ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା: ଡେଡଲାଇନକୁ ନାପସନ୍ଦ କଲେ ହାଇକୋର୍ଟ

The Sakala Picture
Published On

କଟକ: ହାଇକୋର୍ଟରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା । ବ୍ୟବସ୍ଥା ନ ଥାଇ ଡେଡଲାଇନକୁ ନାପସନ୍ଦ କଲେ ହାଇକୋର୍ଟ । ରାଜ୍ୟର ସମସ୍ତ ଲୋକଙ୍କ ପାଖରେ ଅନଲାଇନ ବ୍ୟବସ୍ଥା ନାହିଁ । ତେଣୁ ଏହି ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ବୁକିଂ କରିବା ସମ୍ଭବ ହେଉନାହିଁ । କ’ଣ ବିକଳ୍ପ ବ୍ୟବସ୍ଥା କରାଯିବ, ସେନେଇ ହାଇକୋର୍ଟଙ୍କୁ ଅବଗତ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଆସନ୍ତା ୩୦ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । […]

କଟକ: ହାଇକୋର୍ଟରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା । ବ୍ୟବସ୍ଥା ନ ଥାଇ ଡେଡଲାଇନକୁ ନାପସନ୍ଦ କଲେ ହାଇକୋର୍ଟ । ରାଜ୍ୟର ସମସ୍ତ ଲୋକଙ୍କ ପାଖରେ ଅନଲାଇନ ବ୍ୟବସ୍ଥା ନାହିଁ । ତେଣୁ ଏହି ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ବୁକିଂ କରିବା ସମ୍ଭବ ହେଉନାହିଁ । କ’ଣ ବିକଳ୍ପ ବ୍ୟବସ୍ଥା କରାଯିବ, ସେନେଇ ହାଇକୋର୍ଟଙ୍କୁ ଅବଗତ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଆସନ୍ତା ୩୦ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଅକ୍ଟୋବର ୧ରୁ ଚେକିଂ କଡାକଡି କରିବାକୁ ପରିବହନ ବିଭାଗର ନିଷ୍ପତ୍ତି ନେଇଛି। ପରିବହନ ବିଭାଗରୁ ମତାମତ ଆଣି କୋର୍ଟରେ ଉପସ୍ଥାପନ କରିବାକୁ ସରକାରୀ ଓକିଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

ସୂଚନା ଅନୁଯାୟୀ, ଯଦି ଗାଡିର ନମ୍ବର ଶେଷକୁ ୧,୨,୩,୪ ରହିଥାଏ ତେବେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ୩୦ ସେପ୍ଟେମ୍ବର ଡେଡଲାଇନ ରହିଛି। ଅର୍ଥାତ ଏହି ସମୟ ମଧ୍ୟରେ ବୁକିଂ କରିଥିଲେ ଦେବାକୁ ପଡିବନି ଜରିମାନା । ସେହିଭଳି ଗାଡିର ନମ୍ବର ୫ କିମ୍ବା ୬ ରହିଥିଲେ ଅକ୍ଟୋବର ୩୧ ପର୍ୟ୍ୟନ୍ତ ଡେଡଲାଇନ ରହିଛି। ଗାଡିର ନମ୍ବର ୭ କିମ୍ବା ୮ ରହିଥିଲେ ୩୦ ନଭେମ୍ବର ଡେଡଲାଇନ ରହିଛି। ଗାଡିର ଶେଷ ନମ୍ବର ୯ କିମ୍ବା ୦ ରହିଥିଲେ ଏହାର ଡେଡଲାଇନ ୩୧ ଡିସେମ୍ବର ରହିଛି । ଅଥାର୍ତ ଧାର୍ୟ୍ୟ ସମୟ ଭିତରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ବୁକିଂ କରିଥିଲେ ଆଉ ଗଣିବାକୁ ପଡିବନି ଜରିମାନା । ଚେକିଂ ବେଳେ କେବଳ ସ୍ଲଟ ବୁକିଂର ସ୍ଲିପ ଦେଖାଇ ଫାଇନରୁ ବର୍ତ୍ତିପାରିବେ ଲୋକେ।  ସରକାର ଧାର୍ୟ୍ୟ କରିଥିବା ନିୟମ ଅନୁସାରେ, ଯେଉଁ ଗାଡି ଚାଳକ ନିୟମ ଅନୁସାରେ ସେମାନଙ୍କ ଗାଡିର ନମ୍ବର ପ୍ଲେଟ୍‌ ଲଗାଇବେ ନାହିଁ, ସେମାନଙ୍କୁ ଇ-ଚାଲାଣ ସହିତ ୫ରୁ ୧୦ ହଜାର ପର୍ୟ୍ୟନ୍ତ ଜରିମାନା ଦେବାକୁ ପଡିବ ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

ଆହୁରି ପଢ଼ନ୍ତୁ: ଚାନ୍ଦିପୁରରେ DRDO ପକ୍ଷରୁ ସଫଳ କ୍ଷେପଣାସ୍ତ୍ର ପରୀକ୍ଷଣ: ସୁରକ୍ଷିତ ସ୍ଥାନକୁ ଗଲେ ୧୧ ହଜାରରୁ ଅଧିକ ଲୋକ

28 Sep 2022 By The Sakala

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା: ଡେଡଲାଇନକୁ ନାପସନ୍ଦ କଲେ ହାଇକୋର୍ଟ

କଟକ: ହାଇକୋର୍ଟରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା । ବ୍ୟବସ୍ଥା ନ ଥାଇ ଡେଡଲାଇନକୁ ନାପସନ୍ଦ କଲେ ହାଇକୋର୍ଟ । ରାଜ୍ୟର ସମସ୍ତ ଲୋକଙ୍କ ପାଖରେ ଅନଲାଇନ ବ୍ୟବସ୍ଥା ନାହିଁ । ତେଣୁ ଏହି ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ବୁକିଂ କରିବା ସମ୍ଭବ ହେଉନାହିଁ । କ’ଣ ବିକଳ୍ପ ବ୍ୟବସ୍ଥା କରାଯିବ, ସେନେଇ ହାଇକୋର୍ଟଙ୍କୁ ଅବଗତ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଆସନ୍ତା ୩୦ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଅକ୍ଟୋବର ୧ରୁ ଚେକିଂ କଡାକଡି କରିବାକୁ ପରିବହନ ବିଭାଗର ନିଷ୍ପତ୍ତି ନେଇଛି। ପରିବହନ ବିଭାଗରୁ ମତାମତ ଆଣି କୋର୍ଟରେ ଉପସ୍ଥାପନ କରିବାକୁ ସରକାରୀ ଓକିଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

ସୂଚନା ଅନୁଯାୟୀ, ଯଦି ଗାଡିର ନମ୍ବର ଶେଷକୁ ୧,୨,୩,୪ ରହିଥାଏ ତେବେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ୩୦ ସେପ୍ଟେମ୍ବର ଡେଡଲାଇନ ରହିଛି। ଅର୍ଥାତ ଏହି ସମୟ ମଧ୍ୟରେ ବୁକିଂ କରିଥିଲେ ଦେବାକୁ ପଡିବନି ଜରିମାନା । ସେହିଭଳି ଗାଡିର ନମ୍ବର ୫ କିମ୍ବା ୬ ରହିଥିଲେ ଅକ୍ଟୋବର ୩୧ ପର୍ୟ୍ୟନ୍ତ ଡେଡଲାଇନ ରହିଛି। ଗାଡିର ନମ୍ବର ୭ କିମ୍ବା ୮ ରହିଥିଲେ ୩୦ ନଭେମ୍ବର ଡେଡଲାଇନ ରହିଛି। ଗାଡିର ଶେଷ ନମ୍ବର ୯ କିମ୍ବା ୦ ରହିଥିଲେ ଏହାର ଡେଡଲାଇନ ୩୧ ଡିସେମ୍ବର ରହିଛି । ଅଥାର୍ତ ଧାର୍ୟ୍ୟ ସମୟ ଭିତରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ବୁକିଂ କରିଥିଲେ ଆଉ ଗଣିବାକୁ ପଡିବନି ଜରିମାନା । ଚେକିଂ ବେଳେ କେବଳ ସ୍ଲଟ ବୁକିଂର ସ୍ଲିପ ଦେଖାଇ ଫାଇନରୁ ବର୍ତ୍ତିପାରିବେ ଲୋକେ।  ସରକାର ଧାର୍ୟ୍ୟ କରିଥିବା ନିୟମ ଅନୁସାରେ, ଯେଉଁ ଗାଡି ଚାଳକ ନିୟମ ଅନୁସାରେ ସେମାନଙ୍କ ଗାଡିର ନମ୍ବର ପ୍ଲେଟ୍‌ ଲଗାଇବେ ନାହିଁ, ସେମାନଙ୍କୁ ଇ-ଚାଲାଣ ସହିତ ୫ରୁ ୧୦ ହଜାର ପର୍ୟ୍ୟନ୍ତ ଜରିମାନା ଦେବାକୁ ପଡିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର