ଦୂର ହେବ ଭୁବନେଶ୍ୱରର ଟ୍ରାଫିକ୍ ସମସ୍ୟା, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବଡ଼ି ଭୋରୁ ବିଭିନ୍ନ ଛକ ବୁଲିଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

The Sakala Picture
Published On

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ୍‌ ନିୟନ୍ତ୍ରଣ ଏବେ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପାଇବା ପରେ ୫ଟି ସଚିବ ଭିକେ ପାଣ୍ଡିଆନ ଆଜି ବଡି ଭୋରରୁ ଶିଶୁ ଭବନ ଚ୍ଛକ, ରବି ଟକିଜ ଛକ, […]

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ୍‌ ନିୟନ୍ତ୍ରଣ ଏବେ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପାଇବା ପରେ ୫ଟି ସଚିବ ଭିକେ ପାଣ୍ଡିଆନ ଆଜି ବଡି ଭୋରରୁ ଶିଶୁ ଭବନ ଚ୍ଛକ, ରବି ଟକିଜ ଛକ, କଳ୍ପନା ଚ୍ଛକ, ବେହେରା ସାହି ଛକ, ରସୁଲଗଡ ଛକ ଓ଼ ଆଇଗିଣିଆ ଚ୍ଛକ ଆଦି ଭୁବନେଶ୍ବରର ବିଭିନ୍ନ ସ୍ଥାନ ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ଖୁବ୍‌ ଶିଘ୍ର ସୁଧୁରିବ ଭୁବନେଶ୍ୱରର ଟ୍ରାଫିକ ବ୍ୟବସ୍ଥା । ଟ୍ରାଫିକ ବ୍ୟବସ୍ଥାରେ ଆସିବ ବ୍ୟାପକ ପରିବର୍ତ୍ତନ । ଏନେଇ ଖୁବଶୀଘ୍ର ପ୍ରସ୍ତୁତ ରୋଡମ୍ୟାପ୍ । ଭୁବନେଶ୍ୱରର ବିଭିନ୍ନ ଛକରେ ଟ୍ରାଫିକ ବ୍ୟବସ୍ଥା ୫-ଟି ସଚିବ ଭି.କେ ପାଣ୍ଡିଆନ ବୁଲି ଦେଖିବା ପରେ କିଛି ଏଭଳି ସଂକେତ ମିଳିଛି । ୫ଟି ସଚିବ ଭିକେ ପାଣ୍ଡିଆନ ଆଜି ବଡି ଭୋରରୁ ଶିଶୁ ଭବନ ଚ୍ଛକ, ରବି ଟକିଜ ଛକ, କଳ୍ପନା ଚ୍ଛକ, ବେହେରା ସାହି ଛକ, ରସୁଲଗଡ ଛକ ଓ଼ ଆଇଗିଣିଆ ଛକ ଆଦି ବୁଲି ଦେଖିବା ସହ ଟ୍ରାଫିକ୍ ସମସ୍ୟା ସମସ୍ୟା ଉପରେ ଅନୁଧ୍ୟାନ କରିଛନ୍ତି। ସେ ପ୍ରଶାସନ ଏବଂ ବରିଷ୍ଠ ପୁଲିସ୍‌ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ସେ ଆଲୋଚନା କରିଛନ୍ତି। ଏହି ପରିଦର୍ଶନ ସମୟରେ ପୁଲିସ କମିଶନର ଏସ ପ୍ରିୟଦର୍ଶୀ, ପୂର୍ତ୍ତ ସଚିବ ଭି ଭି ଯାଦବ, ବିଏମ୍‌ସି କମିଶନର କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ।

10 Aug 2022 By The Sakala

ଦୂର ହେବ ଭୁବନେଶ୍ୱରର ଟ୍ରାଫିକ୍ ସମସ୍ୟା, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବଡ଼ି ଭୋରୁ ବିଭିନ୍ନ ଛକ ବୁଲିଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ୍‌ ନିୟନ୍ତ୍ରଣ ଏବେ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପାଇବା ପରେ ୫ଟି ସଚିବ ଭିକେ ପାଣ୍ଡିଆନ ଆଜି ବଡି ଭୋରରୁ ଶିଶୁ ଭବନ ଚ୍ଛକ, ରବି ଟକିଜ ଛକ, କଳ୍ପନା ଚ୍ଛକ, ବେହେରା ସାହି ଛକ, ରସୁଲଗଡ ଛକ ଓ଼ ଆଇଗିଣିଆ ଚ୍ଛକ ଆଦି ଭୁବନେଶ୍ବରର ବିଭିନ୍ନ ସ୍ଥାନ ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି।

ଖୁବ୍‌ ଶିଘ୍ର ସୁଧୁରିବ ଭୁବନେଶ୍ୱରର ଟ୍ରାଫିକ ବ୍ୟବସ୍ଥା । ଟ୍ରାଫିକ ବ୍ୟବସ୍ଥାରେ ଆସିବ ବ୍ୟାପକ ପରିବର୍ତ୍ତନ । ଏନେଇ ଖୁବଶୀଘ୍ର ପ୍ରସ୍ତୁତ ରୋଡମ୍ୟାପ୍ । ଭୁବନେଶ୍ୱରର ବିଭିନ୍ନ ଛକରେ ଟ୍ରାଫିକ ବ୍ୟବସ୍ଥା ୫-ଟି ସଚିବ ଭି.କେ ପାଣ୍ଡିଆନ ବୁଲି ଦେଖିବା ପରେ କିଛି ଏଭଳି ସଂକେତ ମିଳିଛି । ୫ଟି ସଚିବ ଭିକେ ପାଣ୍ଡିଆନ ଆଜି ବଡି ଭୋରରୁ ଶିଶୁ ଭବନ ଚ୍ଛକ, ରବି ଟକିଜ ଛକ, କଳ୍ପନା ଚ୍ଛକ, ବେହେରା ସାହି ଛକ, ରସୁଲଗଡ ଛକ ଓ଼ ଆଇଗିଣିଆ ଛକ ଆଦି ବୁଲି ଦେଖିବା ସହ ଟ୍ରାଫିକ୍ ସମସ୍ୟା ସମସ୍ୟା ଉପରେ ଅନୁଧ୍ୟାନ କରିଛନ୍ତି। ସେ ପ୍ରଶାସନ ଏବଂ ବରିଷ୍ଠ ପୁଲିସ୍‌ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ସେ ଆଲୋଚନା କରିଛନ୍ତି। ଏହି ପରିଦର୍ଶନ ସମୟରେ ପୁଲିସ କମିଶନର ଏସ ପ୍ରିୟଦର୍ଶୀ, ପୂର୍ତ୍ତ ସଚିବ ଭି ଭି ଯାଦବ, ବିଏମ୍‌ସି କମିଶନର କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ।

https://www.thesakala.in/latest-odisha-news/5t-secretary-v-k-pandian-reviews-traffic-situation-in-bhubaneswar/article-14016
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର