ଅବପାତର ରୂପନେଲା ସୁଦୃଶ୍ୟ ଲଘୁଚାପ

The Sakala Picture
Published On

ଭୁବନେଶ୍ବର: ସୁଦୃଶଃ ଲଘୁଚାପ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପକୂଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଦିଘାରୁ ଦକ୍ଷିଣ-ପୂର୍ବ ଦିଗରେ ୧୦ କିମି ଏବଂ ବାଲେଶ୍ୱର ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୯୦ କିମି ଦୂରରେ କେନ୍ଦ୍ରୀଭୂତ ଅଛି। ଆଗାମୀ ୬ ଘଣ୍ଟା ମଧ୍ୟରେ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦିଘା ନିକଟରେ ପଶ୍ଚିମ-ବଙ୍ଗ ଉପକୂଳକୁ ଅତିକ୍ରମ ସହ ଆଗାମୀ ୨୪ ଘଣ୍ଟା ଯାଏଁ ନିଜର ତୀବ୍ରତା […]

ଭୁବନେଶ୍ବର: ସୁଦୃଶଃ ଲଘୁଚାପ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପକୂଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଦିଘାରୁ ଦକ୍ଷିଣ-ପୂର୍ବ ଦିଗରେ ୧୦ କିମି ଏବଂ ବାଲେଶ୍ୱର ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୯୦ କିମି ଦୂରରେ କେନ୍ଦ୍ରୀଭୂତ ଅଛି। ଆଗାମୀ ୬ ଘଣ୍ଟା ମଧ୍ୟରେ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦିଘା ନିକଟରେ ପଶ୍ଚିମ-ବଙ୍ଗ ଉପକୂଳକୁ ଅତିକ୍ରମ ସହ ଆଗାମୀ ୨୪ ଘଣ୍ଟା ଯାଏଁ ନିଜର ତୀବ୍ରତା ବଜାୟ ରଖିବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

14 Aug 2022 By The Sakala

ଅବପାତର ରୂପନେଲା ସୁଦୃଶ୍ୟ ଲଘୁଚାପ

ଭୁବନେଶ୍ବର: ସୁଦୃଶଃ ଲଘୁଚାପ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପକୂଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଦିଘାରୁ ଦକ୍ଷିଣ-ପୂର୍ବ ଦିଗରେ ୧୦ କିମି ଏବଂ ବାଲେଶ୍ୱର ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୯୦ କିମି ଦୂରରେ କେନ୍ଦ୍ରୀଭୂତ ଅଛି। ଆଗାମୀ ୬ ଘଣ୍ଟା ମଧ୍ୟରେ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦିଘା ନିକଟରେ ପଶ୍ଚିମ-ବଙ୍ଗ ଉପକୂଳକୁ ଅତିକ୍ରମ ସହ ଆଗାମୀ ୨୪ ଘଣ୍ଟା ଯାଏଁ ନିଜର ତୀବ୍ରତା ବଜାୟ ରଖିବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର