ଭଡ଼ା ଘରୁ ସେକ୍ସ ରାକେଟ ଠାବ

The Sakala Picture
Published On

ଭଦ୍ରକ: ଭଦ୍ରକ ସହରାଞ୍ଚଳ ଥାନା ଅନ୍ତର୍ଗତ ଡଗମୁଣ୍ଡ ସ୍ଥିତ ଏକ ଭଡ଼ା ଘରୁ ସେକ୍ସ ରାକେଟ ଠାବ ହୋଇଛି। ଏଥିରେ ସମ୍ପୃକ୍ତ ୪ ଜଣ ମହିଳାଙ୍କୁ ପୁଲିସ ଉଦ୍ଧାର କରିଥିବା ବେଳେ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଗତ ୧୫ ଦିନ ହେବ ଏହିକ ଭଡ଼ା ଘରେ କିଛି ମହିଳା ରହୁଥିଲେ। ବହୁ ସମୟରେ ଏଠାକୁ ପୁରୁଷ ଆସୁଥିବାରୁ ସ୍ଥାନୀୟ ଲୋକଙ୍କର ସନ୍ଦେହ ହୋଇଥିଲା। ଏ ନେଇ ସ୍ଥାନୀୟ ବାସିନ୍ଦା ପୁଲିସକୁ […]

ଭଦ୍ରକ: ଭଦ୍ରକ ସହରାଞ୍ଚଳ ଥାନା ଅନ୍ତର୍ଗତ ଡଗମୁଣ୍ଡ ସ୍ଥିତ ଏକ ଭଡ଼ା ଘରୁ ସେକ୍ସ ରାକେଟ ଠାବ ହୋଇଛି। ଏଥିରେ ସମ୍ପୃକ୍ତ ୪ ଜଣ ମହିଳାଙ୍କୁ ପୁଲିସ ଉଦ୍ଧାର କରିଥିବା ବେଳେ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କରିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ

ସୂଚନା ଅନୁଯାୟୀ, ଗତ ୧୫ ଦିନ ହେବ ଏହିକ ଭଡ଼ା ଘରେ କିଛି ମହିଳା ରହୁଥିଲେ। ବହୁ ସମୟରେ ଏଠାକୁ ପୁରୁଷ ଆସୁଥିବାରୁ ସ୍ଥାନୀୟ ଲୋକଙ୍କର ସନ୍ଦେହ ହୋଇଥିଲା। ଏ ନେଇ ସ୍ଥାନୀୟ ବାସିନ୍ଦା ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ‌ ଶନିବାର ରାତିରେ ଉକ୍ତ ଭଡ଼ା ଘରେ ଚଢାଉ କରି ୪ ଜଣ ମହିଳାଙ୍କୁ ଉଦ୍ଧାର କରିବା ସହ ୨ ଜଣ ପୁରୁଷଙ୍କୁ ଗିରଫ କରିଛି।

ଆହୁରି ପଢ଼ନ୍ତୁ: ଭାଇକୁ ବଞ୍ଚାଇବାକୁ ଯାଇ ପାଣି ସୁଅରେ ଭାସିଗଲେ ଦିବ୍ୟାଙ୍ଗ ଭଉଣୀ: କେନାଲରେ ବୁଡ଼ି ଉଭୟଙ୍କ ମୃତ୍ୟୁ

 

ଆହୁରି ପଢ଼ନ୍ତୁ: ଗୁଳି ଫୁଟାଇ କମନ ସର୍ଭିସ ସେଣ୍ଟରରୁ ୨ ଲକ୍ଷ ଟଙ୍କା ଲୁଟିନେଇ ଦୁର୍ବୃତ୍ତ ଫେରାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର