ବନ୍ୟା ମୁକାବିଲା: ଆଜି ରାଜ୍ୟରେ ବନ୍ୟା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ବିପର୍ଯ୍ଯୟ ମୁକବିଲାରେ ସବୁବେଳ ଆଗରେ ରହିଥାନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ବନ୍ୟା ମୁକାବିଲା ଲାଗି ଆଜି ଦିନ ୧୧ଟାରେ ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବନ୍ୟାର ସ୍ଥିତି, ପ୍ରଶାସନର ପଦକ୍ଷେପ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ମହାନଦୀ ଫୁଲୁଥିବା ବେଳେ ଏହାର ପାର୍ଶ୍ବବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବନ୍ୟା ଅବସ୍ଥା ସୃଷ୍ଟି ହୋଇଛି। ଏହାକୁ ନଜରରେ ରଖି ପ୍ରଶାସନ କ’ଣ ପଦକ୍ଷେପ ଗ୍ରହଣ କରିଛି, ରିଲିଫ କାର୍ଯ୍ଯ ଆଦି ସମ୍ପର୍କରେ […]

ଭୁବନେଶ୍ୱର: ବିପର୍ଯ୍ଯୟ ମୁକବିଲାରେ ସବୁବେଳ ଆଗରେ ରହିଥାନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ବନ୍ୟା ମୁକାବିଲା ଲାଗି ଆଜି ଦିନ ୧୧ଟାରେ ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବନ୍ୟାର ସ୍ଥିତି, ପ୍ରଶାସନର ପଦକ୍ଷେପ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ମହାନଦୀ ଫୁଲୁଥିବା ବେଳେ ଏହାର ପାର୍ଶ୍ବବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବନ୍ୟା ଅବସ୍ଥା ସୃଷ୍ଟି ହୋଇଛି। ଏହାକୁ ନଜରରେ ରଖି ପ୍ରଶାସନ କ’ଣ ପଦକ୍ଷେପ ଗ୍ରହଣ କରିଛି, ରିଲିଫ କାର୍ଯ୍ଯ ଆଦି ସମ୍ପର୍କରେ ବୈଠକରେ ସମୀକ୍ଷା ହେବ । ଏହି ବୈଠକରେ ବହୁ ବରିଷ୍ଠ ପଦାଧିକାରୀ ଯୋଗଦେବେ । ବନ୍ୟାରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ ଆଦି ଜିଲ୍ଲା ଅଧିକ ପ୍ରଭାବିତ ହେବ ବୋଲି ଅନୁମାନ କରାଯାିଛି । ପୁରୀ ଜିଲ୍ଲାର ଭାର୍ଗବୀ, ଲୁଣା, ଦୟା ଓ ଦେବୀ ନଦୀରେ ବନ୍ୟା ଆଶଙ୍କା ରହିଛି ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

16 Aug 2022 By The Sakala

ବନ୍ୟା ମୁକାବିଲା: ଆଜି ରାଜ୍ୟରେ ବନ୍ୟା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିପର୍ଯ୍ଯୟ ମୁକବିଲାରେ ସବୁବେଳ ଆଗରେ ରହିଥାନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ବନ୍ୟା ମୁକାବିଲା ଲାଗି ଆଜି ଦିନ ୧୧ଟାରେ ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବନ୍ୟାର ସ୍ଥିତି, ପ୍ରଶାସନର ପଦକ୍ଷେପ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ମହାନଦୀ ଫୁଲୁଥିବା ବେଳେ ଏହାର ପାର୍ଶ୍ବବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବନ୍ୟା ଅବସ୍ଥା ସୃଷ୍ଟି ହୋଇଛି। ଏହାକୁ ନଜରରେ ରଖି ପ୍ରଶାସନ କ’ଣ ପଦକ୍ଷେପ ଗ୍ରହଣ କରିଛି, ରିଲିଫ କାର୍ଯ୍ଯ ଆଦି ସମ୍ପର୍କରେ ବୈଠକରେ ସମୀକ୍ଷା ହେବ । ଏହି ବୈଠକରେ ବହୁ ବରିଷ୍ଠ ପଦାଧିକାରୀ ଯୋଗଦେବେ । ବନ୍ୟାରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ ଆଦି ଜିଲ୍ଲା ଅଧିକ ପ୍ରଭାବିତ ହେବ ବୋଲି ଅନୁମାନ କରାଯାିଛି । ପୁରୀ ଜିଲ୍ଲାର ଭାର୍ଗବୀ, ଲୁଣା, ଦୟା ଓ ଦେବୀ ନଦୀରେ ବନ୍ୟା ଆଶଙ୍କା ରହିଛି ।

https://www.thesakala.in/latest-odisha-news/cm-will-review-the-flood-situation-in-the-state/article-14163
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର