ଡିସେମ୍ବର ୨୭ରୁ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

The Sakala Picture
Published On

ବରଗଡ଼: ଡିସେମ୍ବର ୨୭ ତାରିଖରୁ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଡିସେମ୍ବର ୨୭ରୁ ଆରମ୍ଭ ହୋଇ ଜାନୁୟାରୀ ୬ ତାରିଖ ଯାଏ ଚାଲିବ ଏହି ଧନୁଯାତ୍ରା । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକ ରଗଡ଼ ଜ଼ୀଲ୍ଲାପାଳ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଧନୁଯାତ୍ରା କମିଟି, ଜ଼ୀଲ୍ଲା ପ୍ରଶାସନ ତଥା ବରଗଡ଼ର ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସର୍ବସମ୍ମତି କ୍ରମେ ଏହି ତାରିଖ ଧାର୍ଯ୍ଯ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

24 Aug 2022 By The Sakala

ଡିସେମ୍ବର ୨୭ରୁ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ବରଗଡ଼: ଡିସେମ୍ବର ୨୭ ତାରିଖରୁ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଡିସେମ୍ବର ୨୭ରୁ ଆରମ୍ଭ ହୋଇ ଜାନୁୟାରୀ ୬ ତାରିଖ ଯାଏ ଚାଲିବ ଏହି ଧନୁଯାତ୍ରା । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକ ରଗଡ଼ ଜ଼ୀଲ୍ଲାପାଳ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଧନୁଯାତ୍ରା କମିଟି, ଜ଼ୀଲ୍ଲା ପ୍ରଶାସନ ତଥା ବରଗଡ଼ର ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସର୍ବସମ୍ମତି କ୍ରମେ ଏହି ତାରିଖ ଧାର୍ଯ୍ଯ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର