ପ୍ରସିଦ୍ଧ ନୂଆଁଖାଇ ପର୍ବ ଲାଗି ଲଗ୍ନ ଧାର୍ଯ୍ଯ

The Sakala Picture
Published On

ବଲାଙ୍ଗୀର: ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୂଆଁଖାଇ ପର୍ବ ପାଇଁ ଲଗ୍ନ ଧାର୍ଯ୍ଯ ହୋଇଯାଇଛି। ପାଟଣା ମହାରାଜାଙ୍କ ହାଉସ୍‌ ହୋଲ୍ଡ ଅଫିସ ପକ୍ଷରୁ ବିଧିବଦ୍ଧ ଭାବେ ଏହି ସୂଚନା ଦିଆଯାଇଛି। ଏହି ନବାନ୍ନ ଲାଗି ନୀତିକାନ୍ତି ଆସନ୍ତା ସେପ୍ଟେମ୍ବର ୧ ତାରିଖ ତଥା ଗୁରୁବାର ସକାଳ ୧୦ଟା ୫୪ମି.ରୁ ଦିନ ୧୧ ଟା ୦୮ମି. ମଧ୍ୟରେ ଅନୁଷ୍ଠିତ ହେବା ନେଇ ସୂଚନା ମିଳିଛି। ଜ୍ୟୋତିଷ ପଣ୍ଡିତ ମହାସଭାର ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିର ସିଦ୍ଧାନ୍ତ କ୍ରମେ ପୂର୍ବତନ ପାଟଣା ଷ୍ଟେଟ୍‌ […]

ବଲାଙ୍ଗୀର: ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୂଆଁଖାଇ ପର୍ବ ପାଇଁ ଲଗ୍ନ ଧାର୍ଯ୍ଯ ହୋଇଯାଇଛି। ପାଟଣା ମହାରାଜାଙ୍କ ହାଉସ୍‌ ହୋଲ୍ଡ ଅଫିସ ପକ୍ଷରୁ ବିଧିବଦ୍ଧ ଭାବେ ଏହି ସୂଚନା ଦିଆଯାଇଛି। ଏହି ନବାନ୍ନ ଲାଗି ନୀତିକାନ୍ତି ଆସନ୍ତା ସେପ୍ଟେମ୍ବର ୧ ତାରିଖ ତଥା ଗୁରୁବାର ସକାଳ ୧୦ଟା ୫୪ମି.ରୁ ଦିନ ୧୧ ଟା ୦୮ମି. ମଧ୍ୟରେ ଅନୁଷ୍ଠିତ ହେବା ନେଇ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

ଜ୍ୟୋତିଷ ପଣ୍ଡିତ ମହାସଭାର ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିର ସିଦ୍ଧାନ୍ତ କ୍ରମେ ପୂର୍ବତନ ପାଟଣା ଷ୍ଟେଟ୍‌ ତଥା ମହାରାଜାଙ୍କ ଇଷ୍ଟଦେବୀ ଶ୍ରୀ ଶ୍ରୀ ପାଟଣେଶ୍ୱରୀ ଓ ସମଲେଶ୍ୱରୀଙ୍କ ରାଶି ନକ୍ଷତ୍ର ଏବଂ ପୂର୍ବ ପରମ୍ପରା ଅନୁଯାୟୀ ଧାର୍ଯ୍ଯ କରାଯାଇଛି । ସେପ୍ଟେମ୍ବର ୧ ତାରିଖ ଦିନ ସମଗ୍ର ବଲାଙ୍ଗୀର ଜିଲ୍ଲାରେ ନବାନ୍ନ ବିଧି ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ବାର୍ଷିକ ରିଭିଜନରେ ଓଡ଼ିଶାର ୧୦ ଲକ୍ଷ ଭୋଟରଙ୍କ ନାମ ବାଦ୍‌; ନିର୍ବାଚନ କମିସନଙ୍କ କାର୍ଯ୍ୟକୁ ନେଇ ବିଜେଡିର ସନ୍ଦେହ

03 Aug 2022 By The Sakala

ପ୍ରସିଦ୍ଧ ନୂଆଁଖାଇ ପର୍ବ ଲାଗି ଲଗ୍ନ ଧାର୍ଯ୍ଯ

ବଲାଙ୍ଗୀର: ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୂଆଁଖାଇ ପର୍ବ ପାଇଁ ଲଗ୍ନ ଧାର୍ଯ୍ଯ ହୋଇଯାଇଛି। ପାଟଣା ମହାରାଜାଙ୍କ ହାଉସ୍‌ ହୋଲ୍ଡ ଅଫିସ ପକ୍ଷରୁ ବିଧିବଦ୍ଧ ଭାବେ ଏହି ସୂଚନା ଦିଆଯାଇଛି। ଏହି ନବାନ୍ନ ଲାଗି ନୀତିକାନ୍ତି ଆସନ୍ତା ସେପ୍ଟେମ୍ବର ୧ ତାରିଖ ତଥା ଗୁରୁବାର ସକାଳ ୧୦ଟା ୫୪ମି.ରୁ ଦିନ ୧୧ ଟା ୦୮ମି. ମଧ୍ୟରେ ଅନୁଷ୍ଠିତ ହେବା ନେଇ ସୂଚନା ମିଳିଛି।

ଜ୍ୟୋତିଷ ପଣ୍ଡିତ ମହାସଭାର ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିର ସିଦ୍ଧାନ୍ତ କ୍ରମେ ପୂର୍ବତନ ପାଟଣା ଷ୍ଟେଟ୍‌ ତଥା ମହାରାଜାଙ୍କ ଇଷ୍ଟଦେବୀ ଶ୍ରୀ ଶ୍ରୀ ପାଟଣେଶ୍ୱରୀ ଓ ସମଲେଶ୍ୱରୀଙ୍କ ରାଶି ନକ୍ଷତ୍ର ଏବଂ ପୂର୍ବ ପରମ୍ପରା ଅନୁଯାୟୀ ଧାର୍ଯ୍ଯ କରାଯାଇଛି । ସେପ୍ଟେମ୍ବର ୧ ତାରିଖ ଦିନ ସମଗ୍ର ବଲାଙ୍ଗୀର ଜିଲ୍ଲାରେ ନବାନ୍ନ ବିଧି ଅନୁଷ୍ଠିତ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର