ପୁଣି କେରଳରୁ ଚିହ୍ନଟ ହେଲେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ

The Sakala Picture
Published On

କେରଳ: କେରଳରୁ ଆଉ ଏକ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୩୦ବର୍ଷିୟ ସଂକ୍ରମିତଙ୍କୁ ମାଲାପୁରମରେ ଚିକିତ୍ସା କରାଯାଉଛି। ଆକ୍ରାନ୍ତ ଯୁବକ ଜଣକ କେରଳର ମଲ୍ଲପୁରମ୍‌ ଅଞ୍ଚଳର। ସେ ଜୁଲାଇ ୨୭ ତାରିଖରେ ସଂକ୍ରମିତ ଜଣକ ୟୁଏଇରୁ ଆସି କୋଝିକୋଡ ବିମାନ ବନ୍ଦରରରେ ପହଞ୍ଚିଥିଲେ ବୋଲି କେରଳ ସ୍ୱାସ୍ଥ୍ୟ ମନ୍ତ୍ରୀ ବୀଣା ଜର୍ଜ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ଏହା କେରଳରେ ପଞ୍ଚମ ମଙ୍କିପକ୍ସ ସଂକ୍ରମିତ ମାମଲା। ପ୍ରଥମ ସଂକ୍ରମିତ ଜଣକ ସୁସ୍ଥ ହୋଇଥିବା ବେଳେ ଅନ୍ୟ ଜଣେ […]

କେରଳ: କେରଳରୁ ଆଉ ଏକ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୩୦ବର୍ଷିୟ ସଂକ୍ରମିତଙ୍କୁ ମାଲାପୁରମରେ ଚିକିତ୍ସା କରାଯାଉଛି। ଆକ୍ରାନ୍ତ ଯୁବକ ଜଣକ କେରଳର ମଲ୍ଲପୁରମ୍‌ ଅଞ୍ଚଳର। ସେ ଜୁଲାଇ ୨୭ ତାରିଖରେ ସଂକ୍ରମିତ ଜଣକ ୟୁଏଇରୁ ଆସି କୋଝିକୋଡ ବିମାନ ବନ୍ଦରରରେ ପହଞ୍ଚିଥିଲେ ବୋଲି କେରଳ ସ୍ୱାସ୍ଥ୍ୟ ମନ୍ତ୍ରୀ ବୀଣା ଜର୍ଜ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: କାକବନ୍ଧ ଆଶ୍ରମ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ମାମଲା: ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ହରତାଳ

ସୂଚନା ଅନୁଯାୟୀ, ଏହା କେରଳରେ ପଞ୍ଚମ ମଙ୍କିପକ୍ସ ସଂକ୍ରମିତ ମାମଲା। ପ୍ରଥମ ସଂକ୍ରମିତ ଜଣକ ସୁସ୍ଥ ହୋଇଥିବା ବେଳେ ଅନ୍ୟ ଜଣେ ସଂକ୍ରମିତଙ୍କର ମଙ୍କିପକ୍ସରେ ମୃତ୍ୟୁ ଘଟିଛି। ଦେଶରେ ଏଯାଏ ମଙ୍କିପକ୍ସର ୮ଟି ମାମଲା ଚିହ୍ନଟ ହୋଇଛି।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

02 Aug 2022 By The Sakala

ପୁଣି କେରଳରୁ ଚିହ୍ନଟ ହେଲେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ

କେରଳ: କେରଳରୁ ଆଉ ଏକ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୩୦ବର୍ଷିୟ ସଂକ୍ରମିତଙ୍କୁ ମାଲାପୁରମରେ ଚିକିତ୍ସା କରାଯାଉଛି। ଆକ୍ରାନ୍ତ ଯୁବକ ଜଣକ କେରଳର ମଲ୍ଲପୁରମ୍‌ ଅଞ୍ଚଳର। ସେ ଜୁଲାଇ ୨୭ ତାରିଖରେ ସଂକ୍ରମିତ ଜଣକ ୟୁଏଇରୁ ଆସି କୋଝିକୋଡ ବିମାନ ବନ୍ଦରରରେ ପହଞ୍ଚିଥିଲେ ବୋଲି କେରଳ ସ୍ୱାସ୍ଥ୍ୟ ମନ୍ତ୍ରୀ ବୀଣା ଜର୍ଜ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ଏହା କେରଳରେ ପଞ୍ଚମ ମଙ୍କିପକ୍ସ ସଂକ୍ରମିତ ମାମଲା। ପ୍ରଥମ ସଂକ୍ରମିତ ଜଣକ ସୁସ୍ଥ ହୋଇଥିବା ବେଳେ ଅନ୍ୟ ଜଣେ ସଂକ୍ରମିତଙ୍କର ମଙ୍କିପକ୍ସରେ ମୃତ୍ୟୁ ଘଟିଛି। ଦେଶରେ ଏଯାଏ ମଙ୍କିପକ୍ସର ୮ଟି ମାମଲା ଚିହ୍ନଟ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର