୧୯ରେ ଆଉ ଏକ ଲଘୁଚାପ ସମ୍ଭାବନା, ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର:  ଆସୁଛି ଆଉ ଏକ ଲଘୁଚାପ । ଅଗଷ୍ଟ ୧୯ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢିପାରେ ବୋଲି ଅନୁମାନ କରାଯାଉଛି ।  ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଟ୍ବିଟ କରି ସୂଚନା ଦେଇଛି। ଏ ପରିସ୍ଥିତିରେ ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ୫ଟି […]

ଭୁବନେଶ୍ବର:  ଆସୁଛି ଆଉ ଏକ ଲଘୁଚାପ । ଅଗଷ୍ଟ ୧୯ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢିପାରେ ବୋଲି ଅନୁମାନ କରାଯାଉଛି ।  ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଟ୍ବିଟ କରି ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: ଜେଲ୍‌ରେ ପଡ଼ିଲା ହାତଗଣ୍ଠି, ଜୀବନସାଥୀ ହେଲେ ଦୁଇ ବିଚାରାଧୀନ କଏଦୀ

ଏ ପରିସ୍ଥିତିରେ ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ୫ଟି ଜିଲ୍ଲା ଗୁଡିକ ହେଲା  ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ଝାରସୁଗୁଡ଼ା । ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଆଜି ହେବ ତିନି ରଥର ଦକ୍ଷିଣ ମୋଡ଼

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଲାଞ୍ଚୁଆ RI, ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

15 Aug 2022 By The Sakala

୧୯ରେ ଆଉ ଏକ ଲଘୁଚାପ ସମ୍ଭାବନା, ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର:  ଆସୁଛି ଆଉ ଏକ ଲଘୁଚାପ । ଅଗଷ୍ଟ ୧୯ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢିପାରେ ବୋଲି ଅନୁମାନ କରାଯାଉଛି ।  ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଟ୍ବିଟ କରି ସୂଚନା ଦେଇଛି।

ଏ ପରିସ୍ଥିତିରେ ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ୫ଟି ଜିଲ୍ଲା ଗୁଡିକ ହେଲା  ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ଝାରସୁଗୁଡ଼ା । ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର