ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍‌ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୧ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣରେ ହ୍ରାସ ପାଇଛି। ଏକ ହଜାର ଉପରେ ରହୁଥିବା ବୈନିକ ସଂକ୍ରମଣ ମାମଲା କମିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୮୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ସଂକ୍ରମିତ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ […]

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣରେ ହ୍ରାସ ପାଇଛି। ଏକ ହଜାର ଉପରେ ରହୁଥିବା ବୈନିକ ସଂକ୍ରମଣ ମାମଲା କମିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୮୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ସଂକ୍ରମିତ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୯୮୧ ଜଣ କରୋନା ପଜିଟିଭ୍‌ଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୪୪ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୩୮ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୦ଜଣ, କୋରାପୁଟ ଜିଲ୍ଲାରୁ ୧୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୨୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୭୧ଜଣ, ସୋନପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫୯ଜଣ, ଷ୍ଟେଟ ପୁଲ୍‌ରୁ ୩୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରୁ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୧୨,୧୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୬୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨,୯୬, ୨୯୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୨୬,୨୪,୦୦୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

30 Jul 2022 By The Sakala

https://www.thesakala.in/latest-odisha-news/daily-corona-infections-are-decreasing-in-the-state/article-13722
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର