ରାଜ୍ୟକୁ ଧାର୍ଯ୍ୟ ସମୟରେ ମିଳୁନି ସାର, କେନ୍ଦ୍ର ସାରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ଓଡିଶାକୁ ସାର ଯୋଗାଣ ବାବଦରେ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟକୁ ଆବଶ୍ୟକ ପରିମାଣର ସାର ମିଳୁନଥିବାରୁ ଉଦବୋଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ କେନ୍ଦ୍ର ସାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି ନବୀନ । ଚାଷୀମାନେ ସାର ନପାଇ ହନ୍ତସନ୍ତ ହେଉଛନ୍ତି । ଖରିଫ ଋତୁରେ ଡିଏପି ସାର ୩୧ ପ୍ରତିଶତ କମ ମିଳିଛି । ଚାଷୀଙ୍କ ହିତ […]

ଭୁବନେଶ୍ବର : ଓଡିଶାକୁ ସାର ଯୋଗାଣ ବାବଦରେ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟକୁ ଆବଶ୍ୟକ ପରିମାଣର ସାର ମିଳୁନଥିବାରୁ ଉଦବୋଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ କେନ୍ଦ୍ର ସାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି ନବୀନ । ଚାଷୀମାନେ ସାର ନପାଇ ହନ୍ତସନ୍ତ ହେଉଛନ୍ତି । ଖରିଫ ଋତୁରେ ଡିଏପି ସାର ୩୧ ପ୍ରତିଶତ କମ ମିଳିଛି । ଚାଷୀଙ୍କ ହିତ ପାଇଁ କେନ୍ଦ୍ର ସରକାର ଓଡ଼ିଶାର ମାସିକିଆ କୋଟା ସାର ଯୋଗାଇ ଦେଉ ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଆସନ୍ତା ୨୫ ପର୍ଯ୍ୟନ୍ତ ପ୍ରବଳ ତାତି ଓ ଗୁଳୁଗୁଳି, କାଁ ଭାଁ କାଳବୈଶାଖୀ କମାଇପାରିବନି ତାତି

କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଲେଖିଥିବା ଚିଠିରେ ନବୀନ ଲେଖିଛନ୍ତି ଯେ ଓଡ଼ିଶାକୁ ଚାହିଦା ଅନୁସାରେ ଏମଓପି ଏବଂ ଡିଏପି ସାର ମିଳିନି । ଜୁଲାଇ ଶେଷ ସୁଦ୍ଧା ରାଜ୍ୟକୁ ୪୭ ହଜାର ମେଟ୍ରିକ ଟନ ଡିଏପି ଏବଂ ୧ ହଜାର ମେଟ୍ରିକ ଟନ ଏମଓପି ସାର କମ୍ ମିଳିଛି । ରାଜ୍ୟରେ ଏବେ ଖରିଫ ଚାଲିଥିଲା ବେଳେ ଏ ସାରର ଚାହିଦା ଆକାଶଛୁଆଁ ରହିଛି । ଗତବର୍ଷ ରାଜ୍ୟ ୟାସ୍, ଜଓ୍ବାଦ ଓ ଗୁଲାବ ବାତ୍ୟା ପାଇଁ ଚାଷୀକୁଳ ବହୁ କ୍ଷତି ସହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଏଥର ଭଲ ଫସଲ ପାଇଁ ପାଣିପାଗ ଅନୁକୂଳ ଅଛି । ତେଣୁ ଅଗଷ୍ଟ ଓ ସେପଟେମ୍ବରରେ ଏମଓପି ଏବଂ ଡିଏପି ସାର ଅଧିକ ଦରକାର ହେବ । ଏଣୁ ଯଥାଶିଘ୍ର ରାଜ୍ୟକୁ ସାର ଯୋଗାଣ କରାଯାଉ ବୋଲି ନବୀନ ଦାବି କରିଛନ୍ତି ।

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

26 Aug 2022 By The Sakala

ରାଜ୍ୟକୁ ଧାର୍ଯ୍ୟ ସମୟରେ ମିଳୁନି ସାର, କେନ୍ଦ୍ର ସାରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡିଶାକୁ ସାର ଯୋଗାଣ ବାବଦରେ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟକୁ ଆବଶ୍ୟକ ପରିମାଣର ସାର ମିଳୁନଥିବାରୁ ଉଦବୋଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ କେନ୍ଦ୍ର ସାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି ନବୀନ । ଚାଷୀମାନେ ସାର ନପାଇ ହନ୍ତସନ୍ତ ହେଉଛନ୍ତି । ଖରିଫ ଋତୁରେ ଡିଏପି ସାର ୩୧ ପ୍ରତିଶତ କମ ମିଳିଛି । ଚାଷୀଙ୍କ ହିତ ପାଇଁ କେନ୍ଦ୍ର ସରକାର ଓଡ଼ିଶାର ମାସିକିଆ କୋଟା ସାର ଯୋଗାଇ ଦେଉ ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି।

କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଲେଖିଥିବା ଚିଠିରେ ନବୀନ ଲେଖିଛନ୍ତି ଯେ ଓଡ଼ିଶାକୁ ଚାହିଦା ଅନୁସାରେ ଏମଓପି ଏବଂ ଡିଏପି ସାର ମିଳିନି । ଜୁଲାଇ ଶେଷ ସୁଦ୍ଧା ରାଜ୍ୟକୁ ୪୭ ହଜାର ମେଟ୍ରିକ ଟନ ଡିଏପି ଏବଂ ୧ ହଜାର ମେଟ୍ରିକ ଟନ ଏମଓପି ସାର କମ୍ ମିଳିଛି । ରାଜ୍ୟରେ ଏବେ ଖରିଫ ଚାଲିଥିଲା ବେଳେ ଏ ସାରର ଚାହିଦା ଆକାଶଛୁଆଁ ରହିଛି । ଗତବର୍ଷ ରାଜ୍ୟ ୟାସ୍, ଜଓ୍ବାଦ ଓ ଗୁଲାବ ବାତ୍ୟା ପାଇଁ ଚାଷୀକୁଳ ବହୁ କ୍ଷତି ସହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଏଥର ଭଲ ଫସଲ ପାଇଁ ପାଣିପାଗ ଅନୁକୂଳ ଅଛି । ତେଣୁ ଅଗଷ୍ଟ ଓ ସେପଟେମ୍ବରରେ ଏମଓପି ଏବଂ ଡିଏପି ସାର ଅଧିକ ଦରକାର ହେବ । ଏଣୁ ଯଥାଶିଘ୍ର ରାଜ୍ୟକୁ ସାର ଯୋଗାଣ କରାଯାଉ ବୋଲି ନବୀନ ଦାବି କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର