ଦିଲ୍ଲୀରେ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ: ଓଡ଼ିଶାରେ ନିବେଶ ପାଇଁ ଶିଳ୍ପପତିଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଇନଭେଷ୍ଟର୍ସ ମିଟ୍। ମେକ୍ ଇନ୍ ଓଡ଼ିଶା ତୃତୀୟ ସଂସ୍କରଣରେ ନିବେଶ ପାଇଁ ଶିଳ୍ପପତିଙ୍କୁ ନିମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ବୈଠକ ଆରମ୍ଭ ହୋଇଛି। ପ୍ରଥମେ ୧୬ଟି ଦେଶର ରାଷ୍ଟ୍ରଦୁତଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି। ଏହି ଅବସରରେ ନିବେଶ ସହ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। କାହିଁକି ପୁଞ୍ଜିନିବେଶ ପାଇଁ ଓଡ଼ିଶା ଶ୍ରେଷ୍ଠ, ଏ ନେଇ ୧୬ଟି ଦେଶର ଆମ୍ବାସଡରଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି […]

ନୂଆଦିଲ୍ଲୀ: ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଇନଭେଷ୍ଟର୍ସ ମିଟ୍। ମେକ୍ ଇନ୍ ଓଡ଼ିଶା ତୃତୀୟ ସଂସ୍କରଣରେ ନିବେଶ ପାଇଁ ଶିଳ୍ପପତିଙ୍କୁ ନିମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ବୈଠକ ଆରମ୍ଭ ହୋଇଛି। ପ୍ରଥମେ ୧୬ଟି ଦେଶର ରାଷ୍ଟ୍ରଦୁତଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି। ଏହି ଅବସରରେ ନିବେଶ ସହ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। କାହିଁକି ପୁଞ୍ଜିନିବେଶ ପାଇଁ ଓଡ଼ିଶା ଶ୍ରେଷ୍ଠ, ଏ ନେଇ ୧୬ଟି ଦେଶର ଆମ୍ବାସଡରଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ଆସନ୍ତା ନଭେମ୍ବର ୩୦ ତାରିଖରୁ ଡିସେମ୍ବର ୪ ପର୍ଯ୍ଯନ୍ତ ମେକ ଇନ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣ ଆୟୋଜିତ ହେଉଛି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

କନକ୍ଲେଭରେ ବିଭିନ୍ନ ଦେଶରୁ ଅଧିକ ପୁଞ୍ଜି କିପରି ଓଡ଼ିଶାକୁ ଆସିବ ସେନେଇ ଗୁରୁତ୍ୱ ଦେଇଛନ୍ତି ନବୀନ । ଦେଶରେ ପୁଞ୍ଜିନିବେଶ କରିବା ପାଇଁ ଓଡ଼ିଶା ଉକୃଷ୍ଟ ସ୍ଥାନ ବୋଲି ଶିଳ୍ପପତିଙ୍କୁ ବୁଝାଇବେ ନବୀନ ଓ ବ୍ରିଗେଡ୍ । ଦିଲ୍ଲୀ ପରେ ମୁମ୍ବାଇରେ ସେପ୍ଟେମ୍ବର ୧୪ରେ ଇନଭେଷ୍ଟରର୍ସ ମିଟ୍‌ ହେବ । ଏଥିରେ ମୁଖ୍ୟମନ୍ତ୍ରୀ ଯୋଗ ଦେବା ସହ ଶିଳ୍ପପତିଙ୍କୁ ନିବେଶ ପାଇଁ ନିମନ୍ତ୍ରଣ କରିବେ । ୨୦୧୮ରେ ମଧ୍ୟ ଏହିଭଳି ଭାବେ ଏକ ବୈଠକ ହୋଇଥିଲା ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

31 Aug 2022 By The Sakala

ଦିଲ୍ଲୀରେ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ: ଓଡ଼ିଶାରେ ନିବେଶ ପାଇଁ ଶିଳ୍ପପତିଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଇନଭେଷ୍ଟର୍ସ ମିଟ୍। ମେକ୍ ଇନ୍ ଓଡ଼ିଶା ତୃତୀୟ ସଂସ୍କରଣରେ ନିବେଶ ପାଇଁ ଶିଳ୍ପପତିଙ୍କୁ ନିମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ବୈଠକ ଆରମ୍ଭ ହୋଇଛି। ପ୍ରଥମେ ୧୬ଟି ଦେଶର ରାଷ୍ଟ୍ରଦୁତଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି। ଏହି ଅବସରରେ ନିବେଶ ସହ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। କାହିଁକି ପୁଞ୍ଜିନିବେଶ ପାଇଁ ଓଡ଼ିଶା ଶ୍ରେଷ୍ଠ, ଏ ନେଇ ୧୬ଟି ଦେଶର ଆମ୍ବାସଡରଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ଆସନ୍ତା ନଭେମ୍ବର ୩୦ ତାରିଖରୁ ଡିସେମ୍ବର ୪ ପର୍ଯ୍ଯନ୍ତ ମେକ ଇନ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣ ଆୟୋଜିତ ହେଉଛି।

କନକ୍ଲେଭରେ ବିଭିନ୍ନ ଦେଶରୁ ଅଧିକ ପୁଞ୍ଜି କିପରି ଓଡ଼ିଶାକୁ ଆସିବ ସେନେଇ ଗୁରୁତ୍ୱ ଦେଇଛନ୍ତି ନବୀନ । ଦେଶରେ ପୁଞ୍ଜିନିବେଶ କରିବା ପାଇଁ ଓଡ଼ିଶା ଉକୃଷ୍ଟ ସ୍ଥାନ ବୋଲି ଶିଳ୍ପପତିଙ୍କୁ ବୁଝାଇବେ ନବୀନ ଓ ବ୍ରିଗେଡ୍ । ଦିଲ୍ଲୀ ପରେ ମୁମ୍ବାଇରେ ସେପ୍ଟେମ୍ବର ୧୪ରେ ଇନଭେଷ୍ଟରର୍ସ ମିଟ୍‌ ହେବ । ଏଥିରେ ମୁଖ୍ୟମନ୍ତ୍ରୀ ଯୋଗ ଦେବା ସହ ଶିଳ୍ପପତିଙ୍କୁ ନିବେଶ ପାଇଁ ନିମନ୍ତ୍ରଣ କରିବେ । ୨୦୧୮ରେ ମଧ୍ୟ ଏହିଭଳି ଭାବେ ଏକ ବୈଠକ ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର