ମନୋରଞ୍ଜନ
ଓଡ଼ିଶା
ଉତ୍କଳ ବିଶ୍ୱବିଦ୍ୟାଳୟରେ କରୋନା, ୪ ଛାତ୍ର କରୋନା ପଜିଟିଭ୍
ଭୁବନେଶ୍ୱର: ରାଜଧାନୀର ଉତ୍କଳ ବିଶ୍ୱବିଦ୍ୟାଳୟରେ ପଶିଲା କରୋନା । ୪ ଜଣ ଛତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ସୋସିଓଲୋଜି ବିଭାଗର ଜଣେ ଛାତ୍ର କରୋନା ସଂକ୍ରମିତ ହେବାର ଗୋଟିଏ ଦିନ ପରେ ଆଉ ୪ ଜଣ ଛାତ୍ର କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ସୂଚନାନୁସାରେ, ନୂତନ ରୋଗୀମାନେ ରସାୟନ ବିଜ୍ଞାନ (୨), ଏମସିଏ (୧) ଏବଂ ଅର୍ଥନୀତି ବିଭାଗରୁ (୧) ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ସେମାନଙ୍କ […]
ଭୁବନେଶ୍ୱର: ରାଜଧାନୀର ଉତ୍କଳ ବିଶ୍ୱବିଦ୍ୟାଳୟରେ ପଶିଲା କରୋନା । ୪ ଜଣ ଛତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି।
ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି
ସୋସିଓଲୋଜି ବିଭାଗର ଜଣେ ଛାତ୍ର କରୋନା ସଂକ୍ରମିତ ହେବାର ଗୋଟିଏ ଦିନ ପରେ ଆଉ ୪ ଜଣ ଛାତ୍ର କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି।
ସୂଚନାନୁସାରେ, ନୂତନ ରୋଗୀମାନେ ରସାୟନ ବିଜ୍ଞାନ (୨), ଏମସିଏ (୧) ଏବଂ ଅର୍ଥନୀତି ବିଭାଗରୁ (୧) ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ସେମାନଙ୍କ ମଧ୍ୟରୁ ୨ ଜଣ ଗୋପାବନ୍ଧୁ ବଏଜ୍ ହଷ୍ଟେଲର ଅନ୍ତେବାସୀ ଅଛନ୍ତି।






