ବ୍ୟାଟେରୀ ଚାଳିତ ଗାଡି EEVE ର ମ୍ୟାନୁଫ୍ୟାକଚରିଂ ୟୁନିଟରେ ଭୟାବହ ଅଗ୍ନିକାଣ୍ଡ

The Sakala Picture
Published On

ଚଣ୍ଡିଖୋଲ: ବ୍ୟାଟେରୀ ଚାଳିତ ଗାଡି EEVE ର ମ୍ୟାନୁଫ୍ୟାକଚରିଂ ୟୁନିଟରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ଯାଜପୁର ଜିଲ୍ଲା ବଡ଼ଚଣା ଠାରେ ଥିବା ଇଭିଇ ବିଦ୍ୟୁତ ସ୍କୁଟି ମ୍ୟାନୁଫ୍ୟାକଚରିଂ ୟୁନିଟରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଖବର ପାଇ ଘଟଣା ସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀର ଦୁଇଟି ଗାଡି ପହଁଚି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରିଥିଲେ । ଦୀର୍ଘ ତିନି ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଥିଲା ଅଗ୍ନିଶମ ବାହିନୀ । ଗାଡିର […]

ଚଣ୍ଡିଖୋଲ: ବ୍ୟାଟେରୀ ଚାଳିତ ଗାଡି EEVE ର ମ୍ୟାନୁଫ୍ୟାକଚରିଂ ୟୁନିଟରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ଯାଜପୁର ଜିଲ୍ଲା ବଡ଼ଚଣା ଠାରେ ଥିବା ଇଭିଇ ବିଦ୍ୟୁତ ସ୍କୁଟି ମ୍ୟାନୁଫ୍ୟାକଚରିଂ ୟୁନିଟରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଖବର ପାଇ ଘଟଣା ସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀର ଦୁଇଟି ଗାଡି ପହଁଚି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରିଥିଲେ । ଦୀର୍ଘ ତିନି ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଥିଲା ଅଗ୍ନିଶମ ବାହିନୀ । ଗାଡିର ବ୍ୟାଟେରୀ ସହ ଅନ୍ୟ ପାର୍ଟ ସମ୍ପୂର୍ଣ ଭାବେ ଜଳି ଯାଇଥିବା ବେଳେ ପ୍ରାୟ ୫ ଲକ୍ଷ୍ୟରୁ ଉର୍ଦ୍ଧ ଟଙ୍କାର କ୍ଷୟକ୍ଷତି ହୋଇଥିବା ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ସୂଚନା ଦେଇଛନ୍ତି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗି ଥିବା ସନ୍ଦେହ କରାଯାଉଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

01 Oct 2022 By The Sakala

ବ୍ୟାଟେରୀ ଚାଳିତ ଗାଡି EEVE ର ମ୍ୟାନୁଫ୍ୟାକଚରିଂ ୟୁନିଟରେ ଭୟାବହ ଅଗ୍ନିକାଣ୍ଡ

ଚଣ୍ଡିଖୋଲ: ବ୍ୟାଟେରୀ ଚାଳିତ ଗାଡି EEVE ର ମ୍ୟାନୁଫ୍ୟାକଚରିଂ ୟୁନିଟରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ଯାଜପୁର ଜିଲ୍ଲା ବଡ଼ଚଣା ଠାରେ ଥିବା ଇଭିଇ ବିଦ୍ୟୁତ ସ୍କୁଟି ମ୍ୟାନୁଫ୍ୟାକଚରିଂ ୟୁନିଟରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଖବର ପାଇ ଘଟଣା ସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀର ଦୁଇଟି ଗାଡି ପହଁଚି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରିଥିଲେ । ଦୀର୍ଘ ତିନି ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଥିଲା ଅଗ୍ନିଶମ ବାହିନୀ । ଗାଡିର ବ୍ୟାଟେରୀ ସହ ଅନ୍ୟ ପାର୍ଟ ସମ୍ପୂର୍ଣ ଭାବେ ଜଳି ଯାଇଥିବା ବେଳେ ପ୍ରାୟ ୫ ଲକ୍ଷ୍ୟରୁ ଉର୍ଦ୍ଧ ଟଙ୍କାର କ୍ଷୟକ୍ଷତି ହୋଇଥିବା ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ସୂଚନା ଦେଇଛନ୍ତି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗି ଥିବା ସନ୍ଦେହ କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର