ଲଗାଣ ବର୍ଷାରେ ବେହାଲ ସାରା ଓଡ଼ିଶା: ଏରସମାରେ ସର୍ବାଧିକ ବର୍ଷା ରେକର୍ଡ

The Sakala Picture
Published On

ଭୁବନେଶ୍ବର: ଜଗତସିଂପୁର ଜିଲ୍ଲାର ପ୍ରାୟ ସମସ୍ତ ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ରେକର୍ଡ ହୋଇଛି । ଏରସମାରେ ସର୍ବାଧିକ ବର୍ଷା ୨୧୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସୁନ୍ଦରଗଡ଼ ହେମଗିରିରେ ୨୧୦.୪ ମିଲିମିଟର, ପୁରୀ ଅସ୍ତରଙ୍ଗରେ ୧୬୮ ମିଲିମିଟର ଓ ପୁରୀ ସହରରେ ୯୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ସମ୍ବଲପୁରରେ ୧୪୬, ହୀରାକୁଦରେ ୧୦୭.୬, ଗଜପତି ଜିଲ୍ଲା ଆର୍ ଉଦୟଗିରିରେ ୧୦୪ ମିଲିମିଟର ବର୍ଷା ରେକର୍ଡ ହୋଇଛି।  

ଆହୁରି ପଢ଼ନ୍ତୁ: ଡିଜିଟାଲ୍‌ ଯୁଗରେ ଅଲୋଡ଼ା ହେଉଛି ପୁରୁଣା ବହି, ଅନଲାଇନ ସାଜୁଛି ବାଧକ

ଆହୁରି ପଢ଼ନ୍ତୁ: ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର