ଗୃହରକ୍ଷୀମାନଙ୍କ ପାଇଁ ଖୁସି ଖବର : ୩୮ ପ୍ରତିଶତ ବଢିଲା ଡ୍ୟୁଟି କଲ୍‌ ଅପ୍‌ ଭତ୍ତା

The Sakala Picture
Published On

ଭୁବନେଶ୍ବର : ରାଜ୍ୟର ଗୃହରକ୍ଷୀ ମାନଙ୍କ ପାଇଁ ଖୁସି ଖବର। ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ୍‌ ଅପ୍‌ ଭତ୍ତାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୩୮ ପ୍ରତିଶତ ବୃଦ୍ଧି ପାଇଛି ଡ୍ୟୁଟି କଲ୍‌ ଅପ୍‌ ଭତ୍ତା। ପୂର୍ବରୁ ଡ୍ୟୁଟି କଲ୍‌ ଅପ୍‌ ଭତ୍ତା ୯୦୦୦ ମିଳୁଥିଲା ଏବେ ତାହା ବୃଦ୍ଧି କରାଯାଇ ୧୨,୪୮୦ ଟଙ୍କା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ଏବଂ […]

ଭୁବନେଶ୍ବର : ରାଜ୍ୟର ଗୃହରକ୍ଷୀ ମାନଙ୍କ ପାଇଁ ଖୁସି ଖବର। ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ୍‌ ଅପ୍‌ ଭତ୍ତାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୩୮ ପ୍ରତିଶତ ବୃଦ୍ଧି ପାଇଛି ଡ୍ୟୁଟି କଲ୍‌ ଅପ୍‌ ଭତ୍ତା। ପୂର୍ବରୁ ଡ୍ୟୁଟି କଲ୍‌ ଅପ୍‌ ଭତ୍ତା ୯୦୦୦ ମିଳୁଥିଲା ଏବେ ତାହା ବୃଦ୍ଧି କରାଯାଇ ୧୨,୪୮୦ ଟଙ୍କା କରାଯାଇଛି।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ଏବଂ ଏହା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି। ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ୍‌ ଅପ୍‌ ଭତ୍ତାରେ ରାଜ୍ୟ ସରକାର ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି। ପୂର୍ବରୁ ଗୃହରକ୍ଷୀ ମାନଙ୍କୁ ଡ୍ୟୁଟି କଲ୍‌ ଅପ୍‌ ଭତ୍ତା ଭାବରେ ମାସିକ ୯୦୦୦ ଟଙ୍କା ମିଳୁଥିବା ବେଳେ ଏହାକୁ ଦୈନିକ ୪୧୬ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ବାରା ସେମାନଙ୍କ କଲ୍‌ ଅପ୍‌ ଭତ୍ତା ଭାବରେ ମାସିକ ୧୨,୪୮୦ ଟଙ୍କା ମିଳିବ। ଏତଦ୍‌ବ୍ୟତୀତ ପୂର୍ବରୁ ମିଳୁଥିବା ଅନ୍ୟାନ୍ୟ ଭତ୍ତା ମଧ୍ୟ ପୂର୍ବବତ୍‌ ମିଳିବ।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

07 Aug 2022 By The Sakala

ଗୃହରକ୍ଷୀମାନଙ୍କ ପାଇଁ ଖୁସି ଖବର : ୩୮ ପ୍ରତିଶତ ବଢିଲା ଡ୍ୟୁଟି କଲ୍‌ ଅପ୍‌ ଭତ୍ତା

ଭୁବନେଶ୍ବର : ରାଜ୍ୟର ଗୃହରକ୍ଷୀ ମାନଙ୍କ ପାଇଁ ଖୁସି ଖବର। ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ୍‌ ଅପ୍‌ ଭତ୍ତାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୩୮ ପ୍ରତିଶତ ବୃଦ୍ଧି ପାଇଛି ଡ୍ୟୁଟି କଲ୍‌ ଅପ୍‌ ଭତ୍ତା। ପୂର୍ବରୁ ଡ୍ୟୁଟି କଲ୍‌ ଅପ୍‌ ଭତ୍ତା ୯୦୦୦ ମିଳୁଥିଲା ଏବେ ତାହା ବୃଦ୍ଧି କରାଯାଇ ୧୨,୪୮୦ ଟଙ୍କା କରାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ଏବଂ ଏହା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି। ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ୍‌ ଅପ୍‌ ଭତ୍ତାରେ ରାଜ୍ୟ ସରକାର ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି। ପୂର୍ବରୁ ଗୃହରକ୍ଷୀ ମାନଙ୍କୁ ଡ୍ୟୁଟି କଲ୍‌ ଅପ୍‌ ଭତ୍ତା ଭାବରେ ମାସିକ ୯୦୦୦ ଟଙ୍କା ମିଳୁଥିବା ବେଳେ ଏହାକୁ ଦୈନିକ ୪୧୬ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ବାରା ସେମାନଙ୍କ କଲ୍‌ ଅପ୍‌ ଭତ୍ତା ଭାବରେ ମାସିକ ୧୨,୪୮୦ ଟଙ୍କା ମିଳିବ। ଏତଦ୍‌ବ୍ୟତୀତ ପୂର୍ବରୁ ମିଳୁଥିବା ଅନ୍ୟାନ୍ୟ ଭତ୍ତା ମଧ୍ୟ ପୂର୍ବବତ୍‌ ମିଳିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର