ଶାନ୍ତିପୂର୍ଣ୍ଣ ନିର୍ବାଚନକୁ ଗୁରୁତ୍ୱ: ପିପିଲି ଉପନିର୍ବାଚନରେ ମୁତୟନ ହେବେ ୩ ପ୍ଲାଟୁନ୍ କେନ୍ଦ୍ରୀୟ ଫୋର୍ସ ଓ ୨୯ ପ୍ଲାଟୁନ୍ OSAP‌

The Sakala Picture
Published On

ପୁରୀ: ପିପିଲି ଉପନିର୍ବାଚନକୁ ଆଉ ୪ଦିନ ବାକିଥିବା ବେଳେ ଆଜି ପିପିଲିରେ ଆଇନଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୁଲିସ ଡିଜି ଅଭୟ। ଶାନ୍ତିପୂର୍ଣ୍ଣ ନିର୍ବାଚନ ଉପରେ ଗୁରୁତ୍ୱ ଦିଆଯାଇଛି । ପିପିଲି ଉପନିର୍ବାଚନରେ ୩ ପ୍ଲାଟୁନ୍ କେନ୍ଦ୍ରୀୟ ଫୋର୍ସ ଓ ୨୯ ପ୍ଲାଟୁନ୍‌  OSAP ମୁତୟନ ରହିବେ । ସୁରକ୍ଷା ଦୃଷ୍ଟିରୁ ପିପିଲି ନିର୍ବାଚନ ମଣ୍ଡଳୀକୁ ଏକାଧିକ ଜୋନ୍‌ରେ ବିଭକ୍ତ କରାଯାଇଛି ବୋଲି ପୁଲିସି ଡିଜି ଅଭୟ କହିଛନ୍ତି। ପ୍ରତି ଜୋନରେ ସୁରକ୍ଷା ଦାୟିତ୍ୱର ତଦାରଖ କରିବେ ଦୁଇ […]

ପୁରୀ: ପିପିଲି ଉପନିର୍ବାଚନକୁ ଆଉ ୪ଦିନ ବାକିଥିବା ବେଳେ ଆଜି ପିପିଲିରେ ଆଇନଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୁଲିସ ଡିଜି ଅଭୟ। ଶାନ୍ତିପୂର୍ଣ୍ଣ ନିର୍ବାଚନ ଉପରେ ଗୁରୁତ୍ୱ ଦିଆଯାଇଛି । ପିପିଲି ଉପନିର୍ବାଚନରେ ୩ ପ୍ଲାଟୁନ୍ କେନ୍ଦ୍ରୀୟ ଫୋର୍ସ ଓ ୨୯ ପ୍ଲାଟୁନ୍‌  OSAP ମୁତୟନ ରହିବେ । ସୁରକ୍ଷା ଦୃଷ୍ଟିରୁ ପିପିଲି ନିର୍ବାଚନ ମଣ୍ଡଳୀକୁ ଏକାଧିକ ଜୋନ୍‌ରେ ବିଭକ୍ତ କରାଯାଇଛି ବୋଲି ପୁଲିସି ଡିଜି ଅଭୟ କହିଛନ୍ତି।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ

ପ୍ରତି ଜୋନରେ ସୁରକ୍ଷା ଦାୟିତ୍ୱର ତଦାରଖ କରିବେ ଦୁଇ ଜଣ ଏଏସପି, ୩ଜଣ ଲେଖାଏ ଡିଏସପି । ଏହାସହ ଗୋଟିଏ ପ୍ଲାଟୁନ୍ ଓଡ଼ିଶା ସ୍ୱିଫ୍ଟ ଆକ୍ସନ ଫୋର୍ସ (OSAF) ) ବି ମୁତୟନ ରହିବେ । ୮୦ଟି ସମ୍ବେଦନଶୀଳ ବୁଥରେ ବିଏସଏଫ ଯବାନ ମୁତୟନ ହେବେ । ଆଜି ପିପିଲିରେ ଏହି ସମୀକ୍ଷା ବେଳେ ପୁଲିସ ଡିଜିଙ୍କ ସହ ଆଇନ ଶୃଙ୍ଖଳା ଏଡିଜି ଯଶଓ୍ୱନ୍ତ ଜେଠଓ୍ୱା ଓ ଗୁଇନ୍ଦା ନିର୍ଦ୍ଦେଶକ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

12 Apr 2021 By The Sakala

ଶାନ୍ତିପୂର୍ଣ୍ଣ ନିର୍ବାଚନକୁ ଗୁରୁତ୍ୱ: ପିପିଲି ଉପନିର୍ବାଚନରେ ମୁତୟନ ହେବେ ୩ ପ୍ଲାଟୁନ୍ କେନ୍ଦ୍ରୀୟ ଫୋର୍ସ ଓ ୨୯ ପ୍ଲାଟୁନ୍ OSAP‌

ପୁରୀ: ପିପିଲି ଉପନିର୍ବାଚନକୁ ଆଉ ୪ଦିନ ବାକିଥିବା ବେଳେ ଆଜି ପିପିଲିରେ ଆଇନଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୁଲିସ ଡିଜି ଅଭୟ। ଶାନ୍ତିପୂର୍ଣ୍ଣ ନିର୍ବାଚନ ଉପରେ ଗୁରୁତ୍ୱ ଦିଆଯାଇଛି । ପିପିଲି ଉପନିର୍ବାଚନରେ ୩ ପ୍ଲାଟୁନ୍ କେନ୍ଦ୍ରୀୟ ଫୋର୍ସ ଓ ୨୯ ପ୍ଲାଟୁନ୍‌  OSAP ମୁତୟନ ରହିବେ । ସୁରକ୍ଷା ଦୃଷ୍ଟିରୁ ପିପିଲି ନିର୍ବାଚନ ମଣ୍ଡଳୀକୁ ଏକାଧିକ ଜୋନ୍‌ରେ ବିଭକ୍ତ କରାଯାଇଛି ବୋଲି ପୁଲିସି ଡିଜି ଅଭୟ କହିଛନ୍ତି।

ପ୍ରତି ଜୋନରେ ସୁରକ୍ଷା ଦାୟିତ୍ୱର ତଦାରଖ କରିବେ ଦୁଇ ଜଣ ଏଏସପି, ୩ଜଣ ଲେଖାଏ ଡିଏସପି । ଏହାସହ ଗୋଟିଏ ପ୍ଲାଟୁନ୍ ଓଡ଼ିଶା ସ୍ୱିଫ୍ଟ ଆକ୍ସନ ଫୋର୍ସ (OSAF) ) ବି ମୁତୟନ ରହିବେ । ୮୦ଟି ସମ୍ବେଦନଶୀଳ ବୁଥରେ ବିଏସଏଫ ଯବାନ ମୁତୟନ ହେବେ । ଆଜି ପିପିଲିରେ ଏହି ସମୀକ୍ଷା ବେଳେ ପୁଲିସ ଡିଜିଙ୍କ ସହ ଆଇନ ଶୃଙ୍ଖଳା ଏଡିଜି ଯଶଓ୍ୱନ୍ତ ଜେଠଓ୍ୱା ଓ ଗୁଇନ୍ଦା ନିର୍ଦ୍ଦେଶକ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର