ରାଜ୍ୟରେ ବେକାବୁ କରୋନା : ୨୪ ଘଣ୍ଟାରେ ୧୨୮୨ ନୂଆ ପଜିଟିଭ୍ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ବେକାବୁ ହେବାରେ ଲାଗିଛି। ଧିରେ ଧିରେ କରୋନା ଗ୍ରାଫ୍‌ ଉପରମୁହାଁ ହେବା ସହ କରୋନାର ଦ୍ୱିତୀୟ ଲହରର କୋପ ଦେଖିବାକୁ ମିଳୁଛି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି। ଏହାରି ମଧ୍ୟରେ ଆଜି ରାଜ୍ୟରେ ରେକର୍ଡ ଭାଙ୍ଗିଛି କରୋନାର ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୨ ଶହ ୮୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ […]

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ବେକାବୁ ହେବାରେ ଲାଗିଛି। ଧିରେ ଧିରେ କରୋନା ଗ୍ରାଫ୍‌ ଉପରମୁହାଁ ହେବା ସହ କରୋନାର ଦ୍ୱିତୀୟ ଲହରର କୋପ ଦେଖିବାକୁ ମିଳୁଛି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି। ଏହାରି ମଧ୍ୟରେ ଆଜି ରାଜ୍ୟରେ ରେକର୍ଡ ଭାଙ୍ଗିଛି କରୋନାର ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୨ ଶହ ୮୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ଆଜି ରାଜ୍ୟରୁ ଚିହ୍ନଟ ୧୨ ଶହ ୮୨ ନୂଆ ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୨୨୪ ଜଣ ଜଣ ରହିଥିବା ବେଳେ ଦ୍ବିତୀୟ ସର୍ବାଧିକ ଭାବେ ଖୋର୍ଦ୍ଧା ଜିଲ୍ଲାରୁ ୧୯୨, କଳାହାଣ୍ଡିରୁ ୧୦୮, ବରଗଡରୁ ୮୪, ନୂଆପଡାରୁ ୮୨, ସମ୍ବଲପୁରରୁ ୮୨, ମୟୂରଭଞ୍ଜରୁ ୫୨, ପୁରୀରୁ ୨୮, ଝାରସୁଗୁଡାରୁ ୩୬, ସୋନପୁରରୁ ୧୨, ବଲାଙ୍ଗୀରରୁ ୪୫, କଟକରୁ ୬୩, ଦେବଗଡରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଞ୍ଜାମରୁ ୩୨, ଜଗତସିଂହପୁରରୁ ୩, ଯାଜପୁରରୁ ୨୬, ବାଲେଶ୍ୱରରୁ ୧୦,ବଲାଙ୍ଗୀରରୁ ୪୫,କନ୍ଧମାଳରୁ ୭, କେନ୍ଦ୍ରାପଡାରୁ ୬, କେନ୍ଦୁଝରରୁ ୬, କୋରାପୁଟରୁ ୮,ନବରଙ୍ଗପୁରରୁ ୨୭, ନୟାଗଡରୁ ୧୦, ରାୟଗଡାରୁ ୧୫,ସୋନପୁରରୁ ୧୨ ଓ ଷ୍ଟେଟ୍‌ ପୁଲ୍‌ରୁ ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୬୮୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୮୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୦୪୭୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି

09 Apr 2021 By The Sakala

ରାଜ୍ୟରେ ବେକାବୁ କରୋନା : ୨୪ ଘଣ୍ଟାରେ ୧୨୮୨ ନୂଆ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ବେକାବୁ ହେବାରେ ଲାଗିଛି। ଧିରେ ଧିରେ କରୋନା ଗ୍ରାଫ୍‌ ଉପରମୁହାଁ ହେବା ସହ କରୋନାର ଦ୍ୱିତୀୟ ଲହରର କୋପ ଦେଖିବାକୁ ମିଳୁଛି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି। ଏହାରି ମଧ୍ୟରେ ଆଜି ରାଜ୍ୟରେ ରେକର୍ଡ ଭାଙ୍ଗିଛି କରୋନାର ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୨ ଶହ ୮୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ରାଜ୍ୟରୁ ଚିହ୍ନଟ ୧୨ ଶହ ୮୨ ନୂଆ ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୨୨୪ ଜଣ ଜଣ ରହିଥିବା ବେଳେ ଦ୍ବିତୀୟ ସର୍ବାଧିକ ଭାବେ ଖୋର୍ଦ୍ଧା ଜିଲ୍ଲାରୁ ୧୯୨, କଳାହାଣ୍ଡିରୁ ୧୦୮, ବରଗଡରୁ ୮୪, ନୂଆପଡାରୁ ୮୨, ସମ୍ବଲପୁରରୁ ୮୨, ମୟୂରଭଞ୍ଜରୁ ୫୨, ପୁରୀରୁ ୨୮, ଝାରସୁଗୁଡାରୁ ୩୬, ସୋନପୁରରୁ ୧୨, ବଲାଙ୍ଗୀରରୁ ୪୫, କଟକରୁ ୬୩, ଦେବଗଡରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଞ୍ଜାମରୁ ୩୨, ଜଗତସିଂହପୁରରୁ ୩, ଯାଜପୁରରୁ ୨୬, ବାଲେଶ୍ୱରରୁ ୧୦,ବଲାଙ୍ଗୀରରୁ ୪୫,କନ୍ଧମାଳରୁ ୭, କେନ୍ଦ୍ରାପଡାରୁ ୬, କେନ୍ଦୁଝରରୁ ୬, କୋରାପୁଟରୁ ୮,ନବରଙ୍ଗପୁରରୁ ୨୭, ନୟାଗଡରୁ ୧୦, ରାୟଗଡାରୁ ୧୫,ସୋନପୁରରୁ ୧୨ ଓ ଷ୍ଟେଟ୍‌ ପୁଲ୍‌ରୁ ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୬୮୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୮୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୦୪୭୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି

https://www.thesakala.in/latest-odisha-news/1282-new-corona-case-in-odisha/article-1359
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର