ପିପିଲି ଉପନିର୍ବାଚନ: ୧୨ରେ ଭର୍ଚୁଆଲ ପ୍ରଚାର କରିବେ ନବୀନ

The Sakala Picture
Published On

ଭୁବନେଶ୍ବର:  ଆସନ୍ତା ୧୨ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ୬ଟି ଜିଲ୍ଲା ପରିଷଦ, ଗୋଟିଏ ଏନଏସିରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ନିର୍ବାଚନୀ ପ୍ରଚାର କରିବେ ବୋଲି ଜଣାପଡ଼ିିଛି। ପିପିଲି ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀଙ୍କ ପାଇଁ  ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାର କରିବେ। […]

ଭୁବନେଶ୍ବର:  ଆସନ୍ତା ୧୨ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ୬ଟି ଜିଲ୍ଲା ପରିଷଦ, ଗୋଟିଏ ଏନଏସିରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ନିର୍ବାଚନୀ ପ୍ରଚାର କରିବେ ବୋଲି ଜଣାପଡ଼ିିଛି। ପିପିଲି ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀଙ୍କ ପାଇଁ  ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାର କରିବେ।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ୨୫ ଲକ୍ଷ ଟଙ୍କାର ସାଇବର ଠକେଇ: ଗିରଫ ହେଲେ ୩ ଭାଇଭଉଣୀ

ସୂଚନା ଅନୁଯାୟୀ, ପିପିଲି ଉପନିର୍ବାଚନ  ପ୍ରଚାର ମଇଦାନକୁ ଓହ୍ଲାଇସାରିଛନ୍ତି ରୁଦ୍ରଙ୍କ ଭଉଣୀ ପଲ୍ଲବୀ ଏବଂ ଭିଣୋଇ ଅର୍ଦ୍ଧେନ୍ଦୁ । ଘର ଘର ବୁଲି ଭାଇ ରୁନ୍ଦ୍ର ପାଇଁ ଭୋଟ ମାଗିଛନ୍ତି ଦୁହେଁ । ପିପିଲି ବାସୀଙ୍କ ସହ ସାକ୍ଷାତ କରି ତାଙ୍କ ସୁବିଧା ଅସୁବିଧା ବିଷୟରେ ପଚାରି ବୁଝିଛନ୍ତି ପଲ୍ଲବୀ ମହାରଥୀ ।

ଆହୁରି ପଢ଼ନ୍ତୁ: ପୁରୀ ସମୁଦ୍ରକୂଳରେ ଲାଗିଲା ନାଲି ପତାକା: ଅଶାନ୍ତ ସମୁଦ୍ର ଯୋଗୁଁ ସ୍ନାନ ଉପରେ କଟକଣା ଲଗାଇଲା ପ୍ରଶାସନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର