ଯୁକ୍ତ ଦୁଇରେ ଗତ ବର୍ଷ ଭଳି ଏଥର ମଧ୍ଯ ହେବ ତ୍ରୈମାସିକ ପରୀକ୍ଷା

The Sakala Picture
Published On

ଭୁବନେଶ୍ୱର: ଏଥର ଯୁକ୍ତ ଦୁଇରେ ଗତ ବର୍ଷ ଭଳି ତ୍ରୈମାସିକ ବା କ୍ଵାଟର ଏଣ୍ଡ ପରୀକ୍ଷା ଅନୁଷ୍ଠିତ ହେବ। ଗଣଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଜୁନ ୧୮ ରୁ କଲେଜ ଖୋଲିଥିଲେ ସୁଦ୍ଧା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କ୍ଵାଟର ଏଣ୍ଡ ପରୀକ୍ଷା ହେବ ନା ନାହିଁ ସ୍ପଷ୍ଟ କରି ନ ଥିଲା। ଫଳରେ ପିଲାମାନେ ଚିନ୍ତାରେ ଥିଲେ। ଆଜି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଥିଓରୀ ପାଇଁ […]

ଭୁବନେଶ୍ୱର: ଏଥର ଯୁକ୍ତ ଦୁଇରେ ଗତ ବର୍ଷ ଭଳି ତ୍ରୈମାସିକ ବା କ୍ଵାଟର ଏଣ୍ଡ ପରୀକ୍ଷା ଅନୁଷ୍ଠିତ ହେବ। ଗଣଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଜୁନ ୧୮ ରୁ କଲେଜ ଖୋଲିଥିଲେ ସୁଦ୍ଧା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କ୍ଵାଟର ଏଣ୍ଡ ପରୀକ୍ଷା ହେବ ନା ନାହିଁ ସ୍ପଷ୍ଟ କରି ନ ଥିଲା। ଫଳରେ ପିଲାମାନେ ଚିନ୍ତାରେ ଥିଲେ। ଆଜି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଥିଓରୀ ପାଇଁ ୨୦ ଓ ପ୍ରାକ୍ଟିକାଲ ପାଇଁ ୧୦ ମାର୍କ ର ପରୀକ୍ଷା ହେବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଖୁବ୍ ଶୀଘ୍ର CHSE ପରୀକ୍ଷା ଡେଟ ଘୋଷଣା କରିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

23 Aug 2022 By The Sakala

ଯୁକ୍ତ ଦୁଇରେ ଗତ ବର୍ଷ ଭଳି ଏଥର ମଧ୍ଯ ହେବ ତ୍ରୈମାସିକ ପରୀକ୍ଷା

ଭୁବନେଶ୍ୱର: ଏଥର ଯୁକ୍ତ ଦୁଇରେ ଗତ ବର୍ଷ ଭଳି ତ୍ରୈମାସିକ ବା କ୍ଵାଟର ଏଣ୍ଡ ପରୀକ୍ଷା ଅନୁଷ୍ଠିତ ହେବ। ଗଣଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଜୁନ ୧୮ ରୁ କଲେଜ ଖୋଲିଥିଲେ ସୁଦ୍ଧା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କ୍ଵାଟର ଏଣ୍ଡ ପରୀକ୍ଷା ହେବ ନା ନାହିଁ ସ୍ପଷ୍ଟ କରି ନ ଥିଲା। ଫଳରେ ପିଲାମାନେ ଚିନ୍ତାରେ ଥିଲେ। ଆଜି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଥିଓରୀ ପାଇଁ ୨୦ ଓ ପ୍ରାକ୍ଟିକାଲ ପାଇଁ ୧୦ ମାର୍କ ର ପରୀକ୍ଷା ହେବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଖୁବ୍ ଶୀଘ୍ର CHSE ପରୀକ୍ଷା ଡେଟ ଘୋଷଣା କରିବ ବୋଲି ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର