨୦୮ ଖଣ୍ଡ ଭୋଟ ମିଳିଛି। ଦ୍ରୌପଦୀଙ୍କୁ ମିଳିଥିବା ଭୋଟର ମୂଲ୍ଯ ୩,୭୮,୦୦୦ ହୋଇଥିବା […]

ନୂଆଦିଲ୍ଲୀ: କିଏ ହେବେ ଭାରତର ପରବର୍ତ୍ତୀ ରାଷ୍ଟ୍ରପତି। କାହାର ନୂଆ ଠିକଣା ହେବ ରାଇସିନା ହିଲ। ଆଉ କିଛି ସମୟର ଅପେକ୍ଷା, ଆସିବ ଫଳାଫଳ । ଦିନ ୧୧ଟାରୁ ଆରମ୍ଭ ହୋଇଛି ଗଣତି।  ପ୍ରଥମ ରଉଣ୍ଡରେ ଭୋଟ ଗଣତି ଶେଷ ହୋଇଛି। ଏହି ରାଉଣ୍ଡରେ ସାଂସଦ ମାନଙ୍କର ଭୋଟ ଗଣତି କରାଯାଇଥିଲା। ଦୌପଦୀ ମୁର୍ମୁଙ୍କୁ ୫୪୦ ଭୋଟ ମିଳିଥିବା ବେଳେ ଯଶୱନ୍ତ ସିହ୍ନାଙ୍କୁ ୨୦୮ ଖଣ୍ଡ ଭୋଟ ମିଳିଛି। ଦ୍ରୌପଦୀଙ୍କୁ ମିଳିଥିବା ଭୋଟର ମୂଲ୍ଯ ୩,୭୮,୦୦୦ ହୋଇଥିବା ବେଳେ ଯଶୱନ୍ତ ସିହ୍ନାଙ୍କୁ ମିଳିଥିବା ଭୋଟର ମୂଲ୍ଯ ହେଉଛି ୧, ୪୫, ୬୦୦ । ଏଥିସହ ସମୁଦାୟ ଭୋଟ୍‌ରୁ ୧୫ଟି ଭୋଟ୍ ନାକଚ ହୋଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

ସମର୍ଥନ ଦୃଷ୍ଟିରୁ ଦେଖିବାକୁ ଗଲେ ଏନଡିଏ ପ୍ରାର୍ଥୀ ତଥା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ସୁନିଶ୍ଚିତ ବୋଲି ଆକଳନ କରାଯାଉଛି । କଂଗ୍ରେସକୁ ଛାଡି ଦେଶର ୪୦ରୁ ଅଧିକ ଦଳ ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନରେ ଭୋଟ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ସୌର ଷ୍ଟ୍ରିଟ ଲାଇଟ ସହିତ ଗ୍ରାମୀଣ ସୁରକ୍ଷାକୁ ସୁଦୃଢ଼ କରିଛି ବେଦାନ୍ତ ଆଲୁମିନିୟମ

21 Jul 2022 By The Sakala

ରାଇସିନା କାଉଣ୍ଟଡାଉନ: ପ୍ରଥମ ରାଉଣ୍ଡ ଗଣତି ଶେଷ, ଦ୍ରୌପଦୀ ମୁର୍ମୁଙ୍କୁ ୫୪୦ ଓ ଯଶୱନ୍ତ ସିହ୍ନାଙ୍କୁ ୨୦୮ ଖଣ୍ଡ ଭୋଟ

ନୂଆଦିଲ୍ଲୀ: କିଏ ହେବେ ଭାରତର ପରବର୍ତ୍ତୀ ରାଷ୍ଟ୍ରପତି। କାହାର ନୂଆ ଠିକଣା ହେବ ରାଇସିନା ହିଲ। ଆଉ କିଛି ସମୟର ଅପେକ୍ଷା, ଆସିବ ଫଳାଫଳ । ଦିନ ୧୧ଟାରୁ ଆରମ୍ଭ ହୋଇଛି ଗଣତି।  ପ୍ରଥମ ରଉଣ୍ଡରେ ଭୋଟ ଗଣତି ଶେଷ ହୋଇଛି। ଏହି ରାଉଣ୍ଡରେ ସାଂସଦ ମାନଙ୍କର ଭୋଟ ଗଣତି କରାଯାଇଥିଲା। ଦୌପଦୀ ମୁର୍ମୁଙ୍କୁ ୫୪୦ ଭୋଟ ମିଳିଥିବା ବେଳେ ଯଶୱନ୍ତ ସିହ୍ନାଙ୍କୁ ୨୦୮ ଖଣ୍ଡ ଭୋଟ ମିଳିଛି। ଦ୍ରୌପଦୀଙ୍କୁ ମିଳିଥିବା ଭୋଟର ମୂଲ୍ଯ ୩,୭୮,୦୦୦ ହୋଇଥିବା ବେଳେ ଯଶୱନ୍ତ ସିହ୍ନାଙ୍କୁ ମିଳିଥିବା ଭୋଟର ମୂଲ୍ଯ ହେଉଛି ୧, ୪୫, ୬୦୦ । ଏଥିସହ ସମୁଦାୟ ଭୋଟ୍‌ରୁ ୧୫ଟି ଭୋଟ୍ ନାକଚ ହୋଇଛି।

ସମର୍ଥନ ଦୃଷ୍ଟିରୁ ଦେଖିବାକୁ ଗଲେ ଏନଡିଏ ପ୍ରାର୍ଥୀ ତଥା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ସୁନିଶ୍ଚିତ ବୋଲି ଆକଳନ କରାଯାଉଛି । କଂଗ୍ରେସକୁ ଛାଡି ଦେଶର ୪୦ରୁ ଅଧିକ ଦଳ ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନରେ ଭୋଟ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର