କୋରାପୁଟ ଦେଓମାଳିରେ ୧୪୪ ଧାରା ଲାଗୁ, ଆସନ୍ତା ୬୦ ଦିନ ଯାଏଁ ରହିବ ବଳବତ୍ତର

The Sakala Picture
Published On

କୋରାପୁଟ: ରାତି ୯ରୁ ସକାଳ ୮ ପର୍ଯ୍ୟନ୍ତ କୋରାପୁଟର ଦେଓମାଳିରେ ୧୪୪ ଧାରା ଲାଗୁ କରିବାକୁ ଜିଲ୍ଲାପାଳ ଅବଦଲ୍ ଏମ୍ ଅଖତର ଘୋଷଣା କରିଛନ୍ତି। ସୋମବାର ମଧ୍ୟରାତ୍ରୀରୁ ଏହାକୁ କାର୍ଯ୍ୟକାରୀ କରାଯିବାକୁ ସେ ନିର୍ଦ୍ଦେଶ ଜାରି କରିଛନ୍ତି । ଆଜିଠାରୁ ଦୁଇମାସ ଯାଏଁ ଏହା ବଳବତର ରହିବ । କିଛି ବାହାର ପର୍ଯ୍ୟଟକ ଓ ଅସାମାଜିକ ଲୋକ ଦେଓମାଳିରେ ରାତ୍ରୀଯାପନ କରିବା ଓ ବିଳମ୍ବିତ ରାତି ଯାଏ ସେଠାରେ ରହି ଓଡ଼ିଶା ସରକାର ତଥା ଜିଲ୍ଲା ପ୍ରଶାସନ […]

କୋରାପୁଟ: ରାତି ୯ରୁ ସକାଳ ୮ ପର୍ଯ୍ୟନ୍ତ କୋରାପୁଟର ଦେଓମାଳିରେ ୧୪୪ ଧାରା ଲାଗୁ କରିବାକୁ ଜିଲ୍ଲାପାଳ ଅବଦଲ୍ ଏମ୍ ଅଖତର ଘୋଷଣା କରିଛନ୍ତି। ସୋମବାର ମଧ୍ୟରାତ୍ରୀରୁ ଏହାକୁ କାର୍ଯ୍ୟକାରୀ କରାଯିବାକୁ ସେ ନିର୍ଦ୍ଦେଶ ଜାରି କରିଛନ୍ତି । ଆଜିଠାରୁ ଦୁଇମାସ ଯାଏଁ ଏହା ବଳବତର ରହିବ । କିଛି ବାହାର ପର୍ଯ୍ୟଟକ ଓ ଅସାମାଜିକ ଲୋକ ଦେଓମାଳିରେ ରାତ୍ରୀଯାପନ କରିବା ଓ ବିଳମ୍ବିତ ରାତି ଯାଏ ସେଠାରେ ରହି ଓଡ଼ିଶା ସରକାର ତଥା ଜିଲ୍ଲା ପ୍ରଶାସନ ଦ୍ୱାରା କରାଯାଇଥିବା ଉନ୍ନୟନ କାର୍ୟ୍ୟ ଓ ସରକାରୀ ସମ୍ପତ୍ତିର କ୍ଷତି କରୁଥିବାରୁ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତି ନେଇଛନ୍ତି । ସୋମବାର ମଧ୍ୟରାତ୍ରୀରୁ ଏହା କାର୍ୟ୍ୟକାରୀ ହେବାକୁ ଥିବା ବେଳେ ଏସ୍ପି ଓ କୋରାପୁଟ ଉପଜିଲ୍ଲାପାଳଙ୍କୁ କାର୍ୟ୍ୟକ୍ଷମ କରିବା ଦାୟିତ୍ୱ ଦିଆଯାଇଛି। ଏହା ଆସନ୍ତା ୬୦ ଦିନ ଯାଏ ବଳବତ୍ତର ରହିବ ବୋଲି ଜଣାପଡ଼ିଛି। ତେବେ ଏହି ନିର୍ଦ୍ଦେଶ ଏକ୍କ୍ୟୁଟିଭ୍ ମାଜିଷ୍ଟ୍ରେଟ୍, ପୁଲିସ୍ କିମ୍ବା ପ୍ରଶାସନିକ ଅଧିକାରୀ ଓ କର୍ମଚାରୀମାନଙ୍କ ନିମନ୍ତେ ଦାୟିତ୍ୱ ସମ୍ପାଦନ ସମୟରେ ଲାଗୁ ହେବ ନାହିଁ ବୋଲି ସ୍ପଷ୍ଟ ନିର୍ଦ୍ଦେଶ ରହିଛି । ଯଦି କୌଣସି ବ୍ୟକ୍ତି ଏହି ନିର୍ଦ୍ଦେଶ ଅମାନ୍ୟ କରନ୍ତି ତେବେ ତାଙ୍କ ନାମରେ ଅପରାଧିକ ମାମଲା ରୁଜୁ କରାଯିବାକୁ ଚେତାବନୀ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ସରିଥିଲା ନିର୍ବନ୍ଧ, ବିବାହର କିଛି ଦିନ ପୂର୍ବରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା

22 Nov 2022 By The Sakala

କୋରାପୁଟ ଦେଓମାଳିରେ ୧୪୪ ଧାରା ଲାଗୁ, ଆସନ୍ତା ୬୦ ଦିନ ଯାଏଁ ରହିବ ବଳବତ୍ତର

କୋରାପୁଟ: ରାତି ୯ରୁ ସକାଳ ୮ ପର୍ଯ୍ୟନ୍ତ କୋରାପୁଟର ଦେଓମାଳିରେ ୧୪୪ ଧାରା ଲାଗୁ କରିବାକୁ ଜିଲ୍ଲାପାଳ ଅବଦଲ୍ ଏମ୍ ଅଖତର ଘୋଷଣା କରିଛନ୍ତି। ସୋମବାର ମଧ୍ୟରାତ୍ରୀରୁ ଏହାକୁ କାର୍ଯ୍ୟକାରୀ କରାଯିବାକୁ ସେ ନିର୍ଦ୍ଦେଶ ଜାରି କରିଛନ୍ତି । ଆଜିଠାରୁ ଦୁଇମାସ ଯାଏଁ ଏହା ବଳବତର ରହିବ । କିଛି ବାହାର ପର୍ଯ୍ୟଟକ ଓ ଅସାମାଜିକ ଲୋକ ଦେଓମାଳିରେ ରାତ୍ରୀଯାପନ କରିବା ଓ ବିଳମ୍ବିତ ରାତି ଯାଏ ସେଠାରେ ରହି ଓଡ଼ିଶା ସରକାର ତଥା ଜିଲ୍ଲା ପ୍ରଶାସନ ଦ୍ୱାରା କରାଯାଇଥିବା ଉନ୍ନୟନ କାର୍ୟ୍ୟ ଓ ସରକାରୀ ସମ୍ପତ୍ତିର କ୍ଷତି କରୁଥିବାରୁ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତି ନେଇଛନ୍ତି । ସୋମବାର ମଧ୍ୟରାତ୍ରୀରୁ ଏହା କାର୍ୟ୍ୟକାରୀ ହେବାକୁ ଥିବା ବେଳେ ଏସ୍ପି ଓ କୋରାପୁଟ ଉପଜିଲ୍ଲାପାଳଙ୍କୁ କାର୍ୟ୍ୟକ୍ଷମ କରିବା ଦାୟିତ୍ୱ ଦିଆଯାଇଛି। ଏହା ଆସନ୍ତା ୬୦ ଦିନ ଯାଏ ବଳବତ୍ତର ରହିବ ବୋଲି ଜଣାପଡ଼ିଛି। ତେବେ ଏହି ନିର୍ଦ୍ଦେଶ ଏକ୍କ୍ୟୁଟିଭ୍ ମାଜିଷ୍ଟ୍ରେଟ୍, ପୁଲିସ୍ କିମ୍ବା ପ୍ରଶାସନିକ ଅଧିକାରୀ ଓ କର୍ମଚାରୀମାନଙ୍କ ନିମନ୍ତେ ଦାୟିତ୍ୱ ସମ୍ପାଦନ ସମୟରେ ଲାଗୁ ହେବ ନାହିଁ ବୋଲି ସ୍ପଷ୍ଟ ନିର୍ଦ୍ଦେଶ ରହିଛି । ଯଦି କୌଣସି ବ୍ୟକ୍ତି ଏହି ନିର୍ଦ୍ଦେଶ ଅମାନ୍ୟ କରନ୍ତି ତେବେ ତାଙ୍କ ନାମରେ ଅପରାଧିକ ମାମଲା ରୁଜୁ କରାଯିବାକୁ ଚେତାବନୀ ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର