ମାଆ ସମଲେଇ ପୀଠର ବିକାଶ କାର୍ଯ୍ୟର ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ

The Sakala Picture
Published On

ସମ୍ବଲପୁର: ପଶ୍ଚିମ ଓଡିଶାବାସୀଙ୍କ ଆଶା ଓ ବିଶ୍ବାସର କେନ୍ଦ୍ରସ୍ଥଳୀ ତଥା ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ବରୀଙ୍କ ପୀଠର ବିକାଶ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭିକେ ପାଣ୍ଡିଆନ୍ । ଏଥିସହିତ ମା’ ସମଲେଶ୍ବରୀଙ୍କୁ ଦର୍ଶନ କରି ଆର୍ଶିବାଦ ନେଇଛନ୍ତି। ମନ୍ଦିର ସୌନ୍ଦଯ୍ୟକରଣର ସମୀକ୍ଷା କରିଛନ୍ତି ଉଭୟ ସଚିବ । ଆସନ୍ତାବର୍ଷ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କର ଏହି ଡ୍ରିମ ପ୍ରୋଜେକ୍ଟକୁ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ରିଂ […]

ସମ୍ବଲପୁର: ପଶ୍ଚିମ ଓଡିଶାବାସୀଙ୍କ ଆଶା ଓ ବିଶ୍ବାସର କେନ୍ଦ୍ରସ୍ଥଳୀ ତଥା ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ବରୀଙ୍କ ପୀଠର ବିକାଶ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭିକେ ପାଣ୍ଡିଆନ୍ । ଏଥିସହିତ ମା’ ସମଲେଶ୍ବରୀଙ୍କୁ ଦର୍ଶନ କରି ଆର୍ଶିବାଦ ନେଇଛନ୍ତି।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ମନ୍ଦିର ସୌନ୍ଦଯ୍ୟକରଣର ସମୀକ୍ଷା କରିଛନ୍ତି ଉଭୟ ସଚିବ । ଆସନ୍ତାବର୍ଷ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କର ଏହି ଡ୍ରିମ ପ୍ରୋଜେକ୍ଟକୁ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ରିଂ ରୋଡଠାରୁ ଆରମ୍ଭ କରି ନୂତନ ମନ୍ଦିର ବେଢା ନିର୍ମାଣ, ପାର୍କିଂସ୍ଥଳୀ, ସୁଇମିଂ ପୁଲ ଓ ମନ୍ଦିର ଚାରିପାଖର ସୌନ୍ଦର୍ଯ୍ୟକରଣ ହେଉଛି । ପ୍ରଭାବିତ ହେବାକୁ ଥିବା ଜନବସତିକୁ ସ୍ଥାନାନ୍ତର କରି ଦୁର୍ଗାପାଲିର ଏକ କଲୋନୀରେ ଲୋକଙ୍କୁ ଥଇଥାନ କରାଯିବାର ବ୍ୟବସ୍ଥା ହୋଇଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ଏହା ପୂର୍ବରୁ ପ୍ରଥମେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ ଟି ସଚିବ ଭି.କେ ପାଣ୍ଡିଆନ୍ ଭିସୁଟ ଯାଇ ଏହାର ରୂପାନ୍ତରଣ ସମ୍ପର୍କରେ ଅନୁଧ୍ୟାନ କରିଥିଲେ । ଭିସୁଟର ବିକାଶ ପାଇଁ ଏକ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ । ଏଥିପାଇଁ ଖୁବଶୀଘ୍ର ମାଷ୍ଟରପ୍ଲାନ ପ୍ରସ୍ତୁତ କରାଯିବ । ଲୁଇସ ବାଳିକା ଉଚ୍ଚ ବିଦ୍ୟାଳୟ ମଧ୍ୟ ବୁଲି ଦେଖିଥିଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ । ସ୍କୁଲ ରେଜଲ୍ଟ ଭଲ ହେବା ନେଇ ଶିକ୍ଷକ ଓ ଛାତ୍ରଙ୍କଛାତ୍ରୀଙ୍କ ସହ ଆଲୋଚନା କରିଥିଲେ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

25 Aug 2022 By The Sakala

ମାଆ ସମଲେଇ ପୀଠର ବିକାଶ କାର୍ଯ୍ୟର ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ

ସମ୍ବଲପୁର: ପଶ୍ଚିମ ଓଡିଶାବାସୀଙ୍କ ଆଶା ଓ ବିଶ୍ବାସର କେନ୍ଦ୍ରସ୍ଥଳୀ ତଥା ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ବରୀଙ୍କ ପୀଠର ବିକାଶ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭିକେ ପାଣ୍ଡିଆନ୍ । ଏଥିସହିତ ମା’ ସମଲେଶ୍ବରୀଙ୍କୁ ଦର୍ଶନ କରି ଆର୍ଶିବାଦ ନେଇଛନ୍ତି।

ମନ୍ଦିର ସୌନ୍ଦଯ୍ୟକରଣର ସମୀକ୍ଷା କରିଛନ୍ତି ଉଭୟ ସଚିବ । ଆସନ୍ତାବର୍ଷ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କର ଏହି ଡ୍ରିମ ପ୍ରୋଜେକ୍ଟକୁ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ରିଂ ରୋଡଠାରୁ ଆରମ୍ଭ କରି ନୂତନ ମନ୍ଦିର ବେଢା ନିର୍ମାଣ, ପାର୍କିଂସ୍ଥଳୀ, ସୁଇମିଂ ପୁଲ ଓ ମନ୍ଦିର ଚାରିପାଖର ସୌନ୍ଦର୍ଯ୍ୟକରଣ ହେଉଛି । ପ୍ରଭାବିତ ହେବାକୁ ଥିବା ଜନବସତିକୁ ସ୍ଥାନାନ୍ତର କରି ଦୁର୍ଗାପାଲିର ଏକ କଲୋନୀରେ ଲୋକଙ୍କୁ ଥଇଥାନ କରାଯିବାର ବ୍ୟବସ୍ଥା ହୋଇଛି ।

ଏହା ପୂର୍ବରୁ ପ୍ରଥମେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ ଟି ସଚିବ ଭି.କେ ପାଣ୍ଡିଆନ୍ ଭିସୁଟ ଯାଇ ଏହାର ରୂପାନ୍ତରଣ ସମ୍ପର୍କରେ ଅନୁଧ୍ୟାନ କରିଥିଲେ । ଭିସୁଟର ବିକାଶ ପାଇଁ ଏକ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ । ଏଥିପାଇଁ ଖୁବଶୀଘ୍ର ମାଷ୍ଟରପ୍ଲାନ ପ୍ରସ୍ତୁତ କରାଯିବ । ଲୁଇସ ବାଳିକା ଉଚ୍ଚ ବିଦ୍ୟାଳୟ ମଧ୍ୟ ବୁଲି ଦେଖିଥିଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ । ସ୍କୁଲ ରେଜଲ୍ଟ ଭଲ ହେବା ନେଇ ଶିକ୍ଷକ ଓ ଛାତ୍ରଙ୍କଛାତ୍ରୀଙ୍କ ସହ ଆଲୋଚନା କରିଥିଲେ।

https://www.thesakala.in/latest-odisha-news/chief-secretary-and-5t-secretary-reviews-samaleswari-temple-developmental-work/article-14420
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର