ଆଜି ସରିବ ସ୍ୱତନ୍ତ୍ର ଓଜେଇଇ ଆବେଦନ, ଅଗଷ୍ଟ ଶେଷ ସପ୍ତାହରେ ପ୍ରବେଶିକା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ଲାଗି ଦ୍ୱିତୀୟ ପର୍ଯ୍ୟାୟ ତଥା ସ୍ୱତନ୍ତ୍ର ଓଜେଇଇ(ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା) ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆଜି ଶେଷ ହେବ। ୧୬ ତାରିଖ ରାତି ୧୦ଟା ଯାଏଁ ଛାତ୍ରଛାତ୍ରୀ ଫି ଦାଖଲ କରିବେ। ତେବେ ପ୍ରବେଶିକା ପରୀକ୍ଷା ଅଗଷ୍ଟ ଶେଷ ସପ୍ତାହ କିମ୍ବା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ଛାତ୍ରଛାତ୍ରୀ ଆବେଦନ ସମ୍ପର୍କିତ ସମସ୍ତ ତଥ୍ୟ www.ojee.nic.in ମାଧ୍ୟମରେ ପାଇ ପାରିବେ ବୋଲି ବିଭାଗ […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ଲାଗି ଦ୍ୱିତୀୟ ପର୍ଯ୍ୟାୟ ତଥା ସ୍ୱତନ୍ତ୍ର ଓଜେଇଇ(ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା) ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆଜି ଶେଷ ହେବ। ୧୬ ତାରିଖ ରାତି ୧୦ଟା ଯାଏଁ ଛାତ୍ରଛାତ୍ରୀ ଫି ଦାଖଲ କରିବେ। ତେବେ ପ୍ରବେଶିକା ପରୀକ୍ଷା ଅଗଷ୍ଟ ଶେଷ ସପ୍ତାହ କିମ୍ବା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ଛାତ୍ରଛାତ୍ରୀ ଆବେଦନ ସମ୍ପର୍କିତ ସମସ୍ତ ତଥ୍ୟ www.ojee.nic.in ମାଧ୍ୟମରେ ପାଇ ପାରିବେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

14 Aug 2022 By The Sakala

ଆଜି ସରିବ ସ୍ୱତନ୍ତ୍ର ଓଜେଇଇ ଆବେଦନ, ଅଗଷ୍ଟ ଶେଷ ସପ୍ତାହରେ ପ୍ରବେଶିକା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ଲାଗି ଦ୍ୱିତୀୟ ପର୍ଯ୍ୟାୟ ତଥା ସ୍ୱତନ୍ତ୍ର ଓଜେଇଇ(ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା) ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆଜି ଶେଷ ହେବ। ୧୬ ତାରିଖ ରାତି ୧୦ଟା ଯାଏଁ ଛାତ୍ରଛାତ୍ରୀ ଫି ଦାଖଲ କରିବେ। ତେବେ ପ୍ରବେଶିକା ପରୀକ୍ଷା ଅଗଷ୍ଟ ଶେଷ ସପ୍ତାହ କିମ୍ବା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ଛାତ୍ରଛାତ୍ରୀ ଆବେଦନ ସମ୍ପର୍କିତ ସମସ୍ତ ତଥ୍ୟ www.ojee.nic.in ମାଧ୍ୟମରେ ପାଇ ପାରିବେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର