ରାଜ୍ଯରେ ବିଜୁଳି ଓ ଘଡ଼ଘଡ଼ି ପାଇଁ ୩ ଦିନ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶାରୁ ଦକ୍ଷିଣ ପଶ୍ଟିମ ମୌସୁମୀ ବାୟୁ କିଛି ଦିନ ପାଇଁ ବିରତି ନେଇଛି। ଏହାଦ୍ୱାରା ରାଜ୍ୟରେ ମୌସୁମୀ ବାୟୁ ନିଷ୍କ୍ର୍ରିୟ ହେବା ସହିତ ବର୍ଷା କମିବ ଓ ପାଗ ଶୁଖିଲା ରହିବ। ରାଜ୍ୟରେ ଆଗକୁ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ତେବେ ଆଗାମୀ ୩ଦିନ ଯାଏଁ ରାଜ୍ଯରେ ବିଜୁଳି ଓ ବଜ୍ରପାତ ସମ୍ଭାବନା ରହିଛି। ଏ ନେଇ ଆଗାମୀ ୨୪ ଘଣ୍ଟା ପାଇଁ ୧୮ ଜିଲ୍ଲାକୁ  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ […]

ଭୁବନେଶ୍ୱର: ଓଡ଼ିଶାରୁ ଦକ୍ଷିଣ ପଶ୍ଟିମ ମୌସୁମୀ ବାୟୁ କିଛି ଦିନ ପାଇଁ ବିରତି ନେଇଛି। ଏହାଦ୍ୱାରା ରାଜ୍ୟରେ ମୌସୁମୀ ବାୟୁ ନିଷ୍କ୍ର୍ରିୟ ହେବା ସହିତ ବର୍ଷା କମିବ ଓ ପାଗ ଶୁଖିଲା ରହିବ। ରାଜ୍ୟରେ ଆଗକୁ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ତେବେ ଆଗାମୀ ୩ଦିନ ଯାଏଁ ରାଜ୍ଯରେ ବିଜୁଳି ଓ ବଜ୍ରପାତ ସମ୍ଭାବନା ରହିଛି। ଏ ନେଇ ଆଗାମୀ ୨୪ ଘଣ୍ଟା ପାଇଁ ୧୮ ଜିଲ୍ଲାକୁ  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାର କରାଯାଇଛି। ଉକ୍ତ ୧୮ ଜିଲ୍ଲାଗୁଡିକ ହେଲା-  ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ନୟାଗଡ଼ । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

ସେହିପରି ୩୦ ତାରିଖ ପାଇଁ ୧୭ ଜିଲ୍ଲାକୁ ବିଜୁଳି ଓ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଢେଙ୍କାନାଳ , ଦେବଗଡ଼, ଅନୁଗୁଳ, ନୟାଗଡ଼, ବୌଦ୍ଧ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ସେହିପରି ୩୧ ତାରିଖ ପାଇଁ ୧୦ ଜିଲ୍ଲାକୁ ବିଜୁଳି ଓ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

28 Jul 2022 By The Sakala

ରାଜ୍ଯରେ ବିଜୁଳି ଓ ଘଡ଼ଘଡ଼ି ପାଇଁ ୩ ଦିନ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଓଡ଼ିଶାରୁ ଦକ୍ଷିଣ ପଶ୍ଟିମ ମୌସୁମୀ ବାୟୁ କିଛି ଦିନ ପାଇଁ ବିରତି ନେଇଛି। ଏହାଦ୍ୱାରା ରାଜ୍ୟରେ ମୌସୁମୀ ବାୟୁ ନିଷ୍କ୍ର୍ରିୟ ହେବା ସହିତ ବର୍ଷା କମିବ ଓ ପାଗ ଶୁଖିଲା ରହିବ। ରାଜ୍ୟରେ ଆଗକୁ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ତେବେ ଆଗାମୀ ୩ଦିନ ଯାଏଁ ରାଜ୍ଯରେ ବିଜୁଳି ଓ ବଜ୍ରପାତ ସମ୍ଭାବନା ରହିଛି। ଏ ନେଇ ଆଗାମୀ ୨୪ ଘଣ୍ଟା ପାଇଁ ୧୮ ଜିଲ୍ଲାକୁ  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାର କରାଯାଇଛି। ଉକ୍ତ ୧୮ ଜିଲ୍ଲାଗୁଡିକ ହେଲା-  ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ନୟାଗଡ଼ । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୩୦ ତାରିଖ ପାଇଁ ୧୭ ଜିଲ୍ଲାକୁ ବିଜୁଳି ଓ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଢେଙ୍କାନାଳ , ଦେବଗଡ଼, ଅନୁଗୁଳ, ନୟାଗଡ଼, ବୌଦ୍ଧ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି।

ସେହିପରି ୩୧ ତାରିଖ ପାଇଁ ୧୦ ଜିଲ୍ଲାକୁ ବିଜୁଳି ଓ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ।

https://www.thesakala.in/latest-odisha-news/yellow-warning-has-been-issued-to-various-districts-for-3-days-for-lightning-and-thunderstorm/article-13678
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର