ରେଳବାଇ ଭର୍ତ୍ତି ବୋର୍ଡ (ଆରଆରବି) ପରୀକ୍ଷା ପାଇଁ ସ୍ୱତନ୍ତ୍ର ଟ୍ରେନ୍, ଜାଣନ୍ତୁ କେଉଁଠୁ ଚାଲିବ ପରୀକ୍ଷା ସ୍ପେଶାଲ୍ ଟ୍ରେନ୍‌

The Sakala Picture
Published On

ଭୁବନେଶ୍ବର : ରେଳବାଇ ନିଯୁକ୍ତି ବୋର୍ଡ (ଆରଆରବି) ପରୀକ୍ଷା ପାଇଁ ଆଶାୟୀ ପରୀକ୍ଷରଥୀ ମାନଙ୍କ ସୁବିଧା ପାଇଁ ରେଳବାଇ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଛି। ବିଭିନ୍ନ ସହରରେ କମ୍ପୁଟରୀକୃତ (ସିବିଟି) ପରୀକ୍ଷା ହେବାକୁ ଯାଉଥିବାରୁ ଆରଆରବି ପରୀକ୍ଷା ପ୍ରାର୍ଥୀଙ୍କ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ଯୋଜନା କରାଯାଇଛି | ହଟିଆ-କଟକ ପରୀକ୍ଷା ବିଶେଷ ଟ୍ରେନ : ୦୮୦୪୬/୦୮୦୪୫ ହଟିଆ-କଟକ-ହଟିଆ ପରୀକ୍ଷା ସ୍ପେଶାଲ୍ ହଟିଆରୁ ୨୨ ଏବଂ ୨୪ ଅଗଷ୍ଟ ୨୦୨୨ ଦିନ ଅପରାହ୍ନ […]

ଭୁବନେଶ୍ବର : ରେଳବାଇ ନିଯୁକ୍ତି ବୋର୍ଡ (ଆରଆରବି) ପରୀକ୍ଷା ପାଇଁ ଆଶାୟୀ ପରୀକ୍ଷରଥୀ ମାନଙ୍କ ସୁବିଧା ପାଇଁ ରେଳବାଇ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଛି। ବିଭିନ୍ନ ସହରରେ କମ୍ପୁଟରୀକୃତ (ସିବିଟି) ପରୀକ୍ଷା ହେବାକୁ ଯାଉଥିବାରୁ ଆରଆରବି ପରୀକ୍ଷା ପ୍ରାର୍ଥୀଙ୍କ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ଯୋଜନା କରାଯାଇଛି |

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

ହଟିଆ-କଟକ ପରୀକ୍ଷା ବିଶେଷ ଟ୍ରେନ : ୦୮୦୪୬/୦୮୦୪୫ ହଟିଆ-କଟକ-ହଟିଆ ପରୀକ୍ଷା ସ୍ପେଶାଲ୍ ହଟିଆରୁ ୨୨ ଏବଂ ୨୪ ଅଗଷ୍ଟ ୨୦୨୨ ଦିନ ଅପରାହ୍ନ ୪ଘ.୫୦ମି.ରେ ଛାଡିବାକୁ ଥିବାବେଳେ ଫେରିବା ମାର୍ଗରେ ଏହା କଟକ ଠାରୁ ୨୩ ଓ ୨୫ ଅଗଷ୍ଟ, ୨୦୨୨ ଦିନ ରାତ୍ର ୯ଘ.୪୦ମି.ରେ ଛାଡି ହଟିଆ ଯାତ୍ରା କରିବ । ଏହି ଟ୍ରେନ ଉଭୟ ପାର୍ଶ୍ୱରୁ ହଟିଆ ଓ କଟକ ମଧ୍ୟରେ ରାଉରକେଲା, ଝାରସୁଗୁଡା, ସମ୍ବଲପୁର ସିଟି, ଅନୁଗୁଳ ଓ ଢେଙ୍କାନାଳ ଷ୍ଟେସନ ମାନଙ୍କରେ ରହଣି କରିବାକୁ ଥିବାବେଳେ ଏଥିରେ ଦୁଇଟି ଏସି -୩ ଟାୟାର୍, ଚାରିଟି ସ୍ଲିପର୍ କ୍ଲାସ୍, ତିନିଟି ଦ୍ଵିତୀୟ ଶ୍ରେଣୀ ଚେୟାର୍ କାର୍, ପାଞ୍ଚଟି ସାଧାରଣ ଦ୍ଵିତୀୟ ଶ୍ରେଣୀ ଏବଂ ଦୁଇଟି ଗାର୍ଡ ତଥା ଲଗେଜ୍ ଭ୍ୟାନ୍ ଉପଲବ୍ଧ ରହିଛି।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର