ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ଯବାନ ଗୁରୁତର

The Sakala Picture
Published On

ମାଲକନଗିରି: ରବିବାର ମାଲକନଗିରି ଜିଲ୍ଲାରେ କମ୍ବିଂ ଅପରେସନ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ଯବାନ ଆହତ ହୋଇଛନ୍ତି। ଆଜି ସକାଳୁ ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ମାଥିଲି ବ୍ଲକର କର୍ତନପଲ୍ଲୀ ଗୋଗପଦର ଗାଁ ନିକଟସ୍ଥ ଜଙ୍ଗଲରେ  ବିଏସଏଫ ବଟାଲିଅନ ପକ୍ଷରୁ କମ୍ବିଂ ଅପରେସନ ଚାଲିଥିଲା। ଏହି ସମୟରେ ନକ୍ସଲଙ୍କ ଦ୍ୱାରା ଖଞ୍ଜାଯାଇଥିବା ଲ୍ୟାଣ୍ଡମାଇନରେ ବିସ୍ଫୋରଣ ଘଟିଥିଲା। ଗୁରୁତର ହୋଇଥିବା ଯବାନ ଜଣଙ୍କ ନାଁ ଧର୍ମେନ୍ଦ୍ର ସାହୁ ବୋଲି ଜଣାପଡିଛି। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କାରାଯାଇଛି। ବିସ୍ଫୋରଣ […]

ମାଲକନଗିରି: ରବିବାର ମାଲକନଗିରି ଜିଲ୍ଲାରେ କମ୍ବିଂ ଅପରେସନ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ଯବାନ ଆହତ ହୋଇଛନ୍ତି। ଆଜି ସକାଳୁ ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ମାଥିଲି ବ୍ଲକର କର୍ତନପଲ୍ଲୀ ଗୋଗପଦର ଗାଁ ନିକଟସ୍ଥ ଜଙ୍ଗଲରେ  ବିଏସଏଫ ବଟାଲିଅନ ପକ୍ଷରୁ କମ୍ବିଂ ଅପରେସନ ଚାଲିଥିଲା। ଏହି ସମୟରେ ନକ୍ସଲଙ୍କ ଦ୍ୱାରା ଖଞ୍ଜାଯାଇଥିବା ଲ୍ୟାଣ୍ଡମାଇନରେ ବିସ୍ଫୋରଣ ଘଟିଥିଲା। ଗୁରୁତର ହୋଇଥିବା ଯବାନ ଜଣଙ୍କ ନାଁ ଧର୍ମେନ୍ଦ୍ର ସାହୁ ବୋଲି ଜଣାପଡିଛି। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କାରାଯାଇଛି। ବିସ୍ଫୋରଣ ତାଙ୍କ ଗୋଡଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ସେପଟେ ଘଟଣାସ୍ଥଳରେ ପୁଲିସ ଓ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର