ଆଜି ପ୍ରକୃତିର ପାର୍ବଣ ନୂଆଁଖାଇ : ଶୁଭେଚ୍ଛା ଜଣାଇ​ଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ନୂଆଁଖାଇ ହେଉଛି କୃଷି ଓ କୃଷକର ପର୍ବ। ନୂଆଁଖାଇକୁ ନବାନ୍ନ ଭାବେ ମଧ୍ୟ ଜଣାଯାଏ । ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର। ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା ସମଲେଇଙ୍କ ନିକଟରେ ପଶ୍ଚିମଓଡ଼ିଶା ତଥା ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି ନବୀନ । ମା ସମଲେଇ ସମସ୍ତଙ୍କୁ ଖୁସିରେ ରଖନ୍ତୁ ଏହାହିଁ କାମନା କରିଛନ୍ତି । ଆଜି ଦିନ ୧୦ଟା ୫୬ ରୁ ୧୧ଟା […]

ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ନୂଆଁଖାଇ ହେଉଛି କୃଷି ଓ କୃଷକର ପର୍ବ। ନୂଆଁଖାଇକୁ ନବାନ୍ନ ଭାବେ ମଧ୍ୟ ଜଣାଯାଏ । ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର। ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା ସମଲେଇଙ୍କ ନିକଟରେ ପଶ୍ଚିମଓଡ଼ିଶା ତଥା ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି ନବୀନ । ମା ସମଲେଇ ସମସ୍ତଙ୍କୁ ଖୁସିରେ ରଖନ୍ତୁ ଏହାହିଁ କାମନା କରିଛନ୍ତି । ଆଜି ଦିନ ୧୦ଟା ୫୬ ରୁ ୧୧ଟା ୧୦ ମଧ୍ୟରେ ମା ସମଲେଶ୍ୱରୀଙ୍କ ନିକଟରେ ନୂଆଁ ଲାଗି ହେବ। ପରେ ପରିବାର ସହ ଏକାଠି ନୂଆ ଖାଇବେ ସମଗ୍ର ପଶ୍ଚିମ ଓଡ଼ିଶାବାସୀ। ମା ସମଲେଶ୍ୱରୀଙ୍କ ନିକଟରେ ନୂଆଲାଗି ହେବାପରେ ଦିନ ୧୨ଟା ୩୦ ପରେ ସମଲେଶ୍ୱରୀ ମାଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

01 Sep 2022 By The Sakala

ଆଜି ପ୍ରକୃତିର ପାର୍ବଣ ନୂଆଁଖାଇ : ଶୁଭେଚ୍ଛା ଜଣାଇ​ଲେ ମୁଖ୍ୟମନ୍ତ୍ରୀ

ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ନୂଆଁଖାଇ ହେଉଛି କୃଷି ଓ କୃଷକର ପର୍ବ। ନୂଆଁଖାଇକୁ ନବାନ୍ନ ଭାବେ ମଧ୍ୟ ଜଣାଯାଏ । ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର। ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା ସମଲେଇଙ୍କ ନିକଟରେ ପଶ୍ଚିମଓଡ଼ିଶା ତଥା ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି ନବୀନ । ମା ସମଲେଇ ସମସ୍ତଙ୍କୁ ଖୁସିରେ ରଖନ୍ତୁ ଏହାହିଁ କାମନା କରିଛନ୍ତି । ଆଜି ଦିନ ୧୦ଟା ୫୬ ରୁ ୧୧ଟା ୧୦ ମଧ୍ୟରେ ମା ସମଲେଶ୍ୱରୀଙ୍କ ନିକଟରେ ନୂଆଁ ଲାଗି ହେବ। ପରେ ପରିବାର ସହ ଏକାଠି ନୂଆ ଖାଇବେ ସମଗ୍ର ପଶ୍ଚିମ ଓଡ଼ିଶାବାସୀ। ମା ସମଲେଶ୍ୱରୀଙ୍କ ନିକଟରେ ନୂଆଲାଗି ହେବାପରେ ଦିନ ୧୨ଟା ୩୦ ପରେ ସମଲେଶ୍ୱରୀ ମାଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ।

https://www.thesakala.in/latest-odisha-news/today-pravan-nuukhai-the-chief-minister-expressed-his-greetings/article-14599
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର