ଖୋଲା ରହିବ ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ – ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ

The Sakala Picture
Published On

ଭୁବନେଶ୍ୱର: ବର୍ତ୍ତମାନ ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଖୋଲା ରହିବ । ପରବର୍ତ୍ତୀ କାଳରେ କରୋନା ସ୍ଥିତି ଦେଖି  ନିଷ୍ପତ୍ତି ନିଆଯିବ । ଏ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି। କରୋନା ଗାଇଡଲାଇନ୍ ମାନି ରହିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବୃଦ୍ଧିକୁ ନଜରରେ ରଖି  ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ରାଜଧାନୀର ବିଭିନ୍ନ ସରକାର ଓ ବେସରକାରୀ କଲେଜ , ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ହଷ୍ଟେଲ […]

ଭୁବନେଶ୍ୱର: ବର୍ତ୍ତମାନ ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଖୋଲା ରହିବ । ପରବର୍ତ୍ତୀ କାଳରେ କରୋନା ସ୍ଥିତି ଦେଖି  ନିଷ୍ପତ୍ତି ନିଆଯିବ । ଏ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି। କରୋନା ଗାଇଡଲାଇନ୍ ମାନି ରହିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବୃଦ୍ଧିକୁ ନଜରରେ ରଖି  ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ରାଜଧାନୀର ବିଭିନ୍ନ ସରକାର ଓ ବେସରକାରୀ କଲେଜ , ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଛାଡିବା ପାଇଁ ନୋଟିସ୍‌ ଜାରି କରାଯାଇଛି। ଯାହାକୁ ବିରୋଧ କରି ଉତ୍କଳ ବିଶ୍ବବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ ଛାତ୍ରଛାତ୍ରୀ ଆନ୍ଦୋଳନ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । କରୋନା ଆଳରେ ଶିକ୍ଷାନୁଷ୍ଠାନ ବନ୍ଦ ଏବଂ ଆଗକୁ ପରୀକ୍ଷା ଥିବାବେଳେ କରୋନା ଆଳ ଦେଖାଇ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶର ପ୍ରତିବାଦ କରିଥିଲେ ଉତ୍କଳ ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ। କରୋନା ଆଳରେ ଶିକ୍ଷାନୁଷ୍ଠାନ ବନ୍ଦ ନ କରିବା ଦାବିରେ ଅଡିବସିଥିଲେ ଛାତ୍ରଛାତ୍ରୀ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

09 Apr 2021 By The Sakala

ଖୋଲା ରହିବ ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ – ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ

ଭୁବନେଶ୍ୱର: ବର୍ତ୍ତମାନ ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଖୋଲା ରହିବ । ପରବର୍ତ୍ତୀ କାଳରେ କରୋନା ସ୍ଥିତି ଦେଖି  ନିଷ୍ପତ୍ତି ନିଆଯିବ । ଏ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି। କରୋନା ଗାଇଡଲାଇନ୍ ମାନି ରହିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି।

ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବୃଦ୍ଧିକୁ ନଜରରେ ରଖି  ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ରାଜଧାନୀର ବିଭିନ୍ନ ସରକାର ଓ ବେସରକାରୀ କଲେଜ , ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଛାଡିବା ପାଇଁ ନୋଟିସ୍‌ ଜାରି କରାଯାଇଛି। ଯାହାକୁ ବିରୋଧ କରି ଉତ୍କଳ ବିଶ୍ବବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ ଛାତ୍ରଛାତ୍ରୀ ଆନ୍ଦୋଳନ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । କରୋନା ଆଳରେ ଶିକ୍ଷାନୁଷ୍ଠାନ ବନ୍ଦ ଏବଂ ଆଗକୁ ପରୀକ୍ଷା ଥିବାବେଳେ କରୋନା ଆଳ ଦେଖାଇ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶର ପ୍ରତିବାଦ କରିଥିଲେ ଉତ୍କଳ ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ। କରୋନା ଆଳରେ ଶିକ୍ଷାନୁଷ୍ଠାନ ବନ୍ଦ ନ କରିବା ଦାବିରେ ଅଡିବସିଥିଲେ ଛାତ୍ରଛାତ୍ରୀ।

https://www.thesakala.in/latest-odisha-news/the-utkal-university-hostel-will-remain-open/article-1383
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର