ଆଜି ଆହରାହ୍ମ ୪ଟାରେ ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ଫଳ

The Sakala Picture
Published On

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ପକ୍ଷରୁ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇବ। ସିଏଚଏସଇ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ଅପରାହ୍ଣ ୪ଟାରେ ଫଳ ପ୍ରକାଶ ପାଇବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବୁଧବାର ଅପରାହ୍ଣ ୫ଟାରେ ପରୀକ୍ଷା ଫଳ ଅନଲାଇନରେ ପ୍ରକାଶ ପାଇବାକୁ ଥିବାବେଳେ ଛାତ୍ରଛାତ୍ରୀ www.orrisaresults.nic.in ୱେବସାଇଟ ମାଧ୍ୟମରେ ରେଜଲ୍ଟ ପାଇ ପାରିବେ। ଏଥି ସହିତ ପରୀକ୍ଷା ପଳ କଲେଜର […]

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ପକ୍ଷରୁ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇବ। ସିଏଚଏସଇ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ଅପରାହ୍ଣ ୪ଟାରେ ଫଳ ପ୍ରକାଶ ପାଇବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବୁଧବାର ଅପରାହ୍ଣ ୫ଟାରେ ପରୀକ୍ଷା ଫଳ ଅନଲାଇନରେ ପ୍ରକାଶ ପାଇବାକୁ ଥିବାବେଳେ ଛାତ୍ରଛାତ୍ରୀ www.orrisaresults.nic.in ୱେବସାଇଟ ମାଧ୍ୟମରେ ରେଜଲ୍ଟ ପାଇ ପାରିବେ। ଏଥି ସହିତ ପରୀକ୍ଷା ପଳ କଲେଜର ସାମ୍ସ ଇସ୍ପେସ୍‍ରେ ଓପଲବ୍ଧ ହେବ।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

ତେବେ ଆଜି କେବଳ ବାଣିଜ୍ୟ ଓ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଥିବାବେଳେ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ଅଗଷ୍ଟ ପ୍ରଥମ ପ୍ରସ୍ତାହ ମଧ୍ୟରେ ପ୍ରକାଶ ପାଇବ। ବିଜ୍ଞାନ ବିଭାଗର ୭୮ ହଜାର ଓ ବାଣିଜ୍ୟର ୨୪ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ ପାଖାପାଖି ୧ ଲକ୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

ସୂଚନାଯୋଗ୍ୟ ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‍ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ +୨ ପରୀକ୍ଷା ଦେଇଥିଲେ। କଳାରେ ୨ଲକ୍ଷ ୧୩ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୭୮ହଜାର ୭୭ଜଣ, ବାଣିଜ୍ୟରେ ୨୪ହଜାର ୧୩୬ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ରହିଛନ୍ତି। ଚଳିତବର୍ଷ ମୂଲ୍ୟାୟନ ନିମନ୍ତେ ଦୁଇପ୍ରକାରର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଛି। ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯିବ।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

27 Jul 2022 By The Sakala

ଆଜି ଆହରାହ୍ମ ୪ଟାରେ ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ଫଳ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ପକ୍ଷରୁ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇବ। ସିଏଚଏସଇ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ଅପରାହ୍ଣ ୪ଟାରେ ଫଳ ପ୍ରକାଶ ପାଇବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବୁଧବାର ଅପରାହ୍ଣ ୫ଟାରେ ପରୀକ୍ଷା ଫଳ ଅନଲାଇନରେ ପ୍ରକାଶ ପାଇବାକୁ ଥିବାବେଳେ ଛାତ୍ରଛାତ୍ରୀ www.orrisaresults.nic.in ୱେବସାଇଟ ମାଧ୍ୟମରେ ରେଜଲ୍ଟ ପାଇ ପାରିବେ। ଏଥି ସହିତ ପରୀକ୍ଷା ପଳ କଲେଜର ସାମ୍ସ ଇସ୍ପେସ୍‍ରେ ଓପଲବ୍ଧ ହେବ।

ତେବେ ଆଜି କେବଳ ବାଣିଜ୍ୟ ଓ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଥିବାବେଳେ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ଅଗଷ୍ଟ ପ୍ରଥମ ପ୍ରସ୍ତାହ ମଧ୍ୟରେ ପ୍ରକାଶ ପାଇବ। ବିଜ୍ଞାନ ବିଭାଗର ୭୮ ହଜାର ଓ ବାଣିଜ୍ୟର ୨୪ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ ପାଖାପାଖି ୧ ଲକ୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ।

ସୂଚନାଯୋଗ୍ୟ ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‍ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ +୨ ପରୀକ୍ଷା ଦେଇଥିଲେ। କଳାରେ ୨ଲକ୍ଷ ୧୩ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୭୮ହଜାର ୭୭ଜଣ, ବାଣିଜ୍ୟରେ ୨୪ହଜାର ୧୩୬ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ରହିଛନ୍ତି। ଚଳିତବର୍ଷ ମୂଲ୍ୟାୟନ ନିମନ୍ତେ ଦୁଇପ୍ରକାରର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଛି। ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର