ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ

The Sakala Picture
Published On

ଭୁବନେଶ୍ବର: ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ । CBSE  ଦ୍ୱାଦଶରେ ମୋଟ୍ ପାସ୍ ହାର ୯୨.୭୧ ପ୍ରତିଶତ ରହିଛି। ପୁଣି ଥରେ ପାସ ହାରରେ ଛାତ୍ରୀ ଆଗୁଆ ରହିଛନ୍ତି। ୯୪.୫୪% ଛାତ୍ରୀ ପାସ ହୋଇଥିବା ବେଳେ ୯୧.୨୫% ଛାତ୍ର ପାସ୍ ହୋଇଛନ୍ତି। ଛାତ୍ରଛାତ୍ରୀମାନେ ଅଫିସିଆଲ୍‌ ୱେବ୍‌ସାଇଟ୍‌ cbseresults.nic.in  କିମ୍ବା  results.cbse.nic.in ରେ ନିଜ ରେଜଲ୍ଟ ଚେକ୍‌ କରିପାରିବେ। ସୂଚନା ଅନୁଯାୟୀ, ୧୪,୫୪,୩୭୦ ଜଣ ଛାତ୍ରଛାତ୍ରୀ ସିବିଏସଇ ଦ୍ୱାଦଶ ପରୀକ୍ଷା ଦେଇଥିଲେ।

ଭୁବନେଶ୍ବର: ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ । CBSE  ଦ୍ୱାଦଶରେ ମୋଟ୍ ପାସ୍ ହାର ୯୨.୭୧ ପ୍ରତିଶତ ରହିଛି। ପୁଣି ଥରେ ପାସ ହାରରେ ଛାତ୍ରୀ ଆଗୁଆ ରହିଛନ୍ତି। ୯୪.୫୪% ଛାତ୍ରୀ ପାସ ହୋଇଥିବା ବେଳେ ୯୧.୨୫% ଛାତ୍ର ପାସ୍ ହୋଇଛନ୍ତି। ଛାତ୍ରଛାତ୍ରୀମାନେ ଅଫିସିଆଲ୍‌ ୱେବ୍‌ସାଇଟ୍‌ cbseresults.nic.in  କିମ୍ବା  results.cbse.nic.in ରେ ନିଜ ରେଜଲ୍ଟ ଚେକ୍‌ କରିପାରିବେ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ସୂଚନା ଅନୁଯାୟୀ, ୧୪,୫୪,୩୭୦ ଜଣ ଛାତ୍ରଛାତ୍ରୀ ସିବିଏସଇ ଦ୍ୱାଦଶ ପରୀକ୍ଷା ଦେଇଥିଲେ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର