ବିଶାଖାପାଟଣା- ଜଗଦଲପୁର ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ, ଟ୍ରାକରୁ ଖସିଛି ୪ଟି ବଗି

The Sakala Picture
Published On

କୋରାପୁଟ: ଲାଇନଚ୍ୟୁତ ହେଲା ବିଶାଖାପାଟଣା-ଜଗଦଲପୁର ପାସେଞ୍ଜର ଟ୍ରେନ୍ । ଜୟପୁର ଷ୍ଟେସନ ଠାରୁ ୨ କିଲୋମିଟର ଦୂର ଛତ୍ରିପୁଟ ନିକଟରେ ଏହି ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଟ୍ରାକରୁ ୪ ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । କୌଣସି ଧନ ଜୀବନ କ୍ଷତି ହୋଇନଥିବା ଜଣା ପଡ଼ିଛି । ଘଟଣା ସ୍ଥଳରେ ରେଳ ବିଭାଗ ଅଧିକାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ଟ୍ରେନ ଦୁର୍ଘଟଣାରୁ ବର୍ତ୍ତିଯାଇଥିଲେ ମଧ୍ୟ ଯାତ୍ରୀମାନେ ସୁରକ୍ଷିତ […]

କୋରାପୁଟ: ଲାଇନଚ୍ୟୁତ ହେଲା ବିଶାଖାପାଟଣା-ଜଗଦଲପୁର ପାସେଞ୍ଜର ଟ୍ରେନ୍ । ଜୟପୁର ଷ୍ଟେସନ ଠାରୁ ୨ କିଲୋମିଟର ଦୂର ଛତ୍ରିପୁଟ ନିକଟରେ ଏହି ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଟ୍ରାକରୁ ୪ ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । କୌଣସି ଧନ ଜୀବନ କ୍ଷତି ହୋଇନଥିବା ଜଣା ପଡ଼ିଛି । ଘଟଣା ସ୍ଥଳରେ ରେଳ ବିଭାଗ ଅଧିକାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ବଡ଼ ପଦକ୍ଷେପ: 'ମହାପ୍ରସାଦ' ଓ 'ନୀଳଚକ୍ର' ସମେତ ୫ଟି ପବିତ୍ର ନାମକୁ ମିଳିଲା ଟ୍ରେଡମାର୍କ ଅନୁମୋଦନ

ଟ୍ରେନ ଦୁର୍ଘଟଣାରୁ ବର୍ତ୍ତିଯାଇଥିଲେ ମଧ୍ୟ ଯାତ୍ରୀମାନେ ସୁରକ୍ଷିତ ରହିଛନ୍ତି। ଲାଇନଚ୍ୟୁତ ହୋଇଥିବା ୪ଟି ବଗି ମଧ୍ୟରୁ ଗୋଟିଏ ସ୍ଲିପର କୋଚ ଥିବାବେଳେ ଅନ୍ୟ ତିନିଟି ଜେନେରାଲ କୋଚ ଥିଲା ବୋଲି ଜଣାପଡିଛି |

ଆହୁରି ପଢ଼ନ୍ତୁ: ବାହୁଡ଼ିବେ ମହାବାହୁ; ରଥାରୁଢ଼ ହୋଇସାରିଲେଣି ବଳଭଦ୍ର ଏବଂ ଦେବୀ ସୁଭଦ୍ରା, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ

12 Sep 2022 By The Sakala

ବିଶାଖାପାଟଣା- ଜଗଦଲପୁର ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ, ଟ୍ରାକରୁ ଖସିଛି ୪ଟି ବଗି

କୋରାପୁଟ: ଲାଇନଚ୍ୟୁତ ହେଲା ବିଶାଖାପାଟଣା-ଜଗଦଲପୁର ପାସେଞ୍ଜର ଟ୍ରେନ୍ । ଜୟପୁର ଷ୍ଟେସନ ଠାରୁ ୨ କିଲୋମିଟର ଦୂର ଛତ୍ରିପୁଟ ନିକଟରେ ଏହି ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଟ୍ରାକରୁ ୪ ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । କୌଣସି ଧନ ଜୀବନ କ୍ଷତି ହୋଇନଥିବା ଜଣା ପଡ଼ିଛି । ଘଟଣା ସ୍ଥଳରେ ରେଳ ବିଭାଗ ଅଧିକାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।

ଟ୍ରେନ ଦୁର୍ଘଟଣାରୁ ବର୍ତ୍ତିଯାଇଥିଲେ ମଧ୍ୟ ଯାତ୍ରୀମାନେ ସୁରକ୍ଷିତ ରହିଛନ୍ତି। ଲାଇନଚ୍ୟୁତ ହୋଇଥିବା ୪ଟି ବଗି ମଧ୍ୟରୁ ଗୋଟିଏ ସ୍ଲିପର କୋଚ ଥିବାବେଳେ ଅନ୍ୟ ତିନିଟି ଜେନେରାଲ କୋଚ ଥିଲା ବୋଲି ଜଣାପଡିଛି |

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର