ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ ମାମଲା: ଉଭୟଙ୍କ ମଧ୍ୟରେ ମଧ୍ୟସ୍ଥତା ଶେଷ

The Sakala Picture
Published On

କଟକ: ପାରିବାରିକ ବିବାଦ ମାମଲାରେ ଆଜି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ସାଂସଦ ଅନୁଭବ ମହାନ୍ତି ଆଜି ଫ୍ୟାମିଲ କୋର୍ଟରେ ହାଜର ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ମଧ୍ୟସ୍ଥତା ଶେଷ ହୋଇଛି। ପରିବାର ଅଦାଲତ ବିଚାରପତି ନିଜ ଚାମ୍ବରରେ ମଧ୍ୟସ୍ଥତା କରିଥିଲେ। ମଧ୍ୟସ୍ଥତାର କୌଣସି ଫଳାଫଳ  ସ୍ପଷ୍ଟ ହୋଇନି। ଉଭୟଙ୍କୁ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ପାଇଁ ନିଜ ଆଡୁ ନିର୍ଦ୍ଦେଶ ଦେଇଥିଲେ କଟକ ପରିବାର ଅଦାଲତ। କୋର୍ଟଙ୍କ ନିର୍ଦ୍ଦେଶ ପରେ ଉଭୟ ଆଜି ପରିବାର ଅଦାଲତରେ ହାଜର ହୋଇଥିଲେ। […]

କଟକ: ପାରିବାରିକ ବିବାଦ ମାମଲାରେ ଆଜି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ସାଂସଦ ଅନୁଭବ ମହାନ୍ତି ଆଜି ଫ୍ୟାମିଲ କୋର୍ଟରେ ହାଜର ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ମଧ୍ୟସ୍ଥତା ଶେଷ ହୋଇଛି। ପରିବାର ଅଦାଲତ ବିଚାରପତି ନିଜ ଚାମ୍ବରରେ ମଧ୍ୟସ୍ଥତା କରିଥିଲେ। ମଧ୍ୟସ୍ଥତାର କୌଣସି ଫଳାଫଳ  ସ୍ପଷ୍ଟ ହୋଇନି। ଉଭୟଙ୍କୁ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ପାଇଁ ନିଜ ଆଡୁ ନିର୍ଦ୍ଦେଶ ଦେଇଥିଲେ କଟକ ପରିବାର ଅଦାଲତ। କୋର୍ଟଙ୍କ ନିର୍ଦ୍ଦେଶ ପରେ ଉଭୟ ଆଜି ପରିବାର ଅଦାଲତରେ ହାଜର ହୋଇଥିଲେ। ଉଭୟ ଆଜି କୋର୍ଟରେ ଏହି ଅର୍ଥ ରାଶି ଜମା କରିବେ ବୋଲି ତାଙ୍କ ଆଇନଜୀବୀ ପକ୍ଷରୁ ସୂଚନା ମିଳିଛି। କୋର୍ଟ କାର୍ଯ୍ୟକୁ ସହଯୋଗ ପାଇଁ ସତ୍ୟପାଠ ଦେଇଛନ୍ତି ବର୍ଷା। ତେବେ ଆଜି ହାଜର ହେବା ପାଇଁ ଗତ ୯ ତାରିଖରେ ନିର୍ଦ୍ଦେଶ ଦେଇଥିଲେ କଟକ ପରିବାର ଅଦାଲତ। ଅଯଥାରେ କୋର୍ଟଙ୍କ ସମୟ ନଷ୍ଟ କରିଥିବାରୁ ଉଭୟଙ୍କୁ ଫ୍ୟାମିଲି କୋର୍ଟ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର