ରାଜ୍ଯରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଛି। ଏଥିସହ ତାଙ୍କୁ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ  ମିଳିଛି। କେନ୍ଦ୍ରୀୟ ଡେପୁଟେସରୁ ଅରବିନ୍ଦ ପାଢୀ ଫେରିଛନ୍ତି। ତାଙ୍କୁ କୃଷି ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଥିବା ବେଳେ ମତ୍ସ ଓ ପ୍ରାଣୀସମ୍ପଦ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ମିଳିଛି। ସଞ୍ଜୟ କୁମାର ସିଂହଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ […]

ଭୁବନେଶ୍ବର: ରାଜ୍ଯରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଛି। ଏଥିସହ ତାଙ୍କୁ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ  ମିଳିଛି। କେନ୍ଦ୍ରୀୟ ଡେପୁଟେସରୁ ଅରବିନ୍ଦ ପାଢୀ ଫେରିଛନ୍ତି। ତାଙ୍କୁ କୃଷି ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଥିବା ବେଳେ ମତ୍ସ ଓ ପ୍ରାଣୀସମ୍ପଦ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ମିଳିଛି। ସଞ୍ଜୟ କୁମାର ସିଂହଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଥିବା ବେଳେ  ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ  ମିଳିଛି। ଅଶ୍ବଥି ଏସଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଛି।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

03 Aug 2022 By The Sakala

ରାଜ୍ଯରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ଯରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଛି। ଏଥିସହ ତାଙ୍କୁ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ  ମିଳିଛି। କେନ୍ଦ୍ରୀୟ ଡେପୁଟେସରୁ ଅରବିନ୍ଦ ପାଢୀ ଫେରିଛନ୍ତି। ତାଙ୍କୁ କୃଷି ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଥିବା ବେଳେ ମତ୍ସ ଓ ପ୍ରାଣୀସମ୍ପଦ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ମିଳିଛି। ସଞ୍ଜୟ କୁମାର ସିଂହଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଥିବା ବେଳେ  ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ  ମିଳିଛି। ଅଶ୍ବଥି ଏସଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର